ଦେଶରେ କରୋନା ସଂକ୍ରମିତ ହେଲେଣି ପାଖାପାଖି ୯୪ ଲକ୍ଷ ଲୋକ
ନୂଆଦିଲ୍ଲୀ: ଦେଶରେ ୯୪ ଲକ୍ଷ ପାଖାପାଖି କରୋନାରେ ସଂକ୍ରମିତଙ୍କ ହେଲେଣି । ପଜିଟିଭ୍ କେସ୍ ବଢୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୪୧ହଜାର ୮୧୦ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୩ଲକ୍ଷ ୯୨ହଜାର ୯୨୦କୁ ବୃଦ୍ଧି ପାଇଛି ।
କରୋନାରେ ଦେଶରେ ମୃତ୍ୟୁବରଣ କଲେଣି…