Latest Odisha News

BREAKING NEWS

Browsing Tag

India China border

ଏଠାରେ ଲୁଣ ‌କେଜିକୁ ୧୩୦, ଆଉ ଚିନି ୧୫୦

ନୂଆଦିଲ୍ଲୀ: ଭାରତ-ଚୀନ୍ ସୀମାରେ ଅବସ୍ଥିତ ଥିବା ଉତ୍ତରାଖଣ୍ଡର ଏହି ଗାଁରେ ଲୁଣ କିଲୋଗ୍ରାମ ପ୍ରତି ୧୩୦ ଟଙ୍କା ଏବଂ ଚିନି ୧୫୦ ଟଙ୍କା ମୂଲ୍ୟରେ ବିକ୍ରି କରାଯାଉଛି। ଏହି ଗ୍ରାମଗୁଡିକରେ ମୁଦ୍ରାସ୍ଫୀତି ସମସ୍ତ ରେକର୍ଡ ଭାଙ୍ଗିଛି। ବୁର୍ଫୁ, ଲାସପା ଏବଂ ରାଲାମ ଗ୍ରାମରେ, ଅତ୍ୟାବଶ୍ୟକ…

LACରେ ଚ୍ୟାଲେଞ୍ଜକୁ ସାମନା କରିବା ପାଇଁ ସେନା ପ୍ରସ୍ତୁତ: ସେନାମୁଖ୍ୟ

ଜମ୍ମୁ କଶ୍ମୀର: ଚୀନ୍ ସହ ସୀମା ବିବାଦ ଭିତରେ ଦୁଇ ଦିନି ଲେହ ଗସ୍ତରେ ଯାଇଛନ୍ତି ସ୍ଥଳସେନା ମୁଖ୍ୟ ଜେନେରାଲ୍ ଏମ୍. ଏମ୍. ନର୍ଭାଣେ । ସୀମାରେ ସ୍ଥିତି ଅନୁଧ୍ୟାନ କରିଛନ୍ତି । ବରିଷ୍ଠ ସେନା ଅଧିକାରୀଙ୍କ ସହ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି । ସେନାମୁଖ୍ୟ କହିଛନ୍ତି, ସୀମାରେ…

ବଦମାସ୍ ଚୀନର ପୁଣି ବାହାରିଲା ପୁରୁଣା ରୋଗ

ନୂଆଦିଲ୍ଲୀ: କଥାରେ ଅଛି ଯେତେ ମାଠିବୁ ମାଠ, ସେହି ଦରପୋଡା କାଟ୍ । ଯାହାର ପ୍ରକୃତି ଯାହା କେବେ ବଦଳିବ ନାହିଁ । ପ୍ରତାରକ ଚୀନ କ୍ଷେତ୍ରରେ ପୁଣି ଥରେ ଦେଖିବାକୁ ମିଳିଛି । ଶାନ୍ତି ଆଲୋଚନା ଚାଲିଥିବା ବେଳେ ସୀମାରେ ଆରମ୍ଭ କରିଛି ନାଟକବାଜୀ । ମୁହାଁମୁହିଁ ହୋଇଛନ୍ତି ଚୀନ୍-ଭାରତ ସେନା ।…

ସାଟେଲାଇଟ ଇମେଜରୁ ସାମନାକୁ ଆସିଲା ପ୍ରତାରକ ଚୀନର ଚାଲିକି

ଗଲଓ୍ୱାନ ଘାଟି ସଂଘର୍ଷ ପରେ ଭାରତ-ଚୀନ ସୀମାରେ ବଢ଼ିଛି ଟେନସନ୍ । ଶାନ୍ତି ଫେରାଇ ଆଣିବା ପାଇଁ ବିଭିନ୍ନ ପର୍ଯ୍ୟାୟରେ ଦୁଇ ଦେଶ ମଧ୍ୟରେ ସାମରିକସ୍ତରୀୟ ଆଲୋଚନା ଚାଲିଛି । କୁଟନୈତିକ କଥାବାର୍ତ୍ତା ବି ହେଉଛି । ଏସବୁ ଭିତରେ ମିଛୁଆ ଚୀନର ଆଉ ଏକ କାରସାଦି ଧରା ପକାଇ ଦେଇଛି ସାଟେଲାଇଟ୍…

ସଫଳ ହେଲା ଆଲୋଚନା, ସୀମାରୁ ସେନା ହଟାଇବେ ଭାରତ-ଚୀନ୍‌

ନୂଆଦିଲ୍ଲୀ: ପୂର୍ବ ଲଦାଖରେ ବାସ୍ତବିକ ନିୟନ୍ତ୍ରଣ ରେଖା (LAC)ରେ ଜାରି ଉତ୍ତେଜନାମୂଳକ ସ୍ଥିତି ମଧ୍ୟରେ ସୋମବାର ଭାରତ-ଚୀନ ଉଚ୍ଚସ୍ତରୀୟ ସୈନ୍ୟ ଅଧିକାରୀଙ୍କ ମଧ୍ୟରେ ଅନୁଷ୍ଠିତ ବୈଠକ ସଫଳ ହୋଇଛି । ଲଦାଖରେ ସୀମା ସ୍ଥିତି ନେଇ ଭାରତ-ଚୀନ୍ ସେନାସ୍ତରୀୟ କଥାବାର୍ତ୍ତା ସଫଳ ପରେ ସୀମାରୁ…

ଆବଶ୍ୟକୀୟ ପଦକ୍ଷେପ ନେବା ପାଇଁ ସେନାକୁ ସ୍ୱାଧୀନତା ଦିଆଯାଇଛି: ମୋଦି

ନୂଆଦିଲ୍ଲୀ: ଲଦାଖ୍ ଗଲୱାନ ଘାଟିରେ ଭାରତୀୟ ଓ ଚୀନ ସେନା ମୁହାଁମୁହିଁ ସଂଘର୍ଷ ପ୍ରସଙ୍ଗରେ ଅନୁଷ୍ଠିତ ସର୍ବଦଳୀୟ ବୈଠକ ପରେ ଭାରତୀୟ ସେନାକୁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ନେବା ପାଇଁ ସ୍ୱାଧୀନତା ଦିଆଯାଇଥିଲା ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି । ଭାରତର ୨୦ ଜଣ ବୀର ଯୋଦ୍ଧା ବଳିଦାନ ଦେଇଥିଲେ…

ଭାରତ ଚୀନ ମୁହାଁମୁହିଁ, ୨୦ ଭାରତୀୟ ଯବାନ ସହିଦ

ଭୁବନେଶ୍ୱର: ଲଦ୍ଦାଖର ଗାଲୱାନ ଉପତ୍ୟକାରେ ଭାରତ ଓ ଚୀନ ସୈନ୍ୟ ମୁହାଁମୁହିଁ ହୋଇଛନ୍ତି । ଫଳରେ ୨୦ ଭାରତୀୟ ଯବାନଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସମ୍ବାଦ ସରବରାହ ସଂସ୍ଥା ଏଏନଆଇ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଚୀନ ସୈନ୍ୟଙ୍କ ମଧ୍ୟରୁ ୪୩ ଜଣଙ୍କର ମୃତ୍ୟୁ ହୋଇଛି । ଏଥି ସହ…

ଭାରତ-ଚୀନ ଉତ୍ତେଜନା ପ୍ରସଙ୍ଗ: ଭାରତକୁ ସହଯୋଗ କରିବାନେଇ ଆମେରେକୀୟ କୁଟନୀତିଜ୍ଞଙ୍କ ଦୃଢୋକ୍ତି

ୱାଶିଂଟନ: ଲଦାଖ ନିକଟବର୍ତ୍ତୀ ଲାଇନ୍ ଅଫ ଆକଚୁଆଲ କଣ୍ଟ୍ରୋଲ୍ (ଏଲଏସି) ନିକଟରେ ଭାରତ ଓ ଚୀନ ସେନାଙ୍କ ମଧ୍ୟରେ ଉତ୍ତେଜନା ଦେଖାଯିବା ପ୍ରସଙ୍ଗରେ ଆମେରିକା ଭାରତ ସହିତ ସଦା ସର୍ବଦା ରହିଛି ବୋଲି ଆମେରିକାର ପୂର୍ବତନ ପ୍ରିନସିପାଲ୍ ଡେପୁଟୀ ଆସିଷ୍ଟାଣ୍ଟ ସେକ୍ରେଟାରୀ (ପିଡ଼ିଏଏସ) ଆଲିସ୍ ଜି…