Latest Odisha News

BREAKING NEWS

Browsing Tag

India Covid Death Case

ଦେଶରେ ୪ ହଜାର ଟପିଲା ଦୈନିକ ମୃତ୍ୟୁସଂଖ୍ୟା, ୪ ଲକ୍ଷ ତଳକୁ ଖସୁନି ପଜିଟିଭ୍ କେସ୍

ନୂଆଦିଲ୍ଲୀ: ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ଦୈନିକ ଡେଥ୍ କେସ୍ ତିନି ହଜାରରୁ ଏବେ ଚାରି ହଜାର ପାର କରିଛି । ଗତ ୨୪ ଘଣ୍ଟାରେ ସାରା ଦେଶରେ କରୋନା ମୃତ୍ୟୁସଂଖ୍ୟା ପ୍ରଥମ ଥର ୪ହଜାର ଡେଇଁଛି । ଗତ ୨୪ ଘଣ୍ଟାରେ ମହାମାରୀରେ ୪ହଜାର ୧୮୭ ଆକ୍ରାନ୍ତଙ୍କ ଜୀବନ ଯାଇଛି ।…

ପ୍ରାଣଘାତୀ କରୋନା: ଦେଶରୁ ୧୦ ଦିନରେ ନେଲାଣି ୩୬ ହଜାର ଜୀବନ, ପ୍ରତି ଘଣ୍ଟାରେ ୧୫୦ ମୃତ

ନୂଆଦିଲ୍ଲୀ: ସେକେଣ୍ଡେ ଓ୍ୱେଭରେ ଭାରତରେ କରୋନା କରାଳ ରୂପ ଦେଖାଉଛି । ମୃତ୍ୟୁର ବିଭୀଷିକାରେ ବ୍ରେକ ଲାଗୁନି । ଏବେ ଦୈନିକ ମୃତ୍ୟୁସଂଖ୍ୟା ୩ହଜାର ତଳକୁ ଖସିବାର ନାଁ ଧରୁନି । ଗତ ୧୦ ଦିନ ହେବ ପ୍ରତିଦିନ ଦେଶରୁ ୩ହଜାରରୁ ଅଧିକ ଆକ୍ରାନ୍ତ ପ୍ରାଣ ହରାଉଛନ୍ତି । ୧୦ ଦିନରେ ୩୬ ହଜାରରୁ ଅଧିକ…

ଥମୁନି କରୋନା ମୃତ୍ୟୁର ବିଭୀଷିକା: ଆଜି ଦେଶରୁ ୩ହଜାର ୬୮୯ ମୃତ

ନୂଆଦିଲ୍ଲୀ: ଦେଶରେ ଘାତକ ହେଉଛି କରୋନାର ସେକେଣ୍ଡ ଓ୍ୱେଭ୍ । ଅଧିକ ଜୀବନ ନେଉଛି । କ୍ରମାଗତ ପଞ୍ଚମ ଦିନରେ ଦେଶରେ ଦୈନିକ ମୃତ୍ୟୁସଂଖ୍ୟା ୩୫ଶହରୁ କମୁନି । ଆଜି ମହାମାରୀରେ ଆଉ ୩ହଜାର ୬୮୯ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଦେଶରେ ଏଯାଏ କରୋନାରେ ପ୍ରାଣ ହରାଇଲେଣି ୨ଲକ୍ଷ ୧୫ହଜାର ୫୪୨ ଜଣ ।…

ଦେଶରେ ଚିନ୍ତା ବଢ଼ାଉଛି କରୋନାର ଦୈନିକ ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଏବେ କରୋନାର ଦୈନିକ ମୃତ୍ୟୁସଂଖ୍ୟା ଚିନ୍ତା ବଢ଼ାଇଲାଣି । ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ୩୫୪ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଗତକାଲି ଏହି ସଂଖ୍ୟା ଥିଲା ୨୭୧ । ଏହାକୁ ମିଶାଇ ଦେଶରେ କରୋନାଜନିତ ମୃତ୍ୟୁସଂଖ୍ୟା ୧ଲକ୍ଷ ୬୨ହଜାର ୪୬୮କୁ ବୃଦ୍ଧି ପାଇଛି । ଗତ…

ଦେଶରେ ଦେଢ଼ ଲକ୍ଷ ଟପିଲା କରୋନା ମୃତ୍ୟୁସଂଖ୍ୟା, କାଲି କୋଟିଏ ଛୁଇଁବ ସୁସ୍ଥ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଦେଢ଼ ଲକ୍ଷ ପାର କରିଛି କରୋନା ଜନିତ ମୃତ୍ୟୁସଂଖ୍ୟା । ତ ୨୪ଘଣ୍ଟାରେ ଆଉ ୨୬୪ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ଦେଶରେ କରୋନା ମୃତ୍ୟୁସଂଖ୍ୟା ୧ଲକ୍ଷ ୫୦ହଜାର ୧୧୪କୁ ବୃଦ୍ଧି ପାଇଛି । ଦେଶରେ ମୃତ୍ୟୁହାର ରହିଛି ୧.୪୫% ।…

କରୋନା ମୃତ୍ୟୁସଂଖ୍ୟାରେ ଦେଶର ଏସବୁ ରାଜ୍ୟଠୁ ଢେର ପଛରେ ଓଡ଼ିଶା

ଭୁବନେଶ୍ୱର: କରୋନା ସଂକ୍ରମିତ ରାଜ୍ୟ ତାଲିକାର ୮ ନମ୍ୱର ସ୍ଥାନରେ ରହିଛି ଓଡିଶା । ରାଜ୍ୟରେ ୨ ଲକ୍ଷ ୨୯ ହଜାରରୁ ଅଧିକ ପଜିଟିଭ୍ କେସ୍ ରହିଛି । କିନ୍ତୁ ମୃତ୍ୟୁସଂଖ୍ୟା ଗୁଜରାଟ, ମଧ୍ୟପ୍ରଦେଶ, ପଞ୍ଜାବ, ହରିୟାଣା, ଜମ୍ମୁ କଶ୍ମୀର ଭଳି ରାଜ୍ୟଠାରୁ ବହୁ ପଛରେ ରହିଛି ଓଡ଼ିଶା । ଏସବୁ…

କାଲି ଦେଶରେ ଲକ୍ଷେ ଟପିବ କରୋନା ମୃତ୍ୟୁସଂଖ୍ୟା, ଜାଣନ୍ତୁ ୨୪ ଘଣ୍ଟାର କୋଭିଡ୍ ରିପୋର୍ଟ

ନୂଆଦିଲ୍ଲୀ: ଆସନ୍ତାକାଲି ଦେଶରେ ଲକ୍ଷେ ଟପିବ କରୋନା ଡେଥ୍ କେସ୍ । ୯୯ ହଜାର ପାର କରିଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ହଜାରେ ୯୫ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ସାରା ଦେଶରେ କରୋନା ନେଲାଣି ୯୯ ହଜାର ୭୭୩ ଜୀବନ । ସେହିପରି ସଂକ୍ରମିତଙ୍କ ସଂଖ୍ୟା ପାଖାପାଖି ୬୪…

ଖସୁଛି କରୋନା ଟ୍ରେଣ୍ଡ: ୨୪ ଘଣ୍ଟାରେ ଦେଶରେ କମିଛି ପଜିଟିଭ୍ ଓ ଡେଥ୍ କେସ୍

ନୂଆଦିଲ୍ଲୀ: ଦେଶରେ କମୁଛି ଦୈନିକ କରୋନା କେସ୍ । ୨୪ ଘଣ୍ଟାରେ ଉଭୟ ସଂକ୍ରମିତ ଓ ମୃତ୍ୟୁସଂଖ୍ୟାରେ ହ୍ରାସ ଦେଖିବାକୁ ମିଳିଛି । ଦିନକରେ ଚିହ୍ନଟ ହୋଇଛନ୍ତି ୭୦ ହଜାର ୫୮୯ ନୂଆ ଆକ୍ରାନ୍ତ । ଗତକାଲି ଏହି ସଂଖ୍ୟା ଥିଲା ୮୨ ହଜାର ୧୭୦ । ଅର୍ଥାତ୍ ଗତକାଲି ଅପେକ୍ଷା ଆଜି ପାଖାପାଖି ୧୨ ହଜାର…

ଭାରତରେ ସବୁଠୁ କମ୍ କରୋନା ମୃତ୍ୟୁହାର, ୧୫୬ ଦିନରେ ୫୦ ହଜାର ମୃତ

ନୂଆଦିଲ୍ଲୀ: ଦେଶରେ ୫୦ ହଜାର ଟପିଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୯୪୧ ମୁଣ୍ଡ ନେଇଛି କରୋନା । ମୃତ୍ୟୁସଂଖ୍ୟା ୫୦ ହଜାର ୯୨୧କୁ ବୃଦ୍ଧି ପାଇଛି । ସାରା ବିଶ୍ୱ ତୁଳନାରେ ଭାରତରେ କିନ୍ତୁ ମୃତ୍ୟୁହାର କମ୍ ରହିଛି । ୧୮ ଜୁନରେ ଦେଶରେ କରୋନା ମୃତ୍ୟୁହାର ଥିଲା ୩.୩୩ ପ୍ରତିଶତ ।…