Latest Odisha News

BREAKING NEWS

Browsing Tag

India China

ଭାରତର ଲଦାଖରେ ନିର୍ମାଣ ହେବ ବିଶ୍ୱର ସର୍ବୋଚ୍ଚ ସାମରିକ ଏୟାରଫିଲ୍ଡ୍

ନୂଆଦିଲ୍ଲୀ: ଜି-୨୦ ଶିଖର ସମ୍ମିଳନୀକୁ ନେଇ ଏବେ ସାରା ବିଶ୍ୱରେ ଚର୍ଚ୍ଚା ହେଉଛି । ଏହି ସମୟରେ ଭାରତ ଚୀନ୍ ଉଦ୍ଦେଶ୍ୟରେ ଏକ ବଡ଼ ବାର୍ତ୍ତା ଦେଇଛି । ଲଦାଖର ନୟୋମାଠାରେ ବିଶ୍ୱର ସର୍ବୋଚ୍ଚ ସାମରିକ ଏୟାରଫିଲ୍ଡ ନିର୍ମାଣ କରିବାକୁ ଯାଉଛି ଭାରତ । ୧୨ ସେପ୍ଟେମ୍ବର ୨୦୨୩ ମଙ୍ଗଳବାର ଦିନ…

ଭାରତ-ଚୀନ୍ ମଧ୍ୟରେ ବୈଠକ ଶେଷ , ଦ୍ୱିପାକ୍ଷିକ ବୁଝାମଣାକୁ ଉଭୟ ପକ୍ଷର ସମ୍ମତି

ଦିଲ୍ଲୀ : ଭାରତ ଓ ଚୀନ ମଧ୍ୟରେ ଚାଲିଥିବା ଦ୍ୱିପାକ୍ଷିକ ଆଲୋଚନା ଶେଷ ହୋଇଛି । ଦ୍ୱିପାକ୍ଷୀକ ରାଜିନାମାକୁ ସମ୍ମାନ ଜଣାଇବା ସହ ଆଗକୁ ସୀମାରେ ଯେପରି କୌଣସି ଅପ୍ରିତିକର ପରିସ୍ଥିତି ସୃଷ୍ଟି ନହୁଏ ସେନେଇ ଉଭୟ ପକ୍ଷ ରାଜି ହୋଇଛନ୍ତି ।ଅନ୍ୟପଟେ ଖୁବ୍ ଶିଘ୍ର ୧୪ ତମ କମାଣ୍ଡସ୍ତରୀୟ ଆଲୋଚନା…

କ୍ୱାଡ୍ ସମ୍ମିଳନୀରେ ଉଠିଲା ଭାରତ-ଚୀନ ପ୍ରସଙ୍ଗ

ନୂଆଦିଲ୍ଲୀ: ଶୁକ୍ରବାର ଭର୍ଚୁଆଲରେ କ୍ୱାଡ୍ ସମ୍ମିଳନୀ ବୈଠକ ହୋଇଥିଲେ । ଏଥିରେ ଏଲଏସରେ ଭାରତ-ଚୀନ ମଧ୍ୟରେ ଉତ୍ତେଜନା ପ୍ରସଙ୍ଗ ଉଠିଛି । ପ୍ରସଙ୍ଗରେ ସମସ୍ତ ଦେଶର ନେତା ଭାରତକୁ ସମର୍ଥନ କରିବା ସହ ସହାନୁଭୂତି ଜଣାଇଛନ୍ତି । ୨୦୨୧ ଜୁନରେ ବ୍ରିଟେନରେ ଜି୭ ଶିଖର ବୈଠକ ବେଳେ କ୍ୱାଡ୍…

୧୬ ଘଣ୍ଟା ଚାଲିଲା ଭାରତ-ଚୀନ୍ କମାଣ୍ଡର ସ୍ତରୀୟ ବୈଠକ, ବିବାଦୀୟ ଅଞ୍ଚଳରୁ ସେନା ପ୍ରତ୍ୟାହାର ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ: ଭାରତ ଓ ଚୀନ ମଧ୍ୟରେ ସୀମା ବିବାଦକୁ ନେଇ ଶନିବାର ଦିନ ୧୦ଟାରୁ ବସିଥିବା ଦଶମ ପର୍ଯ୍ୟାୟ ବୈଠକ ରାତି ୨ଟାରେ ସରିଛି । ୧୬ ଘଣ୍ଟାର କମାଣ୍ଡର ସ୍ତରୀୟ ବୈଠକରେ ବିବାଦୀୟ କ୍ଷେତ୍ରରୁ ସୈନ୍ୟ ଅପସାରଣ ଉପରେ ଗୁରୁତ୍ୱ ଦିଆଯାଇଥିବା ସୂଚନା ମିଳିଛି । ସେନା ସୂତ୍ର ଅନୁସାରେ- ଉଭୟ ପଟର…

ଭାରତ-ଚୀନ ମଧ୍ୟରେ ଆଜି ଦଶମ ପର୍ଯ୍ୟାୟ ବୈଠକ, ଦେପସାଙ୍ଗ-ଗୋଗରା-ହଟ୍ ସ୍ପ୍ରିଙ୍ଗକୁ ନେଇ ହେବ ଆଲୋଚନା

ନୂଆଦିଲ୍ଲୀ: ପ୍ୟାଙ୍ଗୋଗ ହ୍ରଦର ଉତ୍ତର ଓ ଦକ୍ଷିଣ କୂଳରୁ ସୈନ୍ୟ ପ୍ରତ୍ୟାହାର ପରେ ଭାରତ ଓ ଚୀନ ମଧ୍ୟରେ ଆଜି ଦଶମ ପର୍ଯ୍ୟାୟ ବୈଠକ ବସୁଛି । ଏହି ବୈଠକରେ ପୂର୍ବ ଲଦାଖର ହଟ୍ ସ୍ପ୍ରିଙ୍ଗ, ଗୋଗରା ଓ ଦେପସାଙ୍ଗ କ୍ଷେତ୍ରରୁ ସୈନିକ ହଟାଇବା ପ୍ରସଙ୍ଗରେ ଆଲୋଚନା ହେବ । ଏହି ବୈଠକ ଏଲଏସିର ଚୀନ…

ସାଟେଲାଇଟ ଇମେଜରୁ ସାମନାକୁ ଆସିଲା ପ୍ରତାରକ ଚୀନର ଚାଲିକି

ଗଲଓ୍ୱାନ ଘାଟି ସଂଘର୍ଷ ପରେ ଭାରତ-ଚୀନ ସୀମାରେ ବଢ଼ିଛି ଟେନସନ୍ । ଶାନ୍ତି ଫେରାଇ ଆଣିବା ପାଇଁ ବିଭିନ୍ନ ପର୍ଯ୍ୟାୟରେ ଦୁଇ ଦେଶ ମଧ୍ୟରେ ସାମରିକସ୍ତରୀୟ ଆଲୋଚନା ଚାଲିଛି । କୁଟନୈତିକ କଥାବାର୍ତ୍ତା ବି ହେଉଛି । ଏସବୁ ଭିତରେ ମିଛୁଆ ଚୀନର ଆଉ ଏକ କାରସାଦି ଧରା ପକାଇ ଦେଇଛି ସାଟେଲାଇଟ୍…

ଭାରତ-ଚୀନ୍ ମଧ୍ୟରେ ୧୫ ଘଣ୍ଟାର ମାରାଥନ୍ ଆଲୋଚନା

ନୂଆଦିଲ୍ଲୀ: ଚତୁର୍ଥ ପର୍ଯ୍ୟାୟ ଭାରତ-ଚୀନ କମାଣ୍ଡରସ୍ତରୀୟ ବୈଠକ ବିଳମ୍ବିତ ରାତିରେ ଶେଷ ହୋଇଛି । ପାଖାପାଖି ୧୫ ଘଣ୍ଟା ଧରି ଦୁଇ ଦେଶର କର୍ପସ କମାଣ୍ଡର ସ୍ତରୀୟ ଆଲୋଚନା ଚାଲିଥିଲା । ଇଷ୍ଟର୍ଣ୍ଣ ଲଦାଖର ଚୁସୁଲରେ ହୋଇଥିଲା ବୈଠକ । ଗତକାଲି ସକାଳ ସାଢ଼େ ୧୧ଟା ବେଳେ ବୈଠକ ଆରମ୍ଭ…

ଆଜି ଭାରତ-ଚୀନ ମିଲିଟାରୀ କମାଣ୍ଡର ସ୍ତରୀୟ ଆଲୋଚନା

ନୂଆଦିଲ୍ଲୀ: ଏଲଏସିର ବିବାଦୀୟ ସ୍ଥାନରୁ ସୈନ୍ୟ ପ୍ରତ୍ୟାହାର କରିଛି ଚୀନ୍ । ସ୍ୱାଭାବିକ ସ୍ଥିତି ଫେରୁଛି । ଆଜି ଚତୁର୍ଥ ଥର ପାଇଁ ଦୁଇ ଦେଶ ମଧ୍ୟରେ ସାମରିକ ସ୍ତରୀୟ ଆଲୋଚନା ହେବ । ଇଷ୍ଟର୍ଣ୍ଣ ଲଦାଖଲ ଚୁସୁଲ ବସିବ କର୍ପସ କମାଣ୍ଡରସ୍ତରୀୟ ବୈଠକ । ପୂର୍ବ ଆଲୋଚନା ଅନୁସାରେ ପ୍ରଥମ…

ଆଜି ଭାରତ-ଚୀନ୍ କୁଟନୈତିକ ଆଲୋଚନା

ଏଲଏସିରୁ ଚୀନ୍ ସେନା ପଛଘୁଞ୍ଚା ଦେଇଛି । ଆଜି ଭାରତ-ଚୀନ ମଧ୍ୟରେ ପ୍ରଥମ କୁଟନୈତିକ ଆଲୋଚନା ହେବ । କୁହାଯାଉଛି ବିବାଦୀୟ ସ୍ଥାନରୁ ସେନା ଅପସାରଣ, ସୀମାରେ ଶାନ୍ତି ବଜାୟ ରଖିବା ଓ ଆଗକୁ ଗଲଓ୍ୱାନ ସଂଘର୍ଷ ଭଳି ଘଟଣା ଯେଭଳି ନଘଟିବ ସେଦିଗରେ ଆଲୋଚନା ହୋଇପାରେ । ଜାତୀୟ ସୁରକ୍ଷା…

ସଫଳ ହେଲା ଆଲୋଚନା, ସୀମାରୁ ସେନା ହଟାଇବେ ଭାରତ-ଚୀନ୍‌

ନୂଆଦିଲ୍ଲୀ: ପୂର୍ବ ଲଦାଖରେ ବାସ୍ତବିକ ନିୟନ୍ତ୍ରଣ ରେଖା (LAC)ରେ ଜାରି ଉତ୍ତେଜନାମୂଳକ ସ୍ଥିତି ମଧ୍ୟରେ ସୋମବାର ଭାରତ-ଚୀନ ଉଚ୍ଚସ୍ତରୀୟ ସୈନ୍ୟ ଅଧିକାରୀଙ୍କ ମଧ୍ୟରେ ଅନୁଷ୍ଠିତ ବୈଠକ ସଫଳ ହୋଇଛି । ଲଦାଖରେ ସୀମା ସ୍ଥିତି ନେଇ ଭାରତ-ଚୀନ୍ ସେନାସ୍ତରୀୟ କଥାବାର୍ତ୍ତା ସଫଳ ପରେ ସୀମାରୁ…