Latest Odisha News

BREAKING NEWS

Browsing Tag

INDIA CORONA

କରୋନାର ନୂଆ ଷ୍ଟ୍ରେନ୍ ଚିନ୍ତା: ଉଚ୍ଚସ୍ତରୀୟ ବୈଠକ ଡାକିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ସାରା ବିଶ୍ୱକୁ ଛାନିଆ କଲାଣି ଦକ୍ଷିଣ ଆଫ୍ରିକାରୁ ଚିହ୍ନଟ କରୋନାର ନୂଆ ଭାରିଆଣ୍ଟ । ଯାହାର ନାଁ ରଖାଯାଇଛି ଓମିକ୍ରୋନ୍ । ଏହାକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଭାରିଆଣ୍ଟ ଅଫ୍ କନସର୍ଣ୍ଣ କାଟାଗୋରୀରେ ରଖିଥିବା ବେଳେ ସାରା ବିଶ୍ୱର ଚିନ୍ତା ବଢ଼ିଛି । ଏଭଳି ସ୍ଥିତିରେ ଆଜି…

ସେକେଣ୍ଡ ଓ୍ୱେଭ ଭଳି ମାରାତ୍ମକ ହେବନି କରୋନାର ତୃତୀୟ ଲହର

ନୂଆଦିଲ୍ଲୀ: କରୋନାର ସେକେଣ୍ଡ ଓ୍ୱେଭ ଦେଶରେ ସୁନାମୀ ଆଣିଥିଲା । ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ରେକର୍ଡ ସ୍ତର ଛୁଇଁଥିଲା । ଦିନକରେ ୪ ଲକ୍ଷ ଲୋକ ସଂକ୍ରମିତ ହୋଇଥିଲେ । ଆଗକୁ ତୃତୀୟ ଲହର ନେଇ ବିଶେଷଜ୍ଞ ଆକଳନ କରି ସାରିଛନ୍ତି । ଏମିତି ବି ଡେଲଟା ପ୍ଲସ ଭାରିଆଣ୍ଟ ଦେଶରେ ନୂଆ ଟେନସନ୍ ହୋଇଛି ।…

ଦେଶରେ ୮୦ ଲକ୍ଷ କରୋନା ସଂକ୍ରମିତ, ସୁସ୍ଥ ହେଲେଣି ୭୩ ଲକ୍ଷ

ନୂଆଦିଲ୍ଲୀ: ଦେଶରେ ୮୦ ଲକ୍ଷ ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ୪୯ ହଜାର ୮୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ସାରା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୦ ଲକ୍ଷ ୪୦ ହଜାର ୨୦୩କୁ ବୃଦ୍ଧି ପାଇଛି । ଏହି ସମୟରେ ଦେଶରେ କରୋନା ନେଇଛି ଆଉ ୫୧୭…

୨୦୨୧ ମାର୍ଚ୍ଚ ସୁଦ୍ଧା ଭାରତରେ କରୋନା ଟିକା ? ପ୍ରସ୍ତୁତି ଆରମ୍ଭ କଲେଣି ସରକାର

ନୂଆଦିଲ୍ଲୀ: କରୋନା ମାହମାରୀକୁ ମାତ ଦେବା ପାଇଁ ସାରା ବିଶ୍ୱ ସଂଗ୍ରାମ ଜାରି ରଖିଛି । ଟିକା ବିକଶିତ ଦିଗରେ ବୈଜ୍ଞାନିକମାନେ ଯୁଦ୍ଧକାଳୀନ ଭିତ୍ତିରେ ଗବେଷଣା ଚଳାଇଛନ୍ତି । କିଛି ଟିକାର ପରୀକ୍ଷଣ ତୃତୀୟ ପର୍ଯ୍ୟାୟରେ ପହଞ୍ଚିଛି । ଭାରତରେ ୩ଟି ଭିତରୁ ଆସନ୍ତାବର୍ଷ ମାର୍ଚ୍ଚରେ ଅତି କମରେ…

ଦେଶରେ ୬୬ ଲକ୍ଷ କରୋନା ଆକ୍ରାନ୍ତ, ସୁସ୍ଥ ହେଲେଣି ୫୫ ଲକ୍ଷ

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତ ଓ ସୁସ୍ଥ ସଂଖ୍ୟା ଦୈନିକ ବଢି ଚାଲିଛି । ୬୬ ଲକ୍ଷ ପାର କରିଛି ପିଜିଟିଭ କେସ୍ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୪ ହଜାର ୪୪୨ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୬ ଲକ୍ଷ ୨୩ ହଜାର ୮୧୬କୁ ବୃଦ୍ଧି ପାଇଛି । ଜୀବନ…

ଦେଶରେ କରୋନା ନେଲାଣି ୬୫ ହଜାର ଜୀବନ

ନୂଆଦିଲ୍ଲୀ: ଦେଶରେ ୩୬ ଲକ୍ଷ ଲୋକ କରୋନା ଆକ୍ରାନ୍ତ ହେଲେଣି । ପ୍ରତିଦିନ ହଜାର ହଜାର ନୂଆ ସଂକ୍ରମିତ ବାହାରୁଛନ୍ତି । ଗତ ୨୪ ଘଣ୍ଟାରେ ଦେଶରୁ ଚିହ୍ନଟ ହୋଇଛନ୍ତି ୬୯ ହଜାର ୯୨୧ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ମୋଟ୍ ପଜିଟିଭ୍ କେସ୍ ୩୬ ଲକ୍ଷ ୯୧ ହଜାର ୧୬୭କୁ ବୃଦ୍ଧି ପାଇଛି । ସଂକ୍ରମଣ…

ଦେଶରେ ୩୫ ଲକ୍ଷ ଟପିଲା କରୋନା କେସ୍, ୨୪ ଘଣ୍ଟାରେ ରେକର୍ଡ ୭୮ ହଜାର ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ ରେକର୍ଡ ଭାଙ୍ଗୁଛି କରୋନା । ଗୋଟିଏ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୭୮ ହଜାର ପାର । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୮ ହଜାର ୭୬୧ ଭୂତାଣୁ ସଂକ୍ରମିତ । ଏହାକୁ ମିଶାଇ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୩୫ ଲକ୍ଷ ୪୨ ହଜାର ୭୩୪କୁ ବୃଦ୍ଧି ପାଇଛି । ଚାରି ଦିନ ପରେ…

ସାତ ମାସରେ ଯେତିକି, ଅଗଷ୍ଟରେ ତାଠୁ ଲକ୍ଷେ ଅଧିକ

ନୂଆଦିଲ୍ଲୀ: ଦେଶରେ କରୋନା କାୟା ମାଡ଼ି ମାଡ଼ି ଚାଲିଛି । ସଂକ୍ରମିତଙ୍କ ସଂଖ୍ୟା ୩୩ ଲକ୍ଷ ପାର କରିଛି । ଅଗଷ୍ଟ ଶେଷ ସପ୍ତାହରେ ଦେଶରେ ନୂଆ ରେକର୍ଡ କରିଛି କରୋନା । ଚଳିତମାସର ରେକର୍ଡ କହୁଛି ଦେଶରେ ମହାମାରୀ ଝଡ଼ ସୃଷ୍ଟି କରିଛି । ଫେବ୍ରୁଆରୀରୁ ଜୁଲାଇ (୬ ମାସ) ଭିତରେ ଦେଶରେ ଯେତିକି…

ଭାରତରେ କିଭଳି ହେବ ଟିକାର ପ୍ରୟୋଗ, ସ୍ଥିର ହେବ ରଣନୀତି

ନୂଆଦିଲ୍ଲୀ: କରୋନା ମହାମାରୀକୁ ମାତ ଦେବା ପାଇଁ ସବୁ ଦେଶ ଅଣ୍ଟା ଭିଡିଛନ୍ତି । ଟିକା ବିକଶିତ କାମକୁ ତ୍ୱରାନ୍ୱିତ କରାଯାଇଛି । ଭାରତରେ କିଭଳି ଭ୍ୟାକସିନର ପ୍ରୟୋଗ କରାଯିବ ? କିଭଳି କରାଯିବ ବଣ୍ଟନ ? ଆଜି ଟିକା ପରିଚାଳନା ନେଇ ବସୁଛି ବୈଷୟିକ କମିଟି ବୈଠକ । ନୀତି ଆୟୋଗ କମିଟି…

ସାତ ଦିନରେ କରୋନାରେ ୬ ହଜାର ମୃତ, ୪ ଲକ୍ଷ ପଜିଟିଭ୍

ନୂଆଦିଲ୍ଲୀ: ଆମେରିକା ଓ ବ୍ରାଜିଲ ପରେ ବିଶ୍ୱରେ କରୋନା ପ୍ରଭାବିତ ତୃତୀୟ ଦେଶ ଭାରତ । ଜୁଲାଇ ପରେ ଅଗଷ୍ଟରେ ଡେଇଁ ଚାଲିଛି ଭାଇରସ୍ । ଯଦିଓ ସୁସ୍ଥତା ହାର ଭଲ ରହିଛି, ତଥାପି ସଂକ୍ରମଣରେ ବ୍ରେକ ଲାଗି ପାରୁନି । ଗତ ୨୪ ଘଣ୍ଟାରେ ରେକର୍ଡ ହଜାରେରୁ ଅଧିକ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।…