Latest Odisha News

BREAKING NEWS

Browsing Tag

India Corona Virus

ମାଡୁଛି ମହାମାରୀ: ଦେଶରୁ ଦିନକରେ ୪୭ହଜାର କରୋନା ପଜିଟିଭ୍, ୨୭୫ ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କାୟା ବିସ୍ତାର କରୁଛି କରୋନା । ଦୈନିକ ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୪୭ହଜାର ୨୬୨ ନୂଆ ଆକ୍ରାନ୍ତ । ଏହି ସମୟରେ ମହାମାରୀ ନେଇଛି ଆଉ ୨୭୫ ସଂକ୍ରମିତଙ୍କ ଜୀବନ । ମହାରାଷ୍ଟ୍ର, କେରଳ, ପଞ୍ଜାବ,…

ଦେଶରେ ପୁଣି ୩ଲକ୍ଷ ଟପିଲା କରୋନା ଆକ୍ଟିଭ୍ କେସ୍, ୨୪ ଘଣ୍ଟା ପାଖାପାଖି ୪୪ହଜାର ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ ମାଡୁଛି କରୋନା କାୟା । ସଂକ୍ରମିତଙ୍କ ସଂଖ୍ୟା ପ୍ରତିଦିନ ବଢ଼ି ଚାଲିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୪୩ହଜାର ୮୪୬ ନୂଆ ଆକ୍ରାନ୍ତ । ଏହି ସମୟରେ ମହାମାରୀ ନେଇଛି ଆଉ ୧୯୭ ଜୀବନ । ଦେଶରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୧କୋଟି ୧୫ ଲକ୍ଷ ୯୯ହଜାର…

ମାଡୁଛି ମହାମାରୀ: ୨୪ ଘଣ୍ଟାରେ ଦେଶରେ ୨୮ହଜାର ପଜିଟିଭ୍, ୧୮୮ ମୃତ

ନୂଆଦିଲ୍ଲୀ: ଦେଶରେ ମହାରୂପ ଦେଖାଇବା ଆରମ୍ଭ କରିଛି ମହାମାରୀ । ପୁଣି ଥରେ କରୋନା ସଂକ୍ରମଣ ଉପରମୁହାଁ ହେଲାଣି । ଗତକାଲି ଅପେକ୍ଷା ଆଜି ଏକାଥରକେ ୪ହଜାର ନୂଆ ସଂକ୍ରମିତ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୨୮ହଜାର ୯୦୩ ଆକ୍ରାନ୍ତ । ଗତକାଲି ଏହି ସଂଖ୍ୟା ଥିଲା…

ଦେଶରେ ୨୪ ଘଣ୍ଟାରେ ୨୪ ହଜାର କରୋନା ପଜିଟିଭ୍, କେବଳ ୫ଟି ରାଜ୍ୟରେ ୮୧% ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କରୋନା କାୟା ମାଡ଼ି ମାଡ଼ି ଚାଲିଛି । ଲଗାତାର ତୃତୀୟ ଦିନରେ ପଜିଟିଭ୍ କେସ୍ ବଢ଼ିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୨୪ହଜାର ୮୮୨ ନୂଆ ଆକ୍ରାନ୍ତ । ମହାରାଷ୍ଟ୍ରରେ ମହାମାରୀ ବ୍ୟାପୁଛି । ଆଜି ଗୋଟିଏ ଦିନରେ ବାହାରିଛନ୍ତି ସର୍ବାଧିକ…

ମାଡୁଛି ମହାମାରୀ: ୨୪ ଘଣ୍ଟାରେ ୨୩ ହଜାର ପଜିଟିଭ୍, ମହାରାଷ୍ଟ୍ରରେ କେବଳ ୧୪ ହଜାର ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ କୋଭିଡ୍ ଟିକାକରଣ ଚାଲିଥିବା ବେଳେ ଦୈନିକ ସଂକ୍ରମଣ ବଢ଼ି ଚାଲିଛି । ଗତକାଲି ୨୨ହଜାର ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଏହି ସଂଖ୍ୟା ୨୩ ହଜାର ଟପିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୨୩ହଜାର ୨୮୫ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ କରୋନା…

ଦେଶରେ ଆଜି ୨୨ ହଜାର ପାର କଲା କରୋନା ସଂକ୍ରମଣ, ୧୨୬ ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି ବଢ଼ିଛି କରୋନା ସଂକ୍ରମଣ । ଦୈନିକ ସଂକ୍ରମଣ ଆଜି ୨୦ ହଜାର ପାର କରିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୨୨ହଜାର ୮୫୪ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୧୨ଲକ୍ଷ ୮୫ହଜାର ୫୬୧କୁ ବୃଦ୍ଧି ପାଇଛି ।…

ଆଜି ଦେଶରେ କରୋନା ଆକ୍ରାନ୍ତ କମ୍, ସୁସ୍ଥ ସଂଖ୍ୟା ଅଧିକ

ନୂଆଦିଲ୍ଲୀ: ଦେଶରେ ବଢ଼ିଛି ଦୈନିକ କରୋନା ସଂକ୍ରମଣ । ମୃତ୍ୟୁସଂଖ୍ୟା ବି ସାମାନ୍ୟ ବୃଦ୍ଧି ପାଇଛି । କିନ୍ତୁ ଗତ ୨୪ ଘଣ୍ଟାରେ ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଦିନକରେ ଚିହ୍ନଟ ହୋଇଛନ୍ତି ୧୭ହଜାର ୯୨୧ ନୂଆ ଆକ୍ରାନ୍ତ । ଏହି ସମୟରେ ସୁସ୍ଥ ହୋଇଛନ୍ତି…

ଆଜି ପୁଣି ୧୮ ହଜାର ଉପରେ କରୋନା ସଂକ୍ରମଣ, ୯୮ ମୃତ

ନୂଆଦିଲ୍ଲୀ: ଦେଶରେ ବଢୁଛି ଦୈନିକ କରୋନା ସଂକ୍ରମଣ । ଲଗାତାର ତୃତୀୟ ଦିନରେ ଦେଶରୁ ଚିହ୍ନଟ ହୋଇଛନ୍ତି ୧୮ ହଜାରରୁ ଅଧିକ ପଜିଟିଭ୍ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୮ହଜାର ୫୯୯ ନୂଆ ଆକ୍ରାନ୍ତ । ଦେଶରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୧କୋଟି ୧୨ଲକ୍ଷ ୨୯ହଜାର ୩୯୮କୁ…

ଦେଶରେ ବଢୁଛି ଦୈନିକ କରୋନା ସଂକ୍ରମଣ ଓ ଆକ୍ଟିଭ୍ କେସ୍

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କାୟା ମେଲାଉଛି କରୋନା । ବଢୁଛି ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୮ ହଜାର ୭୧୧ ନୂଆ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମିତଙ୍କ ମୋଟ୍ ସଂଖ୍ୟା ୧କୋଟି ୧୨ଲକ୍ଷ ୧୦ହଜାର ୭୯୯କୁ ବୃଦ୍ଧି ପାଇଛି । ମହାରାଷ୍ଟ୍ରରୁ ସର୍ବାଧିକ ୧୦ହଜାର…

ଆଜି ରାଜ୍ୟରୁ ୯୧ କରୋନା ପଜିଟିଭ୍, ୧୨ ଜିଲ୍ଲାରେ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ବଢିଛି ଦୈନିକ କରୋନା କେସ୍ । ଗତକାଲି ଅପେକ୍ଷା ଆଜି ଆଉ ୧୦ଟି ନୂଆ ମାମଲା ସାମନାକୁ ଆସିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରେ ସଂକ୍ରମିତ ହୋଇଛନ୍ତି ୯୧ ଜଣ । ଗତକାଲି ଏହି ସଂଖ୍ୟା ଥିଲା ୮୧ । ନୂଆ ଆକ୍ରାନ୍ତଙ୍କ ଭିତରେ କ୍ୱାରେଣ୍ଟାଇନରୁ ୫୩ ଓ ଲୋକାଲ୍…