ଏପ୍ରିଲ୍ ଶେଷ ପର୍ଯ୍ୟନ୍ତ ବନ୍ଦ ରହିବ ଅନ୍ତର୍ଜାତୀୟ ବିମାନ ସେବା
ନୂଆଦିଲ୍ଲୀ : ଦେଶରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ଏପ୍ରିଲ ମାସ ଶେଷ ପର୍ଯ୍ୟନ୍ତ ଅନ୍ତର୍ଜାତୀୟ ବିମାନ ଚଳାଚଳ ଉପରେ କଟକଣା ଲଗାଇଛି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ । ଡିଜିସିଏ ପକ୍ଷରୁ ଏକ ବିଜ୍ଞପ୍ତି ଜରିଆରେ ଏନେଇ ସୂଚନା ଦିଆଯାଇଛି ।…