Latest Odisha News

BREAKING NEWS

Browsing Tag

India Fights Corona

ଭଲ ଖବର: ଚିହ୍ନଟ ହେଉଛନ୍ତି କମ୍ କରୋନା ଆକ୍ରାନ୍ତ, ସୁସ୍ଥ ଅଧିକ

ନୂଆଦିଲ୍ଲୀ: କରୋନା ଦେଶରେ କାୟା ବିସ୍ତାର କରିଛି । ଏବେ ପାଖାପାଖି ଲକ୍ଷେ ଲୋକ ସଂକ୍ରମିତ ହେଉଛନ୍ତି । କିନ୍ତୁ ଆଶ୍ୱସ୍ତିକର ଖବର ହେଉଛି ଏଣିକି ପ୍ରତିଦିନ ପଜିଟିଭ୍ କମ୍ ବାହାରୁଛନ୍ତି ଓ ଅଧିକ ଆକ୍ରାନ୍ତ ସୁସ୍ଥ ହେଉଛନ୍ତି । ଗତ ପାଞ୍ଚ ଦିନରେ ଦେଶରେ କମ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।…

କୋଭିଡ୍ ଲକ୍ଷଣ ଥାଇ ଆଣ୍ଟିଜେନ୍ ରିପୋର୍ଟ ନେଗେଟିଭ୍ ଥିଲେ RT-PCR ଟେଷ୍ଟ ବାଧ୍ୟତାମୂଳକ

ନୂଆଦିଲ୍ଲୀ: କୋଭିଡ୍ ଟେଷ୍ଚ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଓ ଆଇସିଏମଆର ପକ୍ଷରୁ ନୂଆ ଗାଇଡଲାଇନ୍ ଜାରି ହୋଇଛି । କରୋନା ଲକ୍ଷଣ ଥାଇ ରାପିଡ୍ ଆଣ୍ଟିଜେନ ଟେଷ୍ଟରେ ନେଗଟିଭ୍ ଚିହ୍ନଟ ଆକ୍ରାନ୍ତ କରିବେ RT-PCR ଟେଷ୍ଟ । ଏହାକୁ ବାଧ୍ୟତାମୂଳକ କରାଯାଇଛି । ଏନେଇ ସବୁ ରାଜ୍ୟ, କେନ୍ଦ୍ର…

ବ୍ରାଜିଲକୁ ଠେଲି କରୋନା ସଂକ୍ରମିତ ଦେଶ ତାଲିକାର ଦୁଇ ନମ୍ୱରରେ ଭାରତ

ନୂଆଦିଲ୍ଲୀ: ଦେଶରେ ୪୨ ଲକ୍ଷ ଟପିଲା କରୋନା ପଜିଟିଭ୍ କେସ୍ । ୭୧ ହଜାରରୁ ଅଧିକ ଜୀବନ ଗଲାଣି । ସାରା ବିଶ୍ୱରେ କରୋନା ସଂକ୍ରମିତ ଦେଶ ତାଲିକାର ଦୁଇ ନମ୍ୱର ସ୍ଥାନକୁ ଉଠିଛି ଭାରତ । ତିନି ନମ୍ୱରକୁ ଖସିଛି ବ୍ରାଜିଲ୍ । ଭାରତରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୨ ଲକ୍ଷ ୪ ହଜାର ୬୧୩ ।…

ଦେଶରେ ୪୦ ଲକ୍ଷ କରୋନା ଆକ୍ରାନ୍ତ, ମୃତ୍ୟୁସଂଖ୍ୟା ୬୯ ହଜାର ପାର୍

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢି ଚାଲିଛି । ୪୦ ଲକ୍ଷ ଟପିଛି ଆକ୍ରାନ୍ତଙ୍କ ସଂଖ୍ୟା । ମୃତ୍ୟୁସଂଖ୍ୟାରେ ବ୍ରେକ ଲାଗନି । ୬୯ ହଜାରରୁ ଅଧିକ ଜୀବନ ନେଲାଣି ମହାମାରୀ । ଗତ ୨୪ ଘଣ୍ଟାରେ ଦେଶରୁ ୮୬ ହଜାର ୪୩୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ…

ହସ୍ପିଟାଲରେ ଭର୍ତ୍ତି ହେଲେ ବଲିଉଡ ଅଭିନେତା ସଂଜୟ ଦତ୍ତ

ମୁମ୍ବାଇ: ବଲିଉଡ ଅଭିନେତା ସଂଜୟ ଦତ୍ତ ଆଜି ମୁମ୍ବାଇର ଲୀଲାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନାକୁ ଅଣାଯାଇଛି । ତାଙ୍କୁ ପ୍ରଥମେ ଆଇସିୟୁରେ ଭର୍ତ୍ତି କରାଯାଇଥିଲେ ସୁଦ୍ଧା ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା…

ଏସବୁ ରାଜ୍ୟରେ ଅଗଷ୍ଟ ୩୧ ଯାଏଁ ଲକଡାଉନ୍ ଅବଧି ବୃଦ୍ଧି

ପୁଡୁଚେରୀ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପୁଡୁଚେରୀରେ ବଢ଼ିଲା ଲକଡାଉନ୍ ଅବଧି । ଆସନ୍ତା ୩୧ ତାରିଖ ଯାଏଁ ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଭି. ନାରାୟଣସାମୀ । ତେବେ କିଛି କ୍ଷେତ୍ରରେ କଟକଣାକୁ କୋହଳ କରାଯାଇଛି । ସକାଳ ୬ଟାରୁ ରାତି ୯ଟା ଯାଏଁ ଖୋଲିବ ଦୋକାନ ବଜାର । ତେବେ…

ଓଡିଶା ସମେତ ୯ଟି ରାଜ୍ୟର କୋଭିଡ ସ୍ଥିତି ସମୀକ୍ଷା କଲେ କ୍ୟାବିନେଟ୍ ସଚିବ

ଭୁବନେଶ୍ୱର: ଦେଶର ସର୍ବାଧିକ ପ୍ରଭାବିତ ଓଡିଶା ସମେତ ନଅଟି ରାଜ୍ୟର କରୋନା ସଂକ୍ରମଣ ପରିଚାଳନା ସ୍ଥିତି ସଂପର୍କରେ କ୍ୟାବିନେଟ ସଚିବ ସମୀକ୍ଷା କରିଛନ୍ତି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ସମନ୍ୱୟ ରକ୍ଷା କରି କିପରି କରୋନାକୁ ମୁକାବିଲା କରାଯାଇପାରିବ ସେ ନେଇ ଆଲୋଚନା ହୋଇଥିଲା ।…

କରୋନା ଓ ପ୍ରକୃତି ପୂଜା

ଏ ସୁନ୍ଦର ସୃଷ୍ଟିର ସ୍ରଷ୍ଟା ହେଉଛନ୍ତି ଈଶ୍ୱର । ଯେଉଁ ଈଶ୍ୱର ଏ ମଣିଷକୁ ମାଗଣାରେ ଜଳ, ପବନ, ଅନୁପମ ନୀଳ ଆକାଶ, ବାସ କରିବା ପାଇଁ ପ୍ରଶସ୍ତ ପୃଥିବୀ, ଉପକାରରେ ଆସୁଥିବା ଅନେକ ଗଛଲତା, ଚନ୍ଦ୍ର ଓ ସୂର୍ଯ୍ୟ ଆଦି ଉପହାର ସ୍ୱରୂପ ପ୍ରଦାନ କରିଛନ୍ତି ସେଇ ସର୍ବ ଶକ୍ତିମାନ ଈଶ୍ୱରଙ୍କୁ କେବଳ…

ଅନଲକ୍‌-୨ ପାଇଁ ଆସିଲା ନୂଆ ଗାଇଡଲାଇନ

ଭୁବନେଶ୍ୱର: ପ୍ରକାଶ ପାଇଲା ଅନଲକ୍ -୨ ପାଇଁ ନୂଆ ଗାଇଡଲାଇନ । ଏହି ଗାଇଡ ଲାଇନ ଅନୁସାରେ ଜୁଲାଇ ୩୧ ଯାଏଁ ଲକଡାଉନ ଅବଧି ବୃଦ୍ଧି ପାଇଛି । ଏହି ସମୟ ମଧ୍ୟରେ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ । ଟ୍ରେନ ଓ ଅନ୍ତର୍ଜାତୀୟ ବିମାନ ଚଳାଚଳ ବନ୍ଦ ରହିବ । ସିନେମା ହଲ, ପାର୍କ ବନ୍ଦ ରହିବ ।…

ହସ୍ପିଟାଲରୁ ଡିସଚାର୍ଜ ହେଲେ କରୋନା ସଂକ୍ରମିତ ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ

ଦିଲ୍ଲୀ: କରୋନା ରିପପୋର୍ଟ ନେଗେଟିଭ୍ ବାହାରିବା ପରେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଦିଲ୍ଲୀ ସ୍ୱାସ୍ଥ୍ୟ ମନ୍ତ୍ରୀ ସତ୍ୟୈନ୍ଦ୍ର ଜୈନ୍ । ଏହାପରେ ମାକ୍ସ ହସ୍ପିଟାଲରୁ ସେ ଡିସଚାର୍ଜ ହୋଇଛନ୍ତି । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଅଛି । କିଛି ଦିନ ତଳେ କରୋନାରେ ସଂକ୍ରମିତ…