Latest Odisha News
Browsing Tag

increase

କରୋନା ମୃତ୍ୟୁ ଆଶଙ୍କା ବୃଦ୍ଧି କରିଥାଏ ଧୂମପାନ

ନୂଆଦିଲ୍ଲୀ: ମଙ୍ଗଳବାର ଦିନ ପ୍ରକାଶିତ ଏକ ଅଧ୍ୟୟନ ଅନୁଯାୟୀ ଧୂମ୍ରପାନ କରିବା ଦ୍ୱାରା କୋଭିଡ-୧୯ ଆଶଙ୍କା ବେହାର ସମ୍ଭାବନା ଅଧିକ ରହିଛି। ଏହାର ସଂକ୍ରମଣରେ ମୃତ୍ୟୁ ହେବାର ଆଶଙ୍କା ବଢିପାରେ ବୋଲି ଜଣାପଡ଼ିଛି। ଧୂମ୍ରପାନ କରୁଥିବା ବ୍ୟକ୍ତିଙ୍କ ପାଇଁ କରୋନାରେ ମୃତ୍ୟୁ ହେବାର ଅଧିକ ବିପଦ…

ବଢିଲା ବସ ଭଡ଼ା

ଭୁବନେଶ୍ବର : ପୁଣି ବଢିଲା ବସ ଭଡ଼ା । ରାଜ୍ୟ ସରକାର ବୁଧବାର ବସ ଭଡା ବଢାଇଛନ୍ତି । ଅଡିନାରୀ ବସ ଭଡ଼ା କିଲୋମିଟର ପିଛା 73ରୁ 74 ପଇସା ବୃଦ୍ଧି କରାଯାଇଥିବା ବେଳେ ଏକ୍ସପ୍ରେସ ବସ୍ ଭଡା 76ରୁ 77 ପଇସାକୁ ବୃଦ୍ଧି ହୋଇଛି ।  ସେହିପରି ଡିଲକ୍ସ ବସ 107 ପଇସାରୁ 109କୁ ବୃଦ୍ଧି ହୋଇଥିବା…

ଓଡ଼ିଶାରେ ୫୦ ହଜାର ଛୁଇଁଲା ସୁନା ଦର

ଭୁବନେଶ୍ୱର: ପେଟ୍ରୋଲ ଡିଜେଲ ପରେ ଏବେ ସୁନା ଦରରେ ରେକର୍ଡ ସ୍ତରରେ ବୃଦ୍ଧି ଘଟିଛି । ଦିଲ୍ଳୀରେ ସୁନା ୧୦ ଗ୍ରାମ ପ୍ରତି ୫୦ ହଜାର ଟଙ୍କା ଅତିକ୍ରମ କରିଥିବାବେଳେ ଓଡ଼ିଶାରେ ବି ୨୪ କ୍ୟାରେଟ ସୁନା ଦର ୫୦ ହଜାର ଛୁଇଁଛି । କରୋନା ପରିସ୍ଥିତି ମଧ୍ୟରେ ସୁନାର ଚାହିଦା ବୃଦ୍ଧି ପାଇଛି । ତେଣୁ…

ପୁଣି ବଢ଼ିଲା ପେଟ୍ରୋଲ, ଡିଜେଲ ଦର

ନୂଆଦିଲ୍ଲୀ: ପୁଣି ବଢ଼ିଲା ପେଟ୍ରୋଲ, ଡିଜେଲ ଦର । ଅଶୋଧିତ ତେଲର ଦାମ ବ୍ୟାରେଲ ପିଛା ୪୦ ଡଲାର ବଢ଼ିଛି । ଫଲରେ ପେଟ୍ରୋଲ ଏବଂ ଡିଜେଲ ଲିଟର ପିଛା ୬୦ ପଇସା ଲେଖାଏଁ ବୃଦ୍ଧି ପାଇଛି । ସୂଚନା ଯୋଗ୍ୟ ଯେ, ଲକଡାଉନ୍ ସମୟରେ ଅଶୋଧିତ ତେଲର ଦାମ୍ କମିଥିଲା । ହେଲେ ସରକାର ଦରରେ କୌଣସି…