Latest Odisha News

BREAKING NEWS

Browsing Tag

India CoronaVirus

ଦେଶରେ ୯୭ ଲକ୍ଷ ଟପିଲା କରୋନା ପଜିଟିଭ୍: ୨୪ଘଣ୍ଟାରେ ୨୬ ହଜାର ଆକ୍ରାନ୍ତ, ୩୮୫ ମୃତ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭ ଲକ୍ଷ ପାର କରିଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୬ହଜାର ୫୬୭ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ସାରା ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୯୭ଲକ୍ଷ ୩ହଜାର ୭୭୦କୁ ବୃଦ୍ଧି ପାଇଛି । ଦେଶରେ କରୋନା ସଂକ୍ରମଣ ଚିହ୍ନଟର ୩୧୩ଦିନ ଭିତରେ…

ଦିନକରେ ଦେଶରେ ୧୧ ଲକ୍ଷ କୋଭିଡ୍ ଟେଷ୍ଟ, ୩୬ ହଜାର ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ ୯୬ ଲକ୍ଷ ପାର କରିଛି କରୋନା ସଂକ୍ରମଣ । ଏବେ ଦୈନିକ କମ୍ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରେ ୧୧ଲକ୍ଷ ୧ହଜାର ୬୩ଟି କୋଭିଡ୍ ଟେଷ୍ଟ ହୋଇଛି । ଚିହ୍ନଟ ହୋଇଛନ୍ତି ୩୬ହଜାର ୧୧ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୬ଲକ୍ଷ ୪୪ହଜାର ୨୨୨କୁ…

ଦେଶରେ ଲକ୍ଷେ ୩୮ ହଜାର ଟପିଲା କରୋନା ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନା କାୟା ନିୟନ୍ତ୍ରଣ ଭିତରେ ରହିଛି । ଯଦିଓ ନିର୍ଦ୍ଦିଷ୍ଟ ଭାବରେ କିଛି ରାଜ୍ୟରେ ବଢୁଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩୬ହଜାର ୬୦୪ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା ୯୪ଲକ୍ଷ ୯୯ହଜାର ୪୨୪କୁ ବୃଦ୍ଧି ପାଇଛି…

ଦିନକରେ ଦେଶରୁ ୩୧ ହଜାର କରୋନା ପଜିଟିଭ୍, ୪୧ ହଜାର ସୁସ୍ଥ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିଲେ ବି ସ୍ଥିତି ଏବେ ନିୟନ୍ତ୍ରଣରେ ରହିଛି । ନୂଆ ଆକ୍ରାନ୍ତଙ୍କ ଅପେକ୍ଷା ଅଧିକ ସୁସ୍ତ ହେଉଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩୧ହଜାର ୧୧୮ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୪ଲକ୍ଷ ୬୨ହଜାର ୮୧୦କୁ…

ଦେଶରେ ୯୪ ଲକ୍ଷ ଟପିଲା କରୋନା ପଜିଟିଭ୍ ସଂଖ୍ୟା, ମୃତ୍ୟୁସଂଖ୍ୟା ଲକ୍ଷେ ୩୭ ହଜାର

ନୂଆଦିଲ୍ଲୀ: ଦେଶରେ ଆଜି କମିଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । କିନ୍ତୁ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୪ ଲକ୍ଷ ପାର କରିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩୮ ହଜାର ୭୭୨ ନୂଆ ଆକ୍ରାନ୍ତ । ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪ଲକ୍ଷ ୩୧ହଜାର ୬୯୨କୁ ବୃଦ୍ଧି ପାଇଛି ।…

ଦେଶରେ କରୋନା ସଂକ୍ରମିତ ହେଲେଣି ପାଖାପାଖି ୯୪ ଲକ୍ଷ ଲୋକ

ନୂଆଦିଲ୍ଲୀ: ଦେଶରେ ୯୪ ଲକ୍ଷ ପାଖାପାଖି କରୋନାରେ ସଂକ୍ରମିତଙ୍କ ହେଲେଣି । ପଜିଟିଭ୍ କେସ୍ ବଢୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୪୧ହଜାର ୮୧୦ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୩ଲକ୍ଷ ୯୨ହଜାର ୯୨୦କୁ ବୃଦ୍ଧି ପାଇଛି । କରୋନାରେ ଦେଶରେ ମୃତ୍ୟୁବରଣ କଲେଣି…

ଦେଶରୁ ଦିନକରେ ୪୧,୩୨୨ କରୋନା ପଜିଟିଭ, ୪୮୫ ମୃତ

ନୂଆଦିଲ୍ଲୀ: ଦେଶରେ କେତେବେଳେ ବଢୁଚି ତ ପୁଣି କେବେ କମୁଛ ଦୈନିକ କରୋନା କେସ୍ । ଏଣିକି ପ୍ରତିଦିନ ୫୦ ହଜାରରୁ କମ୍ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟାରେ ସଂକ୍ରମିତ ହୋଇଛନ୍ତି ଆଉ ୪୧ ହଜାର ୩୨୨ ଜଣ । ଦେଶରେ ମୋଟ୍ କରୋନା ପଜିଟିଭ୍ ସଂଖ୍ୟା ୯୩ଲକ୍ଷ ୫୧ହଜାର ୧୧୦ ।…

ଦେଶରେ ୯୩ ଲକ୍ଷ ପାର କଲା କରୋନା ପଜିଟିଭ୍ କେସ୍

ନୂଆଦିଲ୍ଲୀ: ଦେଶରେ ୯୩ ଲକ୍ଷ ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ଦୈନିକ ସଂକ୍ରମିତ ବଢଉଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୪୩ ହଜାର ୮୨ ନୂଆ କରୋନା ଆକ୍ରାନ୍ତ । ମୋଟ୍ ପଜିଟିଭ୍ କେସ୍ ୯୩ ଲକ୍ଷ ୯ ହଜାର ୭୮୮କୁ ବୃଦ୍ଧି ପାଇଛି । ଗତକାଲି ଅପେକ୍ଷା ଆଜି କମିଛି…

ଦେଶରେ ବଢୁଛି: ୨୪ ଘଣ୍ଟାରେ ୪୪ ହଜାର କରୋନା ପଜିଟିଭ୍, ୫୨୪ ମୃତ

ନୂଆଦିଲ୍ଲୀ: ପୁଣି ଥରେ କାୟା ବିସ୍ତାର ଆରମ୍ଭ କରିଛି କରୋନା । ଦେଶରେ ଦୈନିକ ପଜିଟିଭ୍ କେସ୍ ବଢୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୪୪ ହଜାର ୪୮୯ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୨ଲକ୍ଷ ୬୬ହଜାର ୭୦୬କୁ ବୃଦ୍ଧି ପାଇଛି । ଦୈନିକ ମୃତ୍ୟୁସଂଖ୍ୟା ବି…

ଦେଶରେ କମିଲା: ୨୪ ଘଣ୍ଟାରେ ୩୭,୯୭୫ କରୋନା ଆକ୍ରାନ୍ତ, ୪୮୦ ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି କମିଛି ଦୈନିକ କରୋନା କେସ୍ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩୭ ହଜାର ୯୭୫ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୧ ଲକ୍ଷ ୭୭ ହଜାର ୮୪୧କୁ ବୃଦ୍ଧି ପାଇଛି । ଦୈନିକ ମୃତ୍ୟୁସଂଖ୍ୟା ବି ଖସିଛି । ଦିନକରେ ପ୍ରାଣ…