Latest Odisha News

BREAKING NEWS

Browsing Tag

India Vs England

୧୯ବର୍ଷରୁ କମ୍ ବିଶ୍ୱକପ୍ ଫାଇନାଲ୍: ଆଜି ଭାରତ-ଇଂଲଣ୍ଡ ଫାଇନାଲ୍

ସ୍ପୋର୍ଟସ ବ୍ୟୁରୋ(ଓଡ଼ିଶା ସମ୍ବାଦ): ଆଜି ୧୯ ବର୍ଷରୁ କମ୍ ବିଶ୍ୱକପ୍ କ୍ରିକେଟ ଫାଇନାଲ୍ । ଟାଇଟଲ୍ ଲଢ଼େଇରେ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ । ଚଳିତ ବିଶ୍ୱକପରେ ଦୁଇ ଦଳ ଅପରାଜେୟ ଅଛନ୍ତି । ଏହି ମ୍ୟାଚ୍ ଭାରତୀୟ ସମୟ ସନ୍ଧ୍ୟା ସାଢ଼େ ୬ଟାରୁ ଆରମ୍ଭ ହେବ । ୮ ଥର ଫାଇନାଲିଷ୍ଟ ଟିମ୍…

ଆଜି ଭାରତ-ଇଂଲଣ୍ଡ ଦ୍ୱିତୀୟ ଦିନିକିଆ, ସୂର୍ଯ୍ୟକୁମାରଙ୍କୁ ମିଳିପାରେ ସୁଯୋଗ

ପୁନେ: ଆଜି ଭାରତ-ଇଂଲଣ୍ଡ ମଧ୍ୟରେ ଖେଳାଯିବ ଦ୍ୱିତୀୟ ଦିନିକିଆ । ପୁନେରେ ଏହି ମ୍ୟାଚ ଖେଳାଯିବ । ଏହି ମ୍ୟାଚ୍ ଜିତି ଆଗୁଆ ସିରିଜ କବଜା କରିବା ଲକ୍ଷ୍ୟରେ ମୈଦାନକୁ ଓହ୍ଲାଇବ ଟିମ୍ ଇଣ୍ଡିଆ । ତେବେ ପ୍ରଥମ ଦିନିକିଆରେ ଆହତ ହୋଇଥିବା ରୋହିତ ଶର୍ମା ଖେଳିବା ନେଇ ସସପେନ୍ସ ଦେଖାଦେଇଛି । ଏଯାଏ…

ପୁଣେ ଦିନିକିଆରେ ବିରାଟ ସେନାର ବିଜୟ ହିରୋ ନବାଗତ କ୍ରୁନାଲ୍-ପ୍ରସିଦ୍ଧି

ପୁନେ: ଉଭୟ ବ୍ୟାଟିଂ ଓ ବୋଲିଂରେ କମାଲ କଲେ ଭାରତୀୟ ଖେଳାଳି । ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଦମଦାର ବିଜୟ ହାସଲ କରିଛି ଟିମ୍ ଇଣ୍ଡିଆ । ଅଭିଜ୍ଞ ଓ ନବାଗତଙ୍କୁ ନେଇ ବିରାଟ ସେନା ବିଜୟରୁ ଅଭିଯାନ ଆରମ୍ଭ କରିଛି । ଟସ୍ ହାରିଥିବା ଭାରତ ପ୍ରଥମେ ବ୍ୟାଟିଂ କରି ୫ ଓ୍ୱିକେଟରେ ୩୧୭ରନ୍…

ଇଂଲଣ୍ଡ ବିପକ୍ଷ ଟି-ଟ୍ୱେଣ୍ଟିରେ ୮୦ ରନର ପାଳି ଖେଳି କୋହଲି କଲେ ନୂଆ ରେକର୍ଡ

ଅହମଦାବାଦ: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ପୁଣି ଥରେ ଏକ ରୋମାଞ୍ଚକାର ଇନିଂସ ଖେଳିଛନ୍ତି । ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ପଞ୍ଚମ ଟି-ଟ୍ୱେଣ୍ଟିରେ ଅପରାଜିତ ୮୦ ରନ୍ କରିଛନ୍ତି କୋହଲି । ଭାରତ ପଞ୍ଚମ ମ୍ୟାଚରେ ଇଂଲଣ୍ଡକୁ ୨୨୫ ରନର ବିଜୟ ଲକ୍ଷ୍ୟ ଦେଇଥିଲା । ଏହି ଇନିଂସରେ ଆଉ…

ଆଜି ଭାରତ-ଇଂଲଣ୍ଡ ତୃତୀୟ T20: ଚୂଡ଼ାନ୍ତ ଏକାଦଶକୁ ଫେରିପାରନ୍ତି ରୋହିତ

ଅହମ୍ମଦାବାଦ: ଆଜି ଖେଳାଯିବ ଭାରକ-ଇଂଲଣ୍ଡ ତୃତୀୟ ଟି-ଟ୍ୱେଣ୍ଟି । ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏହି ମ୍ୟାଚ୍ ଖେଳାଯିବ । ୧-୧ରେ ବର୍ତ୍ତମାନ ଦୁଇ ଦଳ ବରାବର ସ୍ଥିତିରେ ରହିଛନ୍ତି । ଆଜିର ମ୍ୟାଚ୍ ପାଇଁ ଚୂଡ଼ାନ୍ତ ଏକାଦଶକୁ ଫେରି ପାରନ୍ତି ଓପନର ରୋହିତ ଶର୍ମା । ଗତ ଦୁଇଟି…

ଲଢ଼େଇ ହେବ ଜୋରଦାର: ଆଜି ଭାରତ-ଇଂଲଣ୍ଡ ପ୍ରଥମ ଟି-ଟ୍ୱେଣ୍ଟି

ଅହମ୍ମଦାବାଦ: ଆଜିଠୁ ଆରମ୍ଭ ହେଉଛି ଭାରତ-ଇଂଲଣ୍ଡ ଟି-ଟ୍ୱେଣ୍ଟି ସିରିଜ । ସନ୍ଧ୍ୟା ୭ଟାରେ ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏହି ମ୍ୟାଚ ଖେଳାଯିବ । ଟି-ଟ୍ୱେଣ୍ଟିର ଶ୍ରେଷ୍ଠ ଦୁଇଟି ଦଳ ମଧ୍ୟରେ ମୁକାବିଲା । ତେଣୁ ଲଢ଼େଇ ଜୋରଦାର ହେବା ଆଶା କରାଯାଉଛି । ଟେଷ୍ଟରେ ଇଂଲଣ୍ଡ ପରାସ୍ତ…

ଇଂଲଣ୍ଡ ବିପକ୍ଷ ଟି-୨୦ ପାଇଁ ଟିମ୍ ଇଣ୍ଡିଆରେ ନୂଆ ଚେହେରା, ଏମାନଙ୍କୁ ଏଣ୍ଟ୍ରି ଟିକେଟ

ନୂଆଦିଲ୍ଲୀ: ଇଂଲଣ୍ଡ ବିପକ୍ଷ ଟି-ଟ୍ୱେଣ୍ଟି ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ୧୯ ଜଣିଆ ଟିମରେ ଚାରି ନୂଆ ଚେହେରାଙ୍କୁ ମିଳିଛି ସୁଯୋଗ । ଏମାନେ ହେଲେ ସୂର୍ଯ୍ୟକୁମାର ଯାଦବ, ଇଶାନ କିଷାନ ଓ ରାହୁଲ ତେଓ୍ୱାତିଆ । ଏମାନେ ସମସ୍ତେ ଗତ ଆଇପିଏଲରେ ଧମାଲ କରିଥିଲେ । ଏମାନଙ୍କ ସହ ବରୁଣ…