ମାଉଜର ଦେଖାଇ ଲକ୍ଷାଧିକ ଟଙ୍କା ସହ ଲାପଟପ୍ ଲୁଟିଲେ ଦୁର୍ବୃତ୍ତ
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପାଲୁର ଛକ ସୁବଳୟା ଗାଁ ନିକଟରେ ଲୁଟ୍ । ମାଉଜର ଦେଖାଇ ଲକ୍ଷାଧିକ ଟଙ୍କା ସହ ଲାପଟପ୍ ଲୁଟିନେଇଛନ୍ତି ଦୁର୍ବୃତ୍ତ । ଗଞ୍ଜାମ ଜିଲ୍ଲା ହୁମ୍ମାରୁ ରମ୍ଭା ଆସୁଥିବା ବେଳେ ଜନସେବା କେନ୍ଦ୍ର କର୍ମଚାରୀ ଛାୟାକାନ୍ତ ବେହେରାଙ୍କଠାରୁ ଲୁଟ୍ କରିଛନ୍ତି ଦୁର୍ବୃତ୍ତ ।…