Latest Odisha News

BREAKING NEWS

Browsing Tag

India Covid Positive Cases

ମାଡୁଛି ମହାମାରୀ: ୨୪ ଘଣ୍ଟାରେ ୨୩ ହଜାର ପଜିଟିଭ୍, ମହାରାଷ୍ଟ୍ରରେ କେବଳ ୧୪ ହଜାର ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ କୋଭିଡ୍ ଟିକାକରଣ ଚାଲିଥିବା ବେଳେ ଦୈନିକ ସଂକ୍ରମଣ ବଢ଼ି ଚାଲିଛି । ଗତକାଲି ୨୨ହଜାର ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଏହି ସଂଖ୍ୟା ୨୩ ହଜାର ଟପିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୨୩ହଜାର ୨୮୫ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ କରୋନା…

ଦେଶରେ ଆଜି ୨୨ ହଜାର ପାର କଲା କରୋନା ସଂକ୍ରମଣ, ୧୨୬ ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି ବଢ଼ିଛି କରୋନା ସଂକ୍ରମଣ । ଦୈନିକ ସଂକ୍ରମଣ ଆଜି ୨୦ ହଜାର ପାର କରିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୨୨ହଜାର ୮୫୪ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୧୨ଲକ୍ଷ ୮୫ହଜାର ୫୬୧କୁ ବୃଦ୍ଧି ପାଇଛି ।…

ଆଜି ଦେଶରେ କରୋନା ଆକ୍ରାନ୍ତ କମ୍, ସୁସ୍ଥ ସଂଖ୍ୟା ଅଧିକ

ନୂଆଦିଲ୍ଲୀ: ଦେଶରେ ବଢ଼ିଛି ଦୈନିକ କରୋନା ସଂକ୍ରମଣ । ମୃତ୍ୟୁସଂଖ୍ୟା ବି ସାମାନ୍ୟ ବୃଦ୍ଧି ପାଇଛି । କିନ୍ତୁ ଗତ ୨୪ ଘଣ୍ଟାରେ ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଦିନକରେ ଚିହ୍ନଟ ହୋଇଛନ୍ତି ୧୭ହଜାର ୯୨୧ ନୂଆ ଆକ୍ରାନ୍ତ । ଏହି ସମୟରେ ସୁସ୍ଥ ହୋଇଛନ୍ତି…

ଆଜି ପୁଣି ୧୮ ହଜାର ଉପରେ କରୋନା ସଂକ୍ରମଣ, ୯୮ ମୃତ

ନୂଆଦିଲ୍ଲୀ: ଦେଶରେ ବଢୁଛି ଦୈନିକ କରୋନା ସଂକ୍ରମଣ । ଲଗାତାର ତୃତୀୟ ଦିନରେ ଦେଶରୁ ଚିହ୍ନଟ ହୋଇଛନ୍ତି ୧୮ ହଜାରରୁ ଅଧିକ ପଜିଟିଭ୍ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୮ହଜାର ୫୯୯ ନୂଆ ଆକ୍ରାନ୍ତ । ଦେଶରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୧କୋଟି ୧୨ଲକ୍ଷ ୨୯ହଜାର ୩୯୮କୁ…

ଦେଶରେ ବଢୁଛି ଦୈନିକ କରୋନା ସଂକ୍ରମଣ ଓ ଆକ୍ଟିଭ୍ କେସ୍

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କାୟା ମେଲାଉଛି କରୋନା । ବଢୁଛି ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୮ ହଜାର ୭୧୧ ନୂଆ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମିତଙ୍କ ମୋଟ୍ ସଂଖ୍ୟା ୧କୋଟି ୧୨ଲକ୍ଷ ୧୦ହଜାର ୭୯୯କୁ ବୃଦ୍ଧି ପାଇଛି । ମହାରାଷ୍ଟ୍ରରୁ ସର୍ବାଧିକ ୧୦ହଜାର…

ଦେଶରେ ଦିନକରେ ୧୫ ହଜାର କରୋନା ପଜିଟିଭ୍, ସୁସ୍ଥ ହେଲେ ୧୧ ହଜାର ସଂକ୍ରମିତ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କାୟା ବିସ୍ତାର କରିବା ଆରମ୍ଭ କରିଛି କରୋନା । ଦୈନିକ ସଂକ୍ରମିତ ଓ କୋଭିଡ୍ ଆକ୍ଟିଭ୍ କେସ୍ ବଢୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୫ହଜାର ୫୧୦ ନୂଆ ଆକ୍ରାନ୍ତ । ଏହି ସମୟରେ ସୁସ୍ଥ ହୋଇଛନ୍ତି ୧୧ହଜାର ୨୮୮ ସଂକ୍ରମିତ । ଦେଶରେ କରୋନା…

ପୁଣି ବଢ଼ିଲା ସଂକ୍ରମଣ: ଦେଶରେ ଦିନକରେ ୧୬ ହଜାର ପଜିଟିଭ୍, ୧୩୮ ମୃତ

ନୂଆଦିଲ୍ଲୀ: ଦେଶରେ ପୁଣି କାୟା ବିସ୍ତାର କରିଛି କରୋନା । ୧୫ ହଜାର ପାର କରିଛି ଦୈନିକ ସଂକ୍ରମଣ । ପୁଣି ଥରେ ଶହେ ପାର କରିଛି ଦୈନିକ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୬ହଜାର ୭୩୮ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୧୦ଲକ୍ଷ ୪୬ହଜାର…

ଦେଶରୁ ଆଜି ୧୦ହଜାର କରୋନା ପଜିଟିଭ୍, ସୁସ୍ଥ ହେଲେ ୧୩ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ କୋଟିଏ ୧୦ ଲକ୍ଷ ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସଂକ୍ରମିତ ହୋଇଛନ୍ତି କମ୍ । ସୁସ୍ଥ ହୋଇଛନ୍ତି ଅଧିକ । ଦିନକରେ ୧୦ହଜାର ୫୮୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁସ୍ଥ ହୋଇଛନ୍ତି ୧୩ହଜାର ୨୫୫ ସଂକ୍ରମିତ । ଦେଶରେ କରୋନା ଆକ୍ରାନ୍ତଙ୍କ…

ଦେଶରେ ବଢୁଛି ଦୈନିକ କରୋନା କେସ୍, ଗତକାଲି ଅପେକ୍ଷା ଆଜି ୨% ଅଧିକ ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ ପୁଣି ଭାଇରସ୍ ଭୟ । ହଠାତ୍ ବଢିଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୪ହଜାର ୨୬୪ ନୂଆ ଆକ୍ରାନ୍ତ । ଗତକାଲି ଅପେକ୍ଷା ୨ପ୍ରତିଶତ ଅଧିକ ସଂକ୍ରମିତ ହୋଇଛନ୍ତି । ଦେଶରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୧କୋଟି…

ଆଜି ଦେଶରେ କରୋନା ଆକ୍ରାନ୍ତ ଅଧିକ, ସୁସ୍ଥ କମ୍

ନୂଆଦିଲ୍ଲୀ: ଦେଶରେ କରୋନା କାୟା କମିଥିଲେ ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଅଧିକ ଆକ୍ରାନ୍ତ । ସୁସ୍ଥ ହୋଇଛନ୍ତି କମ୍ । ଦିନକରେ ଦେଶରେ ସଂକ୍ରମିତ ହୋଇଛନ୍ତି ୧୩ହଜାର ୧୯୩ ଜଣ । ଏହି ସମୟରେ ସୁସ୍ଥ ହୋଇଛନ୍ତି ୧୦ହଜାର ୮୯୫ ଆକ୍ରାନ୍ତ । ଦେଶରେ କରୋନା…