Latest Odisha News

BREAKING NEWS

Browsing Tag

IMS SUM Hospital

ସମ୍ ହସ୍ପିଟାଲ୍‌ରେ ପ୍ରଥମ ଥର ଷ୍ଟେମ୍ ସେଲ୍ ପ୍ରତ୍ୟାରୋପଣ

ଭୁବନେଶ୍ୱର: ଓଡ଼ିଶାରେ ପ୍ରଥମ ଥର ପାଇଁ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଜଣେ ଲିମ୍ଫୋମା ରୋଗୀଙ୍କ ଶରୀରରେ ସଫଳତାର ସହ ଅଟୋଲଗସ୍ ଷ୍ଟେମ୍ ସେଲ୍ ପ୍ରତ୍ୟାରୋପଣ କରାଯାଇଛି । ଜଟିଳ ବୋନ୍‌ମ୍ୟାରୋ ପ୍ରତ୍ୟାରୋପଣ ଦ୍ୱାରା ଓ ଅତ୍ୟାଧୁନିକ…

ଶିଶୁମାନେ ଅଧିକ ଆଣ୍ଠୁଗଣ୍ଠି ଜନିତ ରୋଗର ଶିକାର

ଭୁବନେଶ୍ୱର: ଶିଶୁମାନେ ଅଧିକ ଆଣ୍ଠୁଗଣ୍ଠି ଜନିତ ରୋଗର ଶିକାର ହେଉଛନ୍ତି । ଠିକ ସମୟରେ ରୋଗର ଚି଼ହ୍ନଟ, ପରୀକ୍ଷଣ ଓ ଚିକିତ୍ସା ଦ୍ୱାରା ହିଁ ଶିଶୁ ମାନଙ୍କୁ ଏଭଳି ସମସ୍ୟାରୁ ଦୂରେଇ ରଖି ହେବ । ଏହି ମତ ରଖିଛନ୍ତି ଚଣ୍ଡିଗଡ ସ୍ଥିତ ପୋଷ୍ଟ ଗ୍ରାଜୁଏଟ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ରିସର୍ଚ୍ଚ…