Latest Odisha News

BREAKING NEWS

Browsing Tag

India Corona Positive Cases

କରୋନା ମୃତ୍ୟୁରେ ଲମ୍ବା ଲମ୍ଫ: ଦିନକରେ ଦେଶରୁ ରେକର୍ଡ ୬ ହଜାର ମୃତ୍ୟୁ, ୯୪ହଜାର ନୂଆ ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ସଂକ୍ରମଣ । ହଠାତ୍ ଲମ୍ବା ଡିଆଁ ମାରିଛି ଦୈନିକ ମୃତ୍ୟୁସଂଖ୍ୟା । ୨୪ ଘଣ୍ଟାରେ ରେକର୍ଡ ୬ହଜାର ୧୪୮ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଯାହାକି ବର୍ତ୍ତମାନ ସୁଦ୍ଧା ସର୍ବାଧିକ । ବିହାର ସରକାର ତାଲିକାରେ ୩ହଜାର ୯୫୧ ମୃତ୍ୟୁସଂଖ୍ୟା ଯୋଡ଼ିବା ପରେ ଦିନକରେ…

ଦେଶରୁ ୨୪ ଘଣ୍ଟାରେ ୯୨ ହଜାର ପଜିଟିଭ୍, ୫ ରାଜ୍ୟରେ ୬୭% ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ କରୋନା ଧିରେ ଧିରେ କାବୁ ପାଉଛି । ଦୈନିକ ପାଖାପାଖି ୨୦ ଲକ୍ଷ ଟେଷ୍ଟ ହେଉଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ତଳକୁ ଖସିଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୯୨ହଜାର ୫୯୬ ନୂଆ ଆକ୍ରାନ୍ତ । ଏଥିରେ ପାଞ୍ଚଟି ରାଜ୍ୟରୁ କେବଳ ୬୭ ପ୍ରତିଶତ ସଂକ୍ରମିତ ଅଛନ୍ତି ।…

୬୬ ଦିନ ପରେ ଦେଶରେ ଲକ୍ଷେ ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ନିୟନ୍ତ୍ରଣକୁ ଆସୁଛି କରୋନାର ସେକେଣ୍ଡ ଓ୍ୱେଭ୍ । କମୁଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ସୁସ୍ଥହାର ଦ୍ରୁତ ବଢ଼ିବାରେ ଲାଗିଛି । ଖସୁଛି ଆକ୍ଟିଭ କେସ୍ । ୬୬ ଦିନ ପରେ ପ୍ରଥମ ଥର ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ତଳକୁ ହ୍ରାସ ପାଇଛି । ୨୪ ଘଣ୍ଟାରେ ସାରା…

ଦେଶରୁ ୨୪ ଘଣ୍ଟାରେ ୧ଲକ୍ଷ ୩୨ ହଜାର କରୋନା ଆକ୍ରାନ୍ତ, ପଜିଟିଭ୍ ହାର ୬.୩୮%

ନୂଆଦିଲ୍ଲୀ: ଦେଶରେ ଧିରେ ଧିରେ କମୁଛି କରୋନା କାୟା । ଦେଢ଼ ଲକ୍ଷ ତଳକୁ ଖସିଛି ଦୈନିକ ସଂକ୍ରମଣ । ପଜିଟିଭ୍ ହାର ବି ହ୍ରାସ ପାଉଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧ଲକ୍ଷ ୩୨ହଜାର ୩୬୪ ନୂଆ ଆକ୍ରାନ୍ତ । ଏହି ସମୟରେ ୨୦ଲକ୍ଷ ୭୫ହଜାର କୋଭିଡ୍ ଟେଷ୍ଟ ହୋଇଛି । ଦେଶରେ…

୨୪ ଘଣ୍ଟାରେ ଦେଶରୁ ୧ଲକ୍ଷ ୩୪ ହଜାର ପଜିଟିଭ୍, ୨୮୮୭ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମିବାରେ ଲାଗିଛି । ମୃତ୍ୟୁସଂଖ୍ୟା ବି ୩ ହଜାର ତଳକୁ ଖସିଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧ଲକ୍ଷ ୩୪ହଜାର ୧୫୪ ନୂଆ ଆକ୍ରାନ୍ତ । ଏହି ସମୟରେ କରୋନା ନେଇଛି ଆଉ ୨ହଜାର ୮୮୭ ଜୀବନ । ଦେଶରେ କରୋନାରେ ସଂକ୍ରମିତ ହେଲେଣି ମୋଟ୍ ୨କୋଟି…

ଆଜି ଦେଶରୁ ୧ ଲକ୍ଷ ୩୨ ହଜାର କରୋନା ପଜିଟିଭ୍, ୧୭ଲକ୍ଷକୁ ଖସିଲା ଆକ୍ଟିଭ୍ କେସ୍

ନୂଆଦିଲ୍ଲୀ: ଦେଶରେ କରୋନା କାୟା ଖସିବାରେ ଲାଗିଛି । କମୁଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ସୁସ୍ଥ ହେଉଛନ୍ତି ଅଧିକ । ଆକ୍ଟିଭ୍ କେସ୍ ବି ଖସୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧ଲକ୍ଷ ୩୨ହଜାର ୭୮୮ ନୂଆ ଆକ୍ରାନ୍ତ । ଏହି ସମୟରେ ସୁସ୍ଥ ହୋଇଛନ୍ତି ୨ଲକ୍ଷ ୩୧ହଜାର ୪୫୬ ।…

ଦେଶରୁ ୨୪ ଘଣ୍ଟାରେ ୧ଲକ୍ଷ ୫୨ହଜାର କରୋନା ପଜିଟିଭ୍, ୫୦ ଦିନରେ ସବୁଠୁ କମ୍ ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ କରୋନାର ସେକେଣ୍ଡ ଓ୍ୱେଭ୍ ପିକ୍ ସରିଛି । ପ୍ରଦିନି କମୁଛି ସଂକ୍ରମିତଙ୍କ ସଂଖ୍ୟା । ଏବେ ୨ଲକ୍ଷ ତଳେ ରହିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧ଲକ୍ଷ ୫୨ହଜାର ୭୩୪ ନୂଆ ଆକ୍ରାନ୍ତ । ଗତ ସପ୍ତାହେ ଭିତରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା…

କାଲି କମିଥିଲା, ଆଜି ବଢ଼ିଲା: ଦେଶରେ ପୁଣି ୨ ଲକ୍ଷ ପାର କଲା ଦୈନିକ ସଂକ୍ରମଣ, ମୃତ୍ୟୁସଂଖ୍ୟା ୪ ହଜାର

ନୂଆଦିଲ୍ଲୀ: କାଲି କମିଥିଲା । ଆଜି ବଢ଼ିଲା । ଦେଶରେ ଗତକାଲି ଦୈନିକ ସଂକ୍ରମଣ ୪୦ ଦିନ ପରେ ୨ ଲକ୍ଷ ତଳକୁ ଖସିଥିଲା । ସେହିପରି ମୃତ୍ୟୁସଂଖ୍ୟା ବି ୪ ହଜାର ତଳକୁ ହ୍ରାସ ପାଇଥିଲା । ଆଜି ପୁଣି ଥରେ ବଢ଼ିଛି । ଗତ ୨୪ ଘଣ୍ଟାରେ ଦେଶରୁ ଚିହ୍ନଟ ହୋଇଛନ୍ତି ୨ଲକ୍ଷ ୮ହଜାର ୯୨୧ ନୂଆ ଆକ୍ରାନ୍ତ ।…

ଦେଶରେ ୪ହଜାର ତଳକୁ ଖସିଲା ଦୈନିକ ମୃତ୍ୟୁସଂଖ୍ୟା, ୨ଲକ୍ଷ ୭୬ ହଜାର ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା ମୃତ୍ୟୁସଂଖ୍ୟାରେ ସାମାନ୍ୟ ଆଶ୍ୱସ୍ତି । ସପ୍ତାହେ ପରେ ଚାରି ହଜାର ତଳକୁ ଖସିଲା । ଗତ ୨୪ ଘଣ୍ଟାରେ କରୋନାରେ ସାରା ଦେଶର ୩ହଜାର ୮୭୪ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଗତ କିଛି ଦିନ ହେବ ଏହି ସଂଖ୍ୟା ଚାରି ହଜାର ଉପରେ ରହୁଥିଲା । ଦେଶରେ କରୋନା ଜନିତ…

କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍: ଦିନକରେ ୪୧୨୦ ମୃତ୍ୟୁ, ୩ଲକ୍ଷ ୬୨ହଜାର ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ କରୋନା ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ଦୈନିକ ମୃତ୍ୟୁସଂଖ୍ୟା ୪ହଜାର ଉପରେ ରହୁଛି । ଆଜି ଦେଶରେ ମହାମାରୀରେ ଆଉ ୪ହଜାର ୧୨୦ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଏହି ସମୟରେ ଚିହ୍ନଟ ହୋଇଛନ୍ତି ୩ଲକ୍ଷ ୬୨ହଜାର ୭୨୭ ନୂଆ ଆକ୍ରାନ୍ତ । ଦୈନିକ…