Latest Odisha News

BREAKING NEWS

Browsing Tag

India Corona Virus

ଲକ୍ଷେ ୫୨ ହଜାର ଟପିଲା ଦେଶରେ କରୋନା ମୃତ୍ୟୁସଂଖ୍ୟା, ୨୪ ଘଣ୍ଟାରେ ୧୫ ହଜାର ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ ମହାମାରୀ ସହ ଲଢ଼େଇ ଭିତରେ ଆଜି ଆରମ୍ଭ ହେଉଛି ଟିକାକରଣ । ଏହାସହ ଦୈନିକ ପଜିଟିଭ୍ କେସ୍ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୫ ହଜାର ୧୫୮ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୫ଲକ୍ଷ ୪୨ହଜାର ୮୪୧କୁ ବୃଦ୍ଧି ପାଇଛି ।…

ଦେଶରୁ ଦିନକରେ ୧୫, ୯୬୮ ନୂଆ କରୋନା ପଜିଟିଭ୍, ୨୦୨ ମୃତ

ନୂଆଦିଲ୍ଲୀ: ଟିକାକରଣ ପୂର୍ବରୁ ଦେଶରେ ହ୍ରାସ ପାଇଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୫ହଜାର ୯୬୮ ନୂଆ ଆକ୍ରାନ୍ତ । ଦେଶରେ ମୋଟ୍ ପଜିଟିଭ୍ କେସ୍ ୧କୋଟି ୪ଲକ୍ଷ ୯୫ହଜାର ୧୪୭କୁ ବୃଦ୍ଧି ପାଇଛି । ଗତ ୨୪ଘଣ୍ଟାରେ କରୋନାରେ ପ୍ରାଣ ହରାଇଛନ୍ତି ଆଉ…

ଦେଶରେ ୧୨ ହଜାରକୁ ଖସିଲା ଦୈନିକ କରୋନା ପଜିଟିଭ୍ କେସ୍

ନୂଆଦିଲ୍ଲୀ: ଦେଶରେ କ୍ରମାଗତ ଖସୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ଦେଶରେ ୮ ଲକ୍ଷରୁ ଅଧିକ କୋଭିଡ୍ ଟେଷ୍ଟ ହୋଇଛି । ଚିହ୍ନଟ ହୋଇଛନ୍ତି ୧୨ହଜାର ୫୮୪ ନୂଆ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୪ଲକ୍ଷ ୭୯ହଜାର ୧୭୯କୁ ବୃଦ୍ଧି ପାଇଛି ।…

ଟିକାକରଣ ପୂର୍ବରୁ ଆଜି ସବୁ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆସନ୍ତା ୧୬ ତାରିଖରେ କରୋନା ବିରୋଧୀ ଲଢ଼େଇରେ ବଡ଼ ଅଭିଯାନ ଆରମ୍ଭ କରିବ ଭାରତ । ଦେଶବ୍ୟାପୀ ଆରମ୍ଭ ହେବ କୋଭିଡ୍ ଟିକାକରଣ । ତାପୂର୍ବରୁ ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭର୍ଚୁଆଲରେ ଏହି ବିଚାରବିମର୍ଶ ହେବ ।…

ଦେଶରେ ଦେଢ଼ ଲକ୍ଷ ଟପିଲା କରୋନା ମୃତ୍ୟୁସଂଖ୍ୟା, କାଲି କୋଟିଏ ଛୁଇଁବ ସୁସ୍ଥ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଦେଢ଼ ଲକ୍ଷ ପାର କରିଛି କରୋନା ଜନିତ ମୃତ୍ୟୁସଂଖ୍ୟା । ତ ୨୪ଘଣ୍ଟାରେ ଆଉ ୨୬୪ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ଦେଶରେ କରୋନା ମୃତ୍ୟୁସଂଖ୍ୟା ୧ଲକ୍ଷ ୫୦ହଜାର ୧୧୪କୁ ବୃଦ୍ଧି ପାଇଛି । ଦେଶରେ ମୃତ୍ୟୁହାର ରହିଛି ୧.୪୫% ।…

ଦେଶରେ କୋଟିଏ ଛୁଇଁବ କରୋନା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ ୧୯ ହଜାର ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ କୋଟିଏ ୩ଲକ୍ଷ ପାର କରିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ପୁଣି ୨୦ ହଜାର ତଳକୁ ଖସିଛି ଦୈନିକ ପଜିଟିଭ୍ କେସ୍ । ଗତ ୨୪ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୯ହଜାର ୭୮ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୩ଲକ୍ଷ ୫ହଜାର ୭୮୮କୁ ବୃଦ୍ଧି ପାଇଛି । ଦେଶରେ ଦ୍ରୁତ…

୨୪ଘଣ୍ଟାରେ ଦେଶରେ ୧୧ ଲକ୍ଷ କୋଭିଡ୍ ଟେଷ୍ଟ, ୨୧ ହଜାର ପଜିଟିଭ୍ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି । ଅଧିକ ଟେଷ୍ଟ ହେଉଥିଲେ ବି ନୂଆ ସଂକ୍ରମିତଙ୍କ ସଂଖ୍ୟା ଏବେ ୩୦ହଜାର ଭିତରେ ରହୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରେ ୧୧ ଲକ୍ଷ ୨୭ ହଜାର କୋଭିଡ୍ ଟେଷ୍ଟ ହୋଇଛି । ଚିହ୍ନଟ ହୋଇଛନ୍ତି ୨୧ହଜାର ୮୨୧ ପଜିଟିଭ୍ । ମୋଟ୍…

ପୁଣି ଦେଶରେ ୨୦ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୮ହଜାର ୭୩୨ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୧ଲକ୍ଷ ୮୭ହଜାର ୮୫୦କୁ ବୃଦ୍ଧି ପାଇଛି । ଦେଶରେ କରୋନା ସୁସ୍ଥହାର ବଢୁଛି । ଗତ ୨୪ ଘଣ୍ଟାରେ ଆଉ ୨୧ହଜାର ୪୩୦ ସଂକ୍ରମିତ…

ଦେଶରେ ୮୭ ଲକ୍ଷ କରୋନା ଆକ୍ରାନ୍ତ, ମୃତ୍ୟୁସଂଖ୍ୟା ଲକ୍ଷେ ୨୮ ହଜାର

ନୂଆଦିଲ୍ଲୀ: ଦେଶରେ ବଢୁଛି କରୋନା କେସ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ସଂକ୍ରମିତ ହୋଇଛନ୍ତି ଆଉ ୪୪ ହଜାର ୮୭୮ ଜଣ । ଦମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୭ ଲକ୍ଷ ୨୮ ହଜାର ୭୯୫କୁ ବୃଦ୍ଧି ପାଇଛି । ସେହିପରି ବଢୁଛି ଡେଥ୍ କେସ । ଗତ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୫୪୭ ଆକ୍ରାନ୍ତ…

୨୪ ଘଣ୍ଟାରେ ୫୪ ହଜାର ନୂଆ ଆକ୍ରାନ୍ତ, ୬୧ ହଜାର ସୁସ୍ଥ, ୭୧୭ ମୃତ

ନୂଆଦିଲ୍ଲୀ: ଦେଶରେ ଖସୁଛି କରୋନା ଟ୍ରେଣ୍ଡ । ଦୈନିକ ଆକ୍ରାନ୍ତଙ୍କ କମ୍ ଚିହ୍ନଟ ହେଉଛନ୍ତି । ସୁସ୍ଥ ହେଉଛନ୍ତି ଅଧିକ । ମୃତ୍ୟୁସଂଖ୍ୟା ବି କମିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ୫୪ ହଜାର ୪୪ ନୂଆ ଆକ୍ରାନ୍ତ ଟଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୭୬ ଲକ୍ଷ ୫୧…