Latest Odisha News

BREAKING NEWS

Browsing Tag

Imran Khan

ପୋଲିସ କବ୍ଜାରେ ବାସଭବନ; ଆଜି ଗିରଫ ହୋଇପାରନ୍ତି ଇମ୍ରାନ ଖାନ

ଇସଲାମବାଦ:ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଘରେ ପଶିଲା ପୋଲସ । ଆଜି ଗିରଫ ହୋଇପାରନ୍ତି ଇମ୍ରାନ ଖାନ । ଇମ୍ରାନ ଖାନ ଘରେ ନ ଥିବାବେଳେ ଲାହୋର ପୋଲିସ ତାଙ୍କର ଜମାନ ପାର୍କର ଘରକୁ ନିଜ କବ୍ଜାକୁ ନେଇ ଯାଇଛି । ଆଜି ଇମ୍ରାନଙ୍କୁ ଇସଲାମବାଦ କୋର୍ଟରେ ହାଜିର ହେବାର…

ଇମ୍ରାନ ଖାନଙ୍କୁ ସାମୟିକ ଆଶ୍ୱସ୍ତି, ଗିରଫ ନ କରି ଫେରିଲା ପୋଲିସ

ଇସଲାମବାଦ: ପୂର୍ବତନ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ଇମ୍ରାନଙ୍କୁ ଗିରଫ ନ କରିବା ଲାଗି ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ଲାହୋରର ଏକ କୋର୍ଟ । ପୋଲିସ ଇମ୍ରାନଙ୍କୁ ଗିରଫ କରିବା ଲାଗି ତାଙ୍କ ବାସଭବନକୁ ଘେରି ରହିଥିଲା । ଯାହା ପରେ ଲାହୋର…

ଇମ୍ରାନ ଖାନଙ୍କ ଗିରଫଦାରୀ ପୂର୍ବରୁ ପାକିସ୍ତାନରେ ହିଂସା

ଇସଲାମାବାଦ: କୌଣସି ବି ମୁହୂର୍ତ୍ତରେ ଗିରଫ ହୋଇ ପାରନ୍ତି ପୂର୍ବତନ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ । ଯାହାକୁ ନେଇ ପାକିସ୍ତାନର ଅନେକ ସ୍ଥାନରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି । ପାକିସ୍ତାନ ଗଣମାଧ୍ୟମ ଅନୁସାରେ, ଇମ୍ରାନଙ୍କୁ ଗିରଫ ପାଇଁ ପୋଲିସ ତାଙ୍କ ବାସଭବନରେ ପହଞ୍ଚିଛି ।…

ଇମ୍ରାନ ଖାନଙ୍କ ପୂର୍ବ ପତ୍ନୀ ରେହମ୍‌ ମିର୍ଜା ବିଲାଲଙ୍କୁ କଲେ ତୃତୀୟ ବିବାହ

ନୂଆଦିଲ୍ଲୀ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ପିଟିଆଇ ପାର୍ଟି ପ୍ରମୁଖ ଇମ୍ରାନ ଖାନଙ୍କ ପୂର୍ବ ପତ୍ନୀ ତଥା ପାକିସ୍ତାନୀ-ବ୍ରିଟିଶ ସାମ୍ବାଦିକ ରେହମ୍‌ ଖାନ ତୃତୀୟ ବିବାହ କରିଛନ୍ତି । ରେହମ୍‌ଙ୍କ ସ୍ୱାମୀଙ୍କ ନାଁ ହେଉଛି ମିର୍ଜା ବିଲାଲ । ପାକିସ୍ତାନୀ ମିଡିଆ ରିପୋର୍ଟ…

ପିଟିଆଇ ପଦରୁ ହଟିବେ ଇମ୍ରାନ ଖାଁ

ନୂଆଦିଲ୍ଲୀ : ଇମ୍ରାନ ଖାଁଙ୍କୁ ବଡ଼ ଝଟ୍‌କା । ପାକିସ୍ତାନ ନିର୍ବାଚନ ଆୟୋଗଙ୍କର ବଡ଼ ନିଷ୍ପତ୍ତି  । ପାକିସ୍ତାନ ତେହରିକ-ଇ-ଇନସାଫ (ପିଟିଆଇ) ମୁଖ୍ୟ ପଦରୁ ଇମ୍ରାନ ଖାଁଙ୍କୁ ହଟାଇବା ଲାଗି ପାକିସ୍ତାନ ନିର୍ବାଚନ ଆୟୋଗ ବଡ଼ ପଦକ୍ଷେପ ନେଇଛନ୍ତି। ଦୁର୍ନୀତି ମାମଲାରେ ଇମ୍ରାନ ଦୋଷୀ…

ରାଲିରେ ଇମ୍ରାନ ଖାନଙ୍କ ଉପରେ ଗୁଳିମାଡ଼, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଉପରେ ଗୁଳିମାଡ଼ ହୋଇଛି । ୱାଜିରାବାଦରେ ଏକ ରାଲିରେ ଇମ୍ରାନ ଖାନଙ୍କୁ ଗୁଳିମାଡ଼ କରାଯାଇଥିବା ବେଳେ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ଇମ୍ରାନଙ୍କ ସହ ଅନ୍ୟ ୪ ଜଣ ଗୁଳିମାଡ଼ରେ ଆହତ ହୋଇଥିବା ଜଣା…

ମହିଳା ବିଚାରପତିଙ୍କୁ କ୍ଷମା ମାଗିଲେ ଇମ୍ରାନ ଖାନ୍

ଇସଲାମବାଦ:  ନିଜ ବକ୍ତବ୍ୟ ପାଇଁ କ୍ଷମା ମାଗିଛନ୍ତି ଇମ୍ରାନ ଖାନ । ମହିଳା ବିଚାରପତିଙ୍କ ବିରୋଧରେ ଧମକପୂର୍ଣ୍ଣ ବକ୍ତବ୍ୟ ଦେଇ ନିଜ ଦେଶରେ ସମାଲୋଚନା ହେବା ପରେ ଭୁଲ ମାଗିଛନ୍ତି ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ । ଅନେକ ସମୟରେ ବିବାଦୀୟ ବକ୍ତବ୍ୟ ଦେଇ ନିଉଜରେ ରହୁଥିବା…

ଇମ୍ରାନ ଖାନଙ୍କୁ ଅଣ-ମୁସଲିମ କହିବା ପଡିଲା ମହଙ୍ଗା, ପାକିସ୍ତାନ ମନ୍ତ୍ରୀଙ୍କ ବିରୋଧରେ ମାମଲା

ଲାହୋର: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଅଣ-ମୁସଲିମ କହିବା  ଏବଂ ତାଙ୍କ ପ୍ରତି ଧାର୍ମିକ ଘୃଣାଭାବ ସୃଷ୍ଟି କରିଥିବା ନେଇ ଅଭିଯୋଗ। ଏନେଇ ସୋମବାର ପଞ୍ଜାବ ପ୍ରଦେଶ ସରକାରର ପାକିସ୍ତାନ ମୁସଲିମ ଲିଗ ନବାଜ (ପିଏମଏଲ-ଏନ)ର ଦୁଇ ବରିଷ୍ଠ ମନ୍ତ୍ରୀ ଏବଂ ଏକ ଟିଭି…

‘ପାକିସ୍ତାନରେ ଅଟାର ମୂଲ୍ୟ ଲିଟର ପିଛା ୧୦୦ ଟଙ୍କାକୁ ବୃଦ୍ଧି’

ଇସଲାମାବାଦ: ପାକିସ୍ତାନରେ 'ଅଟାର ମୂଲ୍ୟ ଲିଟର ପିଛା ୧୦୦ ଟଙ୍କା'କୁ ବୃଦ୍ଧି ପାଇଛି। ଏପରି ଲିଟର କଥା ଆମେ କହୁନୁ ବରଂ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ କହିଛନ୍ତି। ସାଧାରଣତଃ ଅଟାର ଓଜନ କିଲୋଗ୍ରାମରେ ମପାଯାଏ ଏବଂ ତରଳ ପଦାର୍ଥ ଲିଟରରେ ମପାଯାଏ। କିନ୍ତୁ ଗୁରୁବାର…

ସରକାର ବଞ୍ଚେଇବାକୁ ପାକିସ୍ତାନ ଆର୍ମି କୁ ଭିକ ମାଗିଥିଲେ ଇମ୍ରାନ୍

ଇସଲାମାବାଦ: ସରକାର ବଞ୍ଚେଇବାକୁ ଇମ୍ରାନ ଖାନ୍ ପାକିସ୍ତାନ ଆର୍ମିକୁ ଭିକ ମାଗିବାକୁ ପଛେଇନଥିଲେ । ୯ ଏପ୍ରିଲରେ ପାକିସ୍ତାନ ସୁପ୍ରିମ କୋର୍ଟରେ ଅନାସ୍ଥା ଭୋଟ୍ ଶୁଣାଣି ଆଗରୁ ଇମ୍ରାନ ତାଙ୍କ ଦେଶର ଶକ୍ତିଶାଳୀ ଆର୍ମି ଶରଣ ପଶିଥିଲେ । ଯେକୌଣସି ଉପାୟରେ ତାଙ୍କ ସରକାର ବଞ୍ଚେଇଦେବାକୁ ଭିକ…