Latest Odisha News
Browsing Tag

Income Tax Department

୧୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରୋଜଗାର କରୁଥିବା ବ୍ୟକ୍ତିଙ୍କ ପାଇଁ ଆୟକର ହ୍ରାସ ହୋଇପାରେ: ରିପୋର୍ଟ

ନୂଆଦିଲ୍ଲୀ : ନୂଆବର୍ଷ ଆଣିପାରେ କରଦାତାଙ୍କ ପାଇଁ ଖୁସି ଖବର । ଏକ ସୂତ୍ରରୁ ଜଣାପଡିଛି ଯେ, ମଧ୍ୟବିତ୍ତ ଲୋକଙ୍କୁ ଆଶ୍ବସ୍ତି ଯୋଗାଇବା ପାଇଁ ଆଗାମୀ ବଜେଟରେ ବାର୍ଷିକ ୧୫ ଲକ୍ଷ ଟଙ୍କା ଆୟ କରୁଥିବା ବ୍ୟକ୍ତିବିଶେଷଙ୍କ ପାଇଁ ଆୟକର ହ୍ରାସ କରିବାକୁ କେନ୍ଦ୍ର ସରକାର ବିଚାର କରୁଛି। ଏହି…

ଆସନ୍ତାକାଲି ଆୟକର ବିଭାଗ ପକ୍ଷରୁ ଆୟୋଜିତ ହେବ ‘ଟ୍ୟାକ୍ସାଥନ୍’

ଭୁବନେଶ୍ୱର : ଆସନ୍ତାକାଲି ପାଳିତ ହେବ ଆଜାଦୀ କା ଅମୃତ ମହୋତ୍ସବ । ଦେଶ ସ୍ୱାଧିନତାର ୭୫ ବର୍ଷ ଉପଲକ୍ଷେ ଦେଶ ବ୍ୟାପି ପାଳନ କରାଯାଉଛି ଆଜାଦୀ କା ଅମୃତ ମହୋତ୍ସବ । ଏହି ଅବସରରେ ଆସନ୍ତା କାଲି ସକାଳ ୬ ଟାରେ ଭୁବନେଶ୍ୱର ସ୍ଥିତ ଆୟକର ଆୟୁକ୍ତଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ପଦଯାତ୍ରା ଆୟୋଜନ…

OYO ରୁମରୁ ୯୯ ଲକ୍ଷ ୫୦ ହଜାର ଟଙ୍କା ଜବତ ଘଟଣାର ତଦନ୍ତ ପାଇଁ ଆୟକର ବିଭାଗକୁ ଚିଠି

ଭୁବନେଶ୍ୱର: ଭୁବନେଶ୍ୱର OYO ହୋଟେଲରୁ ୯୯ ଲକ୍ଷ ୫୦ ହଜାର ଟଙ୍କା ଜବତ ଘଟଣା । ତଦନ୍ତ ପାଇଁ ଆୟକର ବିଭାଗକୁ ଚିଠି ଲେଖିଲା କମିଶନରେଟ ପୋଲିସ । ଜବତ ଟଙ୍କାର ତଦନ୍ତ ପାଇଁ କମିଶନରେଟ ପୋଲିସ ଆୟକର ବିଭାଗକୁ ଚିଠି ଲେଖିଛି । ବ୍ୟବସାୟୀ ଜଣଙ୍କ ଏତେ ଟଙ୍କା କେଉଁ ଉପାୟରେ ଆଣିଥିଲେ । ଟଙ୍କାର…

ଆକାଶ ପାଠକଙ୍କ ଆର୍ଥିକ କାରବାର ତଦନ୍ତ କରିବ ଆୟକର ବିଭାଗ ଓ ଇଡି

ଭୁବନେଶ୍ୱର: କେମିତି ଓ କେଉଁ ସୂତ୍ରରୁ ଆକାଶ ପାଠକଙ୍କ ଆକାଉଣ୍ଟରେ କୋଟି କୋଟି ଟଙ୍କା ଡିପୋଜିଟ ହୋଇଥିଲା ? ଆକାଶଙ୍କ ଆର୍ଥିକ କାରବାରର ଖୋଳତାଡ କରିବ ଆୟକର ବିଭାଗ ଓ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଏନେଇ ଆଇଟି ଓ ଇଡିକୁ ତଦନ୍ତ ପାଇଁ ସୁପାରିଶ କରିଛି ଭିଜିଲାନ୍ସ। ଆକାଶ ପାଠକଙ୍କ ତିନିଟି…