Latest Odisha News

BREAKING NEWS

Browsing Tag

India Corona Virus

ଆଜି ଦେଶରୁ ୧୬ ହଜାର କୋଭିଡ୍ ପଜିଟିଭ୍, ୧୧୩ ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି ବଢ଼ିଛି ଦୈନିକ କରୋନା କେସ୍ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୬ହଜାର ୪୮୮ ନୂଆ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମିତଙ୍କ ମୋଟ୍ ସଂଖ୍ୟା ୧କୋଟି ୧୦ଲକ୍ଷ ୭୯ ହଜାର ୯୭୯କୁ ବୃଦ୍ଧି ପାଇଛି । ଦିନକରେ ମହାରାଷ୍ଟ୍ରରେ ସର୍ବାଧିକ ୮ହଜାର ୩୩୩ ନୂଆ ସଂକ୍ରମିତ…

ପୁଣି ବଢ଼ିଲା ସଂକ୍ରମଣ: ଦେଶରେ ଦିନକରେ ୧୬ ହଜାର ପଜିଟିଭ୍, ୧୩୮ ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି କାୟା ବିସ୍ତାର କରିଛି କରୋନା । ୧୫ ହଜାର ପାର କରିଛି ଦୈନିକ ସଂକ୍ରମଣ । ପୁଣି ଥରେ ଶହେ ପାର କରିଛି ଦୈନିକ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୬ହଜାର ୭୩୮ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୧୦ଲକ୍ଷ ୪୬ହଜାର…

ଦେଶରୁ ଆଜି ୧୦ହଜାର କରୋନା ପଜିଟିଭ୍, ସୁସ୍ଥ ହେଲେ ୧୩ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ କୋଟିଏ ୧୦ ଲକ୍ଷ ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସଂକ୍ରମିତ ହୋଇଛନ୍ତି କମ୍ । ସୁସ୍ଥ ହୋଇଛନ୍ତି ଅଧିକ । ଦିନକରେ ୧୦ହଜାର ୫୮୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁସ୍ଥ ହୋଇଛନ୍ତି ୧୩ହଜାର ୨୫୫ ସଂକ୍ରମିତ । ଦେଶରେ କରୋନା ଆକ୍ରାନ୍ତଙ୍କ…

ଦେଶରେ ବଢୁଛି ଦୈନିକ କରୋନା କେସ୍, ଗତକାଲି ଅପେକ୍ଷା ଆଜି ୨% ଅଧିକ ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ ପୁଣି ଭାଇରସ୍ ଭୟ । ହଠାତ୍ ବଢିଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୪ହଜାର ୨୬୪ ନୂଆ ଆକ୍ରାନ୍ତ । ଗତକାଲି ଅପେକ୍ଷା ୨ପ୍ରତିଶତ ଅଧିକ ସଂକ୍ରମିତ ହୋଇଛନ୍ତି । ଦେଶରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୧କୋଟି…

ଆଜି ଦେଶରେ କରୋନା ଆକ୍ରାନ୍ତ ଅଧିକ, ସୁସ୍ଥ କମ୍

ନୂଆଦିଲ୍ଲୀ: ଦେଶରେ କରୋନା କାୟା କମିଥିଲେ ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଅଧିକ ଆକ୍ରାନ୍ତ । ସୁସ୍ଥ ହୋଇଛନ୍ତି କମ୍ । ଦିନକରେ ଦେଶରେ ସଂକ୍ରମିତ ହୋଇଛନ୍ତି ୧୩ହଜାର ୧୯୩ ଜଣ । ଏହି ସମୟରେ ସୁସ୍ଥ ହୋଇଛନ୍ତି ୧୦ହଜାର ୮୯୫ ଆକ୍ରାନ୍ତ । ଦେଶରେ କରୋନା…

କାବୁ ପାଉଛି କରୋନା: ୨୪ ଘଣ୍ଟାରେ ଦେଶରୁ ୧୨ ହଜାର ପଜିଟିଭ୍, ୧୧ ହଜାର ସୁସ୍ଥ, ୯୨ ମୃତ

ନୂଆଦିଲ୍ଲୀ: ଦେଶରେ କରୋନା ଚେନ୍ ଭାଙ୍ଗୁଛି । ଦୈନିକ ସଂକ୍ରମଣ ଖସୁଛି । ସୁସ୍ଥ ହାର ବଢୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ଆଉ ୧୨ହଜାର ୧୯୪ ଜଣ ନୂଆ ଆକ୍ରାନ୍ତ । ଏହି ସମୟରେ ସୁସ୍ଥ ହୋଇଛନ୍ତି ୧୧ହଜାର ୧୦୬ ସଂକ୍ରମିତ । ଦେଶରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା…

କାବୁ ପାଉଛି କରୋନା: ଆଜି ସଂକ୍ରମିତ କମ୍, ସୁସ୍ଥ ଅଧିକ

ନୂଆଦିଲ୍ଲୀ: ଦେଶରେ କରୋନା ନିୟନ୍ତ୍ରଣକୁ ଆସୁଛି । ଦୈନିକ ପାଖାପାଖି ୭ ଲକ୍ଷ କୋଭିଡ୍ ଟେଷ୍ଟ ହେଉଛି । ଚିହ୍ନଟ ହେଉଛନ୍ତି ୧୦-୧୫ ହଜାର ଭିତରେ କରୋନା ଆକ୍ରାନ୍ତ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୯ହଜାର ୩୦୯ ନୂଆ ସଂକ୍ରମିତ । ଏହି ସମୟରେ କରୋନାରୁ ସୁସ୍ଥ ହୋଇଛନ୍ତି…

ଦେଶରୁ ୨୪ ଘଣ୍ଟାରେ ୧୨ ହଜାର କରୋନା ପଜିଟିଭ୍ ଚିହ୍ନଟ, ୧୦୮ ମୃତ

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ସଂକ୍ରମିତ ହୋଇଛନ୍ତି ଆଉ ୧୨ ହଜାର ୯୨୩ ଜଣ । ଏହି ସମୟରେ ସୁସ୍ଥ ହୋଇଛନ୍ତି ୧୧ହଜାର ୭୬୪ ଆକ୍ରାନ୍ତ । ଦେଶରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୧କୋଟି ୮ଲକ୍ଷ ୭୧ହଜାର ୨୯୪କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଛନ୍ତି…

ଦେଶରୁ ୨୪ ଘଣ୍ଟାରେ ୧୧ହଜାର କରୋନା ପଜିଟିଭ୍, ୮୪ ମୃତ

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ୭ଲକ୍ଷରୁ ଅଧିକ କୋଭିଡ୍ ଟେଷ୍ଟ ହୋଇଥିବା ବେଳେ ଚିହ୍ନଟ ହୋଇଛନ୍ତି ୧୧ହଜାର ୮୩୧ ନୂଆ ଆକ୍ରାନ୍ତ । ଦେଶରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୮ଲକ୍ଷ ୩୮ହଜାର ୧୯୪କୁ ବୃଦ୍ଧି ପାଇଛି । କମିଛି ଦୈନିକ ମୃତ୍ୟୁସଂଖ୍ୟା । ଏବେ…

ଦେଶରେ ଆଜି କରୋନା ନେଲା ୭୮ ଜୀବନ, ଦେଢ଼ ଲକ୍ଷ ତଳକୁ ଖସିଲା ଆକ୍ଟିଭ୍ କେସ୍

ନୂଆଦିଲ୍ଲୀ: ଦେଶରେ କାବୁ ପାଉଛି କରୋନା । ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁସଂଖ୍ୟା ବି ନିୟନ୍ତ୍ରଣକୁ ଆସୁଛି । ଗତ ୨୪ ଘଣ୍ଟାରେ ଦେଶରେ ପୁଣି ଶହେ ତଳକୁ ଖସିଛି ଡେଥ୍ କେସ୍ । ସାରା ଦେଶରୁ ୭୮ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ବର୍ତ୍ତମାନ ସୁଦ୍ଧା ମହାମାରୀ ନେଲାଣି ୧ଲକ୍ଷ…