Latest Odisha News

BREAKING NEWS

Browsing Tag

In Odisha

୧୬ଟି ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି 

ଭୁବନେଶ୍ଵର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବଜ୍ରପାତ ସହ କାଳବୈଶାଖୀ ବର୍ଷା ସମ୍ଭାବନା । ଉତ୍ତର, ଆଭ୍ୟନ୍ତରୀଣ ଓ ଉପକୂଳବର୍ତ୍ତୀ ପ୍ରାୟ ୧୬ଟି ଜିଲାରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା…

ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶ: ୧୯ରୁ ଉଚ୍ଚଶିକ୍ଷାନୁଷ୍ଠାନ ବନ୍ଦ, ହଷ୍ଟେଲ ଛାଡିବାକୁ ଛାତ୍ରଛାତ୍ରୀଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ମାଡିଚାଲିଛି । ସଂକ୍ରମଣରେ ବ୍ରେକ୍ ଲଗାଇବାକୁ ଗୋଟିଏ ପରେ ଗୋଟିଏ କଟକଣା ଜାରି କରାଯାଉଛି ।  ସୋମବାରଠାରୁ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନରେ ଅଫଲାଇନ୍ କ୍ଲାସ ଓ ପରୀକ୍ଷା ସ୍ଥଗିତ ରଖିବାକୁ ଆଜି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ…

ଚଳିତ ବର୍ଷ ଠିକ୍ ସମୟରେ ଆସିବ ମୌସୁମୀ, ସ୍ୱାଭାବିକ ହେବ ବର୍ଷା, ପାଣିପାଗ  ବିଭାଗର ଅନୁମାନ 

ନୂଆଦିଲ୍ଲୀ: ଚଳିତ ବର୍ଷ ଠିକ୍ ସମୟରେ ଆସିବ ମୌସୁମୀ । ଏଥର ମୌସୁମୀରେ ଭଲ ବର୍ଷା ହେବ । ଏନେଇ ପୂର୍ବାନୁମାନ ଅନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଚଳିତ ବର୍ଷ ସ୍ୱାଭାବିକ ଶ୍ରେଣୀର ବର୍ଷା ୯୮ ପ୍ରତିଶତ ହେବ । ସ୍ୱାଭାବିକ ଠାରୁ ଅଧିକ ହେଲେ ଏହା ଚାଷୀଙ୍କ ପାଇଁ ବରଦାନ ସାବ୍ୟସ୍ତ ହେବ…

ସମାଜକୁ ସୁସ୍ଥ ଓ ରୋଗମୁକ୍ତ କରିବାକୁ ପ୍ରୟାସ: ଓଡିଶାରେ ଆରମ୍ଭ ହେଲା “ଭୂମି ସୁପୋଷଣ ଓ ସଂରକ୍ଷଣ” ଅଭିଯାନ

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି “ଭୂମି ସୁପୋଷଣ ଓ ସଂରକ୍ଷଣ” ଅଭିଯାନ । ଭାରତର କୃଷି ଜମିକୁ ରାସାୟନିକ ସାର ଓ ଔଷଧର ବିଷାକ୍ତ ପ୍ରଭାବରୁ ମୁକ୍ତ ସହ ସଂପୂର୍ଣ୍ଣ ସମାଜକୁ ସୁସ୍ଥ ଏବଂ ରୋଗମୁକ୍ତ କରିବା ପାଇଁ ଏହି ଅଭିଯାନ ଆରମ୍ଭ ହୋଇଛି । “ଭୂମି ସୁପୋଷଣ ଓ ସଂରକ୍ଷଣ” ଅଭିଯାନକୁ…

ରାଜ୍ୟରେ ଝଡ଼ବର୍ଷା ସହ ବଜ୍ରପାତ ଆଶଙ୍କା, ଆଜିଠୁ ଆଗାମୀ ୫ ଦିନ ଯାଏଁ ସତର୍କ ସୂଚନା 

ଭୁବନେଶ୍ବର: ରାଜ୍ୟରେ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି । ଆଜି ଅପରାହ୍ନରୁ ଆଗାମୀ ୫ ଦିନ ଯାଏ ଅର୍ଥାତ ୧୬ ତାରିଖ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ଝଡ-ବର୍ଷା ସହ ବଜ୍ରପାତ ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି । ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । କାଲି ସକାଳ…

ରାଜ୍ୟରେ ଦିନ ବେଳା ଲାଗୁ ହୋଇପାରେ କର୍ଫ୍ୟୁ: ବାଚସ୍ପତି

ଭୁବନେଶ୍ୱର: ଦିନବେଳା କଟକଣା ଆହୁରି କଡାକଡି ହେବ । ରାଜ୍ୟରେ ଦିନ ବେଳା କର୍ଫ୍ୟୁ ଲାଗୁ ହୋଇପାରେ । ୩ରୁ ୪ ଦିନ ମଧ୍ୟରେ ଏନେଇ ସରକାର ନିଷ୍ପତ୍ତି ନେଇପାରନ୍ତି ବୋଲି ଜଣାପଡିଛି । ସଂକ୍ରମଣ ଯେଉଁ ସ୍ଥାନରେ ବଢୁଛି ସେଠାରେ କର୍ଫ୍ୟୁ ଲାଗୁ ହେବା ନେଇ ବିଚାର ଚାଲିଛି ।  ରାଜ୍ୟରେ କରୋନା…

ଦିନକରେ ରେକର୍ଡ ସଂଖ୍ୟକ ୩୯୪ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୧,୩୧୧ ଛୁଇଁଲା

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ୩୯୪ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୧ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୬୩ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ…

ଓଡ଼ିଶାରେ ବଢ଼ିପାରେ କରୋନା ସଂକ୍ରମଣ: ଡାକ୍ତର ନିରଞ୍ଜନ ମିଶ୍ର

ଭୁବନେଶ୍ୱର: ଓଡ଼ିଶାରେ କରୋନା ସଂକ୍ରମଣ ବଢ଼ିବା ସମ୍ଭାବନା ରହିଛି । ଏପରି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର । ସେପଟେ ଏଣିକି ରବିବାର ଓ ଛୁଟି ଦିନ ବ୍ୟତୀତ ସବୁଦିନ ଟିକାକରଣ ହେବ ବୋଲି କହିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ।…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୯ କୋଭିଡ୍ ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଛନ୍ତି ନୂଆ ନୂଆ ଆକ୍ରାନ୍ତ । ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୬୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା…

ରାଜ୍ୟରେ ପୁଣି ବଢ଼ିଲା ବସ ଭଡ଼ା, ସାଧାରଣ ଓ ଏକ୍ସପ୍ରେସ ବସ ଭଡ଼ା କିମି ପିଛା ୫ ପଇସା ବୃଦ୍ଧି 

କଟକ: ଲଗାତର ଭାବେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହେବା ପରେ ରାଜ୍ୟରେ ପୁଣି ଥରେ ବସ୍ ଭଡା ବୃଦ୍ଧି ହୋଇଛି । ଅଟୋମେକାନିଜମ୍ ବ୍ୟବସ୍ଥା ମାଧ୍ୟମରେ ଏହି ଭଡା ବୃଦ୍ଧି କରାଯାଇଛି ।  ବର୍ଦ୍ଧିତ ଭଡା ଅନୁଯାୟୀ, ସାଧାରଣ ଓ ଏକ୍ସପ୍ରେସ ବସ୍ ଭଡା କିଲୋମିଟର ପିଛା ୫ ପଇସା ବଢିଛି । ସାଧାରଣ ବସ୍…