ସ୍ବାଧିନ ଭାରତର ପ୍ରଥମ ଭୋଟରଙ୍କ ପରଲୋକ
ନୂଆଦିଲ୍ଲୀ: ସବୁଦିନ ପାଇଁ ଆଖି ବୁଜିଲେ ସ୍ୱାଧୀନ ଭାରତର ପ୍ରଥମ ଭୋଟର ଶ୍ୟାମ ସରଣ ନେଗୀ । ହିମାଚଳ ପ୍ରଦେଶ କାଲ୍ପା ବାସଭବନରେ ୧୦୬ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ନେଗୀ। ଶେଷଥର ପାଇଁ ୨ ତାରିଖରେ ମତଦାନ କରିଥିଲେ ନେଗୀ ।
ଆସନ୍ତା ୧୨ ତାରିଖରେ ହେବାକୁ ଥିବା ହିମାଚଳ…