Latest Odisha News
Browsing Tag

INDIA CORONA

ଦେଶରେ ୨୪ ଘଣ୍ଟାରେ ୫୨ ହଜାର ନୂଆ ଆକ୍ରାନ୍ତ, ୮୦୩ ମୃତ

ନୂଆଦିଲ୍ଲୀ: ଦେଶରେ ୧୮ ଲକ୍ଷ ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ଚିହନଟ ହୋଇଛନ୍ତି ୫୨ ହଜାର ୫୦ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ଦେଶରେ ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ୧୮ ଲକ୍ଷ ୫୫ ହଜାର ୭୪୬କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ଆଉ ୮୦୩ ମୁଣ୍ଡ ନେଇଛି କରୋନା । ଦେଶରେ…

ଜୁଲାଇରେ କରୋନା ଆଣିଛି ସୁନାମୀ

ନୂଆଦିଲ୍ଲୀ: ଜୁଲାଇରେ ନାଲି ଆଖି ଦେଖାଇଛି କରୋନା । ଭାରତ ଏବଂ ଓଡ଼ିଶାରେ ଲମ୍ବା ଲମ୍ଫ ମାରିଛି । ଦେଶରେ ଦିନକୁ ୫ ହଜାର ପାର୍ କରିଛି ପଜିଟିଭ କେସ୍ । ଲକ୍ଷାଧିକ ପଜିଟିଭ ବାହାରିଛନ୍ତି । ଜୁଲାଇରେ ଦେଶରେ ସାଢ଼େ ୧୦ ଲକ୍ଷରୁ ଅଧିକ ସଂକ୍ରମିତ ହୋଇଥିବା ବେଳେ ରାଜ୍ୟରେ ୨୪ ହଜାରରୁ ଅଧିକ ନୂଆ…

୨୪ ଘଣ୍ଟାରେ ରେକର୍ଡ ୫୫ ହଜାର କରୋନା ପଜିଟିଭ୍, ୭୭୯ ମୃତ

ନୂଆଦିଲ୍ଲୀ: ଦେଶରେ ୧୬ ଲକ୍ଷ ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗୋଟିଏ ଦିନରେ ପୁଣି ଦେଶରେ ନୂଆ ରେକର୍ଡ । ଏକାଥରକେ ପଜିଟିଭ୍ କେସ୍ ୫୫ ହଜାର ପାର । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୫୫ ହଜାର ୭୯ ଜଣ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ଦେଶରେ ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ୧୬ ଲକ୍ଷ…

କରୋନାର ଲମ୍ବା ଲମ୍ଫ, ଗୋଟିଏ ଦିନରେ ରେକର୍ଡ ୫୨ ହଜାର ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ କରୋନାର ଲମ୍ବା ଲମ୍ଫ । ଏକାଥରକେ ୫୨ ହଜାର ପାର୍ । ଗତ ୨୪ ଘଣ୍ଟାରେ ସାମନାକୁ ଆସିଛି ୫୨ ହଜାର ୧୨୩ ନୂଆ ପଜିଟିଭ୍ କେସ୍ । ପ୍ରଥମ ଥର ଏତେ ସଂଖ୍ୟକ ଲୋକ ସଂକ୍ରମିତ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମିଶାଇ ଦେଶରେ ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ୧୬ ଲକ୍ଷ ପାଖାପାଖି ପହଞ୍ଚି…

ବଢୁଛି ସଂକ୍ରମଣ: ଦେଶରେ ୨୪ ଘଣ୍ଟାରେ ୪୭ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ, ୩୩ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଅସମ୍ଭାଳ କରୋନା ସ୍ଥିତି । ଦିନକୁ ଦିନ ଏହା ଅଣାୟତ ହୋଇ ଚାଲିଛି । ଆଖି ପିଛୁଲକେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪ ଘଣ୍ଟାରେ ସର୍ବାଧିକ ୪୭,୭୦୪ ବ୍ୟକ୍ତି କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାସହ…

ଦେଶର ପାଞ୍ଚ ରାଜ୍ୟରେ ୬୮ ପ୍ରତିଶତ ସଂକ୍ରମିତ

ନୂଆଦିଲ୍ଲୀ: ବିଶ୍ୱରେ ତୃତୀୟ କରୋନା ପ୍ରଭାବିତ ଦେଶ ଭାରତ । ପ୍ରତିଦିନ ପଜିଟିଭ କେସ୍ ବଢି ଚାଲିଛି । ଚିନ୍ତା ବଢ଼ାଇଛନ୍ତି ପାଞ୍ଚଟି ରାଜ୍ୟ । ମହାରାଷ୍ଟ୍ର, ତାମିଲନାଡୁ, ଦିଲ୍ଲୀ, ଗୁଜରାଟ ଓ ରାଜସ୍ଥାନ । ଏହି ପାଞ୍ଚଟି ରାଜ୍ୟରେ ଦେଶର ମୋଟ୍ ଆକ୍ରାନ୍ତଙ୍କ ପାଖାପାଖି ୬୮ ପ୍ରତିଶତ ଆକ୍ରାନ୍ତ…

କରୋନା କେସରେ ଭାରତର କେଉଁ ସବୁ ରାଜ୍ୟ ବଡ଼ ବଡ଼ ଦେଶକୁ ଟପିଗଲେଣି ?

ନୂଆଦିଲ୍ଲୀ: ଦେଶରେ କାୟା ମେଲାଇ ଚାଲିଛି କରୋନା । ପଜିଟିଭ୍ କେସ୍ ବଢ଼ିଚାଲିଛି । ୬ ଲକ୍ଷରୁ ଅଧିକ ଲୋକ ସଂକ୍ରମିତ ହେଲେଣି । ବହୁ ରାଜ୍ୟରେ ସପ୍ତାହେ ଭିତରେ ଦ୍ରୁତ ଗତିରେ ପଜିଟିଭ୍ କେସ ବାହାରୁଛି । ସଂଖ୍ୟା ତୁଳନା କଲେ ବିଶ୍ୱର କିଛି ବଡ଼ ବଡ଼ ରାଷ୍ଟ୍ରକୁ ବି ପଛରେ ଛାଡ଼ିଦେଇଛନ୍ତି ସେସବୁ…

କରୋନାର ନୂଆ ହଟସ୍ପଟ୍ ଦକ୍ଷିଣ ଏସିଆ, ଭାରତରେ ବଢୁଛି କେସ୍

ସାରା ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା କୋଟିଏରୁ ଅଧିକ ହେଲାଣି । ମହାମାରୀର ନୂଆ କେନ୍ଦ୍ରସ୍ଥଳ ଭାବରେ ଏବେ ଉଭା ହୋଇଛି ଦକ୍ଷିଣ ଏସିଆ । ବିଶେଷ କରି ଭାରତରେ ସଂକ୍ରମଣ ଗତ ୧୫ ଦିନ ଭିତରେ ରେକର୍ଡ ସ୍ତର ଛୁଇଁଛି । ଭାରତରେ ୩.୧ ପ୍ରତିଶତ ବଢିଛି ସଂକ୍ରମଣ । ଗତ ୧୫ ଦିନରେ ଭାରତରେ କରୋନା…

ଦେଶର ୬୫ ପ୍ରତିଶତ ସଂକ୍ରମିତ କେବଳ ଚାରିଟି ରାଜ୍ୟର

ନୂଆଦିଲ୍ଲୀ: ଗୋଟିଏ ଦିନରେ ସର୍ବାଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ବାହାରିଛନ୍ତି ୧୪ ହଜାର ୫୧୬ ଭୂତାଣୁ ସଂକ୍ରମିତ । ଏହି ସମୟରେ ୩୭୫ ଜଣଙ୍କର ଜୀବନ ନେଇଛି ପ୍ରାଣଘାତୀ କରୋନା । ଏହାକୁ ମିଶାଇ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୯୫ ହଜାର ୪୮କୁ ବୃଦ୍ଧି ପାଇଛି । ୧୨…