Latest Odisha News

BREAKING NEWS

Browsing Tag

India Fights Corona

ଦେଶର ୬୫ ପ୍ରତିଶତ ସଂକ୍ରମିତ କେବଳ ଚାରିଟି ରାଜ୍ୟର

ନୂଆଦିଲ୍ଲୀ: ଗୋଟିଏ ଦିନରେ ସର୍ବାଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ବାହାରିଛନ୍ତି ୧୪ ହଜାର ୫୧୬ ଭୂତାଣୁ ସଂକ୍ରମିତ । ଏହି ସମୟରେ ୩୭୫ ଜଣଙ୍କର ଜୀବନ ନେଇଛି ପ୍ରାଣଘାତୀ କରୋନା । ଏହାକୁ ମିଶାଇ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୯୫ ହଜାର ୪୮କୁ ବୃଦ୍ଧି ପାଇଛି । ୧୨…

ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ କରୋନା ପଜିଟିଭ୍

ନୂଆଦିଲ୍ଲୀ : ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ମଙ୍ଗଳବାର ଜ୍ୱର ହୋଇଥିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରୀକ୍ଷା ପରେ ସେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ତାଙ୍କର ରାଜୀବଗାନ୍ଧି ସୁପର…

ବିଷାଦ ବ୍ୟାଧିର ବଳୟରେ ବିଶ୍ୱ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… କରୋନା ମହାମାରୀ, ଭୋକର ଜ୍ୱାଳା ଭଳି ଏବେ ବିଷାଦର ବ୍ୟାଧି ସମଗ୍ର ବିଶ୍ୱରେ ବ୍ୟାପିବାରେ ଲାଗିଛି । ମଣିଷ ମନରୁ ଶାନ୍ତି ଉଭେଇ ଯାଇଛି । ଧନସମ୍ପତି, କୋଠାବାଡି, ସୁନାରୂପା, ଗାଡିଘୋଡା ସବୁଥାଇ ମଣିଷ ମନରେ ସୁଖ ନାହିଁ । ଏବେ ସେ ପାଗଳ ଭଳି…

ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧ହଜାର ଅତିକ୍ରମ କଲା, ମୃତ୍ୟୁ ସଂଖ୍ୟା ୬୮୧ରେ ଛୁଇଁଲା

ନୂଆଦିଲ୍ଲୀ : ଭାରତରେ ଦିନକୁ ଦିନ କାୟା ବିସ୍ତାର କରୁଛି କରୋନା । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨୧ ହଜାର ୩୯୩ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୪୮୬ଟି ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ,  ଦେଶରେ ମୋଟ ମୃତ୍ୟୁ ସଂଖ୍ୟା…

ଭାରତରେ କୋଭିଡ ୧୯ ସଂକ୍ରମିତଙ୍କ ମଧ୍ୟରେ ଅଛନ୍ତି ୧୦୦ ଜଣ ୧୨ବର୍ଷରୁ କମ୍ ପିଲା

ନୂଆଦିଲ୍ଲୀ : ଭାରତରେ କୋଭିଡ ୧୯ ସଂକ୍ରମଣର ଶିକାର ହେଉଛନ୍ତି ୧୨ ବର୍ଷରୁ କମ୍ ପିଲା । ଦିନକୁ ଦିନ ଏହି ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ବର୍ତ୍ତମାନ ବିଭିନ୍ନ ରାଜ୍ୟରେ ୧୨ ବର୍ଷରୁ କମ ପ୍ରାୟ ୧୦୦ଜଣ ପିଲା ସଂକ୍ରମିତ ହୋଇଥିବା ଜଣାପଡିଛି । ପିଲାମାନେ ସଂକ୍ରମିତ ହେଲେ ସେମାନଙ୍କଠାରେ…

ପିଏମ୍ କେୟାର୍ସ ଓ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ପାଇଁ ପାଞ୍ଚଟି ବାଲୁକା କଳା ପେଣ୍ଟିଙ୍ଗ୍ ନିଲାମ ଘୋଷଣା କଲେ…

ପୁରୀ: କରୋନା ମୁକାବିଲା ପାଇଁ ଗଠିତ ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡ୍ ଓ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସାହାଯ୍ୟ କରିବାକୁ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଆଗେଇ ଆସିଛନ୍ତି । ତାଙ୍କ ଦ୍ୱାରା ପ୍ରସ୍ତୁତ ପାଞ୍ଚଟି ସ୍ୟାଣ୍ଡ ଆର୍ଟ କାନଭାସ ପେଣ୍ଟିଂକୁ ନିଲାମ କରି ଏଥିରୁ…

ହରିଆଣାରେ କରୋନା ପଜିଟିଭ ରୋଗୀଙ୍କ ଚିକିତ୍ସା ଓ ଯତ୍ନ ନେଉଥିବା ସ୍ୱାସ୍ଥ୍ୟକର୍ମୀଙ୍କୁ ଡବଲ ଦରମା

ହରିଆଣା: କରୋନା ମହାମାରୀ ସଂକ୍ରମଣ ସାରା ଦେଶରେ ବୃଦ୍ଧି ପାଇବା ସହିତ ସ୍ୱାସ୍ଥ୍ୟକର୍ମୀମାନଙ୍କ ଉପରେ ଚାପ ବୃଦ୍ଧି ପାଇଛି । ଏହାକୁ ଦୃଷ୍ଟିରେ ରଖି ହରିଆଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ରାଜ୍ୟରେ କରୋନା ପଜିଟିଭ ରୋଗୀଙ୍କ ଚିକିତ୍ସା ଓ ଯତ୍ନ ନେଉଥିବା ସ୍ୱାସ୍ଥ୍ୟକର୍ମୀଙ୍କ ଦରମା…

ପାଞ୍ଚ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସମସ୍ତ ବକେୟା ଆୟକର ରିଟର୍ଣ୍ଣ ତୁରନ୍ତ ପ୍ରଦାନ କରିବେ ସରକାର

ଭୁବନେଶ୍ୱର: କୋଭିଡ-୧୯ ସଂକ୍ରମଣ ପରିସ୍ଥିତିକୁ ଦୃଷ୍ଟିରେ ରଖି ବ୍ୟବସାୟିକ ସଂସ୍ଥା ଏବଂ ବ୍ୟକ୍ତିବିଶେଷଙ୍କୁ ତୁରନ୍ତ ରିହାତି ଦେବା ଉଦ୍ଦେଶ୍ୟରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକର ରିଫଣ୍ଡ ତୁରନ୍ତ ପ୍ରଦାନ କରିବା ଲାଗି ଆୟକର ବିଭାଗ ଘୋଷଣା କରିଛି । ]ଏହା ଦ୍ୱାରା ୧୪ ଲକ୍ଷ ଟିକସଦାତା ଉପକୃତ…