Latest Odisha News

BREAKING NEWS

Browsing Tag

Independenc day

ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ, ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର : ଦେଶ ପାଳୁଛି ୭୭ତମ ସ୍ୱାଧୀନତା ଦିବସ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହେଉଛି ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ। ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି…

ଦେଶ ପାଳୁଛି ୭୭ ତମ ସ୍ଵାଧୀନତା ଦିବସ, ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ଦେଶ ପାଳୁଛି ୭୭ତମ ସ୍ୱାଧୀନତା ଦିବସ । ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରେ ପତାକା ଉତ୍ତୋଳନ କରିବା ସହ ଦେଶବାସୀଙ୍କୁ ସମ୍ବୋଧିତ କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଲଗାତାର ୧୦ମ ଥର ପାଇଁ ଲାଲକିଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ…

ସ୍ୱାଧୀନ ଭାରତର ଇତିହାସ : ଆସନ୍ତୁ ପୁଣି ଥରେ ମନେପକାଇବା ବିତି ଯାଇଥିବା ସେହି ଦିନ

ଭୁବନେଶ୍ଵର: ସ୍ୱାଧୀନତା ଦିବସ ବା ଅଗଷ୍ଟ ୧୫। ଭାରତବାସୀ ପାଳନ କରୁଛନ୍ତି ଅମୃତ ମହୋତ୍ସବ। ଏଥିପାଇଁ ସାରା ଦେଶ ସଜେଇ ହୋଇଛି । ଏହି ଦିନରେ ହିଁ ଭାରତବାସୀ ମୁକ୍ତ ହୋଇଥିଲେ ଇଂରେଜ ସରକାରଙ୍କ କବଳରୁ। ସେଥିପାଇଁ ତ ଖୁସିରେ ପାଳନ କରାଯାଏ ଏହି ଦିନଟିକୁ। ଏହି ଦିନଟିକୁ ଆମେ ସିନା ଖୁସିରେ ପାଳନ…

ସ୍ଵାଧୀନତା ଦିବସ: ଓଡ଼ିଶାର ଭୁଞ୍ଜିଆ ଆଦିବାସୀ ଦମ୍ପତିଙ୍କୁ ଦିଲ୍ଲୀ ନିମନ୍ତ୍ରଣ କଲେ ପ୍ରଧାନମନ୍ତ୍ରୀ

ନୂଆପଡା: ପ୍ରତିବର୍ଷ ଓଡିଶାରୁ ନିର୍ଦ୍ଦିଷ୍ଟ ଆଦିମ ଜନଜାତି ସଂପ୍ରଦାୟର ବ୍ୟକ୍ତି ବିଶେଷଙ୍କୁ ରାଜ ଅତିଥି ଭାବେ ନିମନ୍ତ୍ରଣ କାରାଯାଇଥାଏ । ତେବେ ଚଳିତ ବର୍ଷ ସ୍ଵାଧିନତା ଦିବସ ପାଳନ ଅବସରରେ ଦିଲ୍ଲୀ ରାଜପଥରେ ଆୟୋଜିତ ହେବାକୁ ଥିବା ସ୍ଵାଧିନତା ଦିବସରେ ଓଡିଶାରୁ ଆଦିମ ଜନଜାତି ସଂପ୍ରଦାୟରୁ…

ଦେଶର ଯୁବକ ଆମ ପୂର୍ବ ପୁରୁଷଙ୍କ ବଳିଦାନକୁ ମନେ ପକାଇବା ଉଚିତ୍: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୭୫ ତମ ସ୍ୱାଧୀନତା ଦିବସ ପାଳନ ପ୍ରସ୍ତୁତି ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ବୈଠକ ବସିଥିଲା । ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବୈଠକରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ- ସ୍ୱାଧୀନତାର ୭୫ ବର୍ଷ…

ସ୍ୱାଧୀନତା ଦିବସ ପାଇଁ ପ୍ରଦର୍ଶନୀ ପଡିଆ ସଜବାଜ, ସାମିଲ ହେବେ ଶହେ ଅତିଥି

ଭୁବନେଶ୍ୱର: ଆସନ୍ତାକାଲି ସମଗ୍ର ଦେଶରେ ପାଳିତ ହେବ ସ୍ୱାଧୀନତା ଦିବସ । ତେବେ ଚଳିତ ବର୍ଷ କରୋନା କଟକଣା ଭିତରେ ନିରାଡମ୍ବରରେ ଅଗଷ୍ଟ ୧୫ ପାଳନ କରିବାକୁ ନିଷ୍ପତ୍ତି ନିଆଯାଇଛି । ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଂଚିଛି । ଚଳିତ ବର୍ଷ ରାଜଧାନୀର ପ୍ରଦର୍ଶନୀ ପଡିଆରେ…

ଦେଶଭକ୍ତି ଗୀତ ‘ୱତନ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କଲେ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଦକର

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭେଦକର ଆଜି ନୂଆଦିଲ୍ଲୀଠାରେ ସ୍ୱାଧୀନତା ଦିବସ ୨୦୧୯ ଉପଲକ୍ଷେ ଦୂରଦର୍ଶନ ଦ୍ୱାରା ନିର୍ମିତ ଦେଶଭକ୍ତି ଗୀତ ‘ୱତନ’ର ଉନ୍ମୋଚନ କରିଛନ୍ତି । ନୂତନ ଭାରତକୁ ସମର୍ପିତ ଏହି ଗୀତରେ ଚନ୍ଦ୍ରଯାନ ୨ର ସଫଳତା ପୂର୍ବକ ପ୍ରକ୍ଷେପଣ ପଛରେ କେନ୍ଦ୍ର ସରକାରଙ୍କ…