Latest Odisha News

BREAKING NEWS

Browsing Tag

India Covid Positive Case

ଦେଶରେ ୪ ଲକ୍ଷ ତଳକୁ ଖସିଲା କରୋନା ଆକ୍ଟିଭ୍ କେସ୍, କମୁଛି ଦୈନିକ ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନା କାୟା ଧୀରେ ଧୀରେ କମିବାରେ ଲାଗିଛି । ସଂକ୍ରମଣ ସହ ମୃତ୍ୟୁସଂଖ୍ୟା ବି ନିୟନ୍ତ୍ରଣକୁ ଆସୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩୨ହଜାର ୯୮୧ ନୂଆ ଆକ୍ରାନ୍ତ । ଦେଶରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୬ଲକ୍ଷ ୭୭ହଜାର ୨୦୩କୁ ବୃଦ୍ଧି ପାଇଛି । ଦେଶରେ…

ସାରା ଦେଶରେ ୭୩ ଲକ୍ଷ କରୋନା ଆକ୍ରାନ୍ତ, ସୁସ୍ଥ ହେଲେଣି ୬୩ ଲକ୍ଷ

ନୂଆଦିଲ୍ଲୀ: କରୋନା ସଂକଟ ଭିତରେ ଏବେ ସାମନାକୁ ଆସୁଛି ଭଲ ଖବର । ଦୈନିକ ଆକ୍ରାନ୍ତ ଓ ମୃତ୍ୟୁସଂଖ୍ୟା କମୁଛି । ଗତ କିଛି ସପ୍ତାହ ହେବ ଦେଶରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୭୦ ହଜାର ତଳେ ରହୁଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୬୭ ହଜାର ୭୦୮ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ସାରା…

ଦେଶରେ ୬୦ ଲକ୍ଷ ଛୁଇଁବ କରୋନା କେସ, ଲକ୍ଷେ ମୁହାଁ ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ: ଆସନ୍ତାକାଲି ଦେଶରେ ୬୦ ଲକ୍ଷ ଟପିଯିବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୮୮ ହଜାର ୬୦୦ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା ୫୯ଲକ୍ଷ ୯୨ହଜାର ୫୩୩କୁ ବୃଦ୍ଧି ପାଇଛି । ବଢୁଛି ମୃତ୍ୟୁସଂଖ୍ୟା । ଲକ୍ଷେ ମୁହାଁ…