Latest Odisha News

BREAKING NEWS

Browsing Tag

Inaguration

କୃଷ୍ଣ ବଳଙ୍କ ପ୍ରବନ୍ଧ ସଙ୍କଳନ ‘ରକ୍ତରାଗର ଚହଟା’ ଲୋକାର୍ପିତ

ଭୁବନେଶ୍ୱର : ବିଶିଷ୍ଟ ପ୍ରାବନ୍ଧିକ  କୃଷ୍ଣ ବଳଙ୍କ ପ୍ରବନ୍ଧ ' ରକ୍ତରାଗର ଚହଟା ' ଲୋକାର୍ପିତ ହୋଇଯାଇଛି। ଏହି ଉତ୍ସବରେ ଔପନ୍ୟାସିକା ଇନ୍ଦିରା ଦାସ ଅଧ୍ୟକ୍ଷତା କରି ପ୍ରାବନ୍ଧିକ ଶ୍ରୀ ବଳଙ୍କ ଲେଖକ ଜୀବନ ଉପରେ ଆଲୋକପାତ କରିଥିଲେ। ଏହି ଉତ୍ସବରେ ନିବାସ ଦାସ ସ୍ୱାଗତ ଭାଷଣ ଦେଇଥିବା…

୨୭ରେ ଭାରତ ଖେଳନା ମେଳାକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ଆସନ୍ତା ୨୭ ତାରିଖରେ ଦେଶରେ ପ୍ରଥମ ଥର ପାଇଁ ଆୟୋଜିତ ହେବାକୁ ଥିବା 'ଭାରତ ଖେଳନା ମେଳା'କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିଡିଓ କନଫରେନ୍ସିଂ ଜରିଆରେ ସେ ଏହାର ଉଦଘାଟନ କରିବେ । ଛୋଟ ପିଲାମାନଙ୍କର ମସ୍ତିକ ଓ ଅନ୍ୟାନ୍ୟ ବିକାଶ ପାଇଁ ଖେଳନା ଏକ ମୁଖ୍ୟ…

ଆସନ୍ତାକାଲି କୋଟିଆରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ବିକାଶ ପଥରେ ସୀମାନ୍ତ କୋଟିଆ । ଆଜି ଅନେକ ପ୍ରକଳ୍ପର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଟିଆର ୧୦ ଶଯ୍ୟା ବିଶିଷ୍ଟ ହସପିଟାଲ, ସବ ସେଣ୍ଟର, ଅଫିସର କ୍ଲଷ୍ଟର ଗୃହ, ସ୍ବାସ୍ଥ୍ୟ ବିଭାଗ କର୍ମଚାରୀଙ୍କ ପାଇଁ ସରକାରୀ ବାସ ଗୃହ, ମାଡକର ଗାଁକୁ ରାସ୍ତା,…

ଜାନୁଆରି ୨ ତାରିଖରେ ସମ୍ବଲପୁର IIM ର ସ୍ଥାୟୀ କ୍ୟାମ୍ପସର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୋଦି

ଭୁବନେଶ୍ୱର-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ଜାନୁଆରି ୨ ତାରିଖରେ ସମ୍ବଲପୁର IIM ର ସ୍ଥାୟୀ କ୍ୟାମ୍ପସର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ପୂର୍ବାହ୍ନ ୧୧ଟାରେ ଭିଡିଓ କନ୍‌ଫରେନ୍‌ସିଂରେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ । ସମ୍ବଲପୁର IIM ର ସ୍ଥାୟୀ କ୍ୟାମ୍ପସର…

୩ୟ କୋରାପୁଟ ସାହିତ୍ୟ ଉତ୍ସବ ଉଦ୍‌ଘାଟିତ

ଭୁବନେଶ୍ବର: ଓଡ଼ିଆ ମିଡିଆ ଆୟୋଜିତ ତୃତୀୟ କୋରାପୁଟ ସାହିତ୍ୟ ଉତ୍ସବର ଉଦ୍‌ଘାଟନୀ ସଭା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଏହି ଉତ୍ସବକୁ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଉଦ୍‌ଘାଟନ କରିଥିଲେ । ପ୍ରସିଦ୍ଧ ଔପନ୍ୟାସିକ ବିଭୂତି ପଟ୍ଟନାୟକ…

ଛତ୍ରପୁରରେ ଖୁବ୍ ଶୀଘ୍ର ତିଆରି ହେବ ସିନ୍ଥେଟିକ୍ ଟର୍ଫ ହକି ତାଲିମ କେନ୍ଦ୍ର

ଭୁବନେଶ୍ୱର: କ୍ରୀଡା କ୍ଷେତ୍ରରେ ଉନ୍ନତି ତଥା ଖେଳାଳିଙ୍କ ସୁବିଧା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଆଜି ତିନିଟି ବଡ ଘୋଷଣା କରିଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ହିଂଜିଳିକାଟୁର ଇନଡୋର ଷ୍ଟାଡିୟମ, ଛତ୍ରପୁରର ମଲଟି ପରପୋଜ୍ ଇନଡୋର ହଲକୁ ଉଦଘାଟନ କରିଛନ୍ତି । ଏଥି ସହ କଳିଙ୍ଗ…