Latest Odisha News

BREAKING NEWS

Browsing Tag

Ind Vs SA

ବର୍ଷା ପାଇଁ ସିରିଜ ରହିଲା ଡ୍ର : ଭୁବନେଶ୍ବର ମ୍ୟାନ ଅଫ୍ ଦ ସିରିଜ୍

ବାଙ୍ଗାଲୋର: ବର୍ଷା ପାଇଁ ଟି 20 ସିରିଜ ଡ୍ର ହୋଇଛି । ଆଜି  ବାଙ୍ଗାଲୋର ଚିନ୍ନାସ୍ବାମୀ ଷ୍ଟାଡିୟମରେ 7ଟା 50ରେ ଖେଳ ଆରମ୍ଭ ହୋଇଥିଲା । ପଡିଆରେ ପାଣି ଜମିଥିବାରୁ ଖେଳ ବିଳମ୍ଭରେ କରିବା ପାଇଁ ନିଷ୍ପତ୍ତି ହୋଇଥିଲା । ଦକ୍ଷିଣ ଆଫ୍ରିକା ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା…

ଟସ୍ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଲା ଦକ୍ଷିଣ ଆଫ୍ରିକା, ବ୍ୟାଟିଂ କରିବ ଭାରତ

କଟକ: ବାରବାଟିରେ ଆଜି ଖେଳା ଯାଉଛି ଭାରତ-ଦକ୍ଷିଣ ଆଫ୍ରିକା ଟି-ଟ୍ୱେଣ୍ଟି । ପ୍ରଥମେ ଟସ୍ ଜିତି ଭ୍ରମଣକାରୀ ଦଳ ଫିଲ୍ଡିଂ ନିଷ୍ପତ୍ତି ନେଇଛି । ପ୍ରଥମେ ଭାରତୀୟ ଦଳ ବ୍ୟାଟିଂ କରିବ । ଘରୋଇ ପିଚରେ ଭାରତକୁ ସମର୍ଥନ ପାଇଁ ବାରବାଟିରେ ବେଶ୍ ଭିଡ଼ ଜମିଛି । ଚୂଡ଼ାନ୍ତ ଏକାଦଶରେ ଭାରତୀୟ ଦଳରେ…

ମ୍ୟାଚ୍ ଦେଖିବାକୁ ବାରବାଟି ଯାଉଛନ୍ତି କି ? ଜାଣନ୍ତୁ କଣ କରିବେ…

କଟକ: ଆସନ୍ତାକାଲି ରବିବାର ବାରବାଟି ଷ୍ଟାଡିୟମରେ ମୁହାଁମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା । ଦ୍ୱିତୀୟ ଟି-ଟ୍ୱେଣ୍ଟି ପାଇଁ କ୍ରୀଡ଼ାପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଥିବାବେଳେ ଆଜି ବାରବାଟିରେ ଅଭ୍ୟାସ କରିଛନ୍ତି ଦୁଇ ଦଳ । ରାତି ୭ଟାରେ ମ୍ୟାଚ୍ ଆରମ୍ଭ ହେବ । ତା ପୂର୍ବରୁ ଅପରାହ୍ଣ ୩ଟାରେ…

ବାରବାଟି ମ୍ୟାଚ୍ ପାଇଁ ‘ମୋ ବସ୍’ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର: ୧୨ ତାରିଖରେ ବାରବାଟିରେ ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି-ଟ୍ୱେଣ୍ଟି ମ୍ୟାଚ୍ । ରବିବାର ଖେଳାଯିବାକୁ ଥିବା ମ୍ୟାଚ୍ ରାତି ୭ଟାରେ ଆରମ୍ଭ ହୋଇ ୧୧ଟାରେ ସରିବ । ମ୍ୟାଚ୍ ଦିନ ଟ୍ୱିନ୍ ସିଟିରେ ‘ମୋ ବସ୍’ ପକ୍ଷରୁ ସ୍ୱତନ୍ତ୍ର ସେବା ଯୋଗାଇ ଦିଆଯିବ । ଏଥିପାଇଁ ସେବା…

ଇଶାନଙ୍କ ବିସ୍ଫୋରକ ବ୍ୟାଟିଂ ବେକାର, ଭାରତକୁ ହରାଇଲା ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ:  ଆଜିର ପ୍ରଥମ ଟି-20 ମ୍ୟାଚ୍ ରେ ଭାରତ ପରାସ୍ତ ହୋଇଛି । 7 ଉଇକେଟରେ ଜିତିଲା ଦକ୍ଷିଣ ଆଫ୍ରିକା ।   ପ୍ରଥମେ ବ୍ୟାଟିଂ କରି 20 ଓଭରରେ 4 ଉଇକେଟ ହରାଇ 211 ରନ୍ କରିଥିଲେ ମଧ୍ୟ ଦକ୍ଷିଣ ଆଫ୍ରିକା ଖେଳାଳିମାେନ ଟାର୍ଗେଟ ହାସଲ କରିନେଇଛନ୍ତି ।  ରସି ଭାନ୍ ଡେର୍ ଡୁସେନଙ୍କ 46…

ଦିନକରେ ସରିଗଲା ବାରବାଟୀ ମ୍ୟାଚର ସବୁ ଟିକେଟ୍  

କଟକ: ସରିଗଲା ସବୁ ଟିକେଟ୍ । ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି-ଟ୍ୱେଣ୍ଟି ମ୍ୟାଚର ସବୁ ଟିକେଟ୍ ବିକ୍ରି ହୋଇ ଯାଇଛି । ପ୍ରାୟ ୧୨ ହଜାର ୯୩ଟି ଟିକେଟ୍ ବିକ୍ରି ପାଇଁ ୯ ଗୋଟି କାଉଣ୍ଟର ବ୍ୟବସ୍ଥା କରିଥିଲା ଓସିଏ । ଆଉ ୯ ଓ ୧୦ ତାରିଖ ଦୁଇଦିନ ଧରି ଟିକେଟ୍ କାଉଣ୍ଟରରେ ଟିକେଟ୍ ବିକ୍ରି…

ବାରବାଟୀ ଷ୍ଟାଡିୟମ ଟିକେଟ କାଉଣ୍ଟରରେ ଧସ୍ତାଧସ୍ତି ଓ ଠେଲାପେଲା

କଟକ: ଟିକେଟ୍ ପାଇଁ ରାତିରୁ ଲାଇନ୍, କାଉଣ୍ଟରରେ ଠେଲାପେଲା । ବାରବାଟୀରେ ଖେଳାଯିବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି-ଟ୍ୱେଣ୍ଟି ପାଇଁ କ୍ରିକେଟପ୍ରେମୀଙ୍କ ଉତ୍ସାହ ଦେଖିବାକୁ ମିଳିଛି । ୯ ଓ ୧୦ ତାରିଖ ଦୁଇଦିନ ଧରି ୧୨ ହଜାର ଟିକେଟ୍ ୯ଟି କାଉଣ୍ଟରରେ ବିକ୍ରି ହେଉଛି । ୭ଟି…