Latest Odisha News

BREAKING NEWS

Browsing Tag

india

ଜି-୨୦ ରାଷ୍ଟ୍ର ସମୂହଙ୍କ ମଧ୍ୟରେ ଭାରତ ସବୁଠୁ ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥବ୍ୟବସ୍ଥା

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ର ଆକଳନ ଅନୁଯାୟୀ, ବ୍ରିଟେନକୁ ପଛରେ ପକାଇ ଭାରତ ବିଶ୍ଵର ପଞ୍ଚମ ସର୍ବବୃହତ ଅର୍ଥବ୍ୟବସ୍ଥା ହୋଇପାରିଛି । କେବଳ ସେତିକି ନୁହେଁ ଅନ୍ୟାନ୍ୟ ପ୍ରଗତି ସୂଚକାଙ୍କରେ ମଧ୍ୟ ଭାରତର ସ୍ଥିତିରେ ସୁଧାର ଆସିଛି । ଜି-୨୦ ରାଷ୍ଟ୍ର ସମୂହଙ୍କ…

[ଦେଖନ୍ତୁ ଭିଡିଓ] ବ୍ରିଟେନକୁ ପଛରେ ପକାଇ ବିଶ୍ୱର ପଞ୍ଚମ ବୃହତ୍ ଅର୍ଥନୀତି ଭାରତ

ନୂଆଦିଲ୍ଲୀ: ଦେଶରେ ଦରଦାମ ଆକାଶଛୁଆଁ ରହିଥିବା ବେଳେ ଭାରତକୁ ଏକ ବଡ଼ ସଫଳତା ମିଳିଛି । ବ୍ରିଟେନକୁ ପଛରେ ପକାଇ ଭାରତ ବିଶ୍ୱର ପଞ୍ଚମ ବୃହତ୍ ଅର୍ଥନୀତି ଭାବେ ଉଭା ହୋଇଛି । ପୂର୍ବରୁ ପଞ୍ଚମ ସ୍ଥାନରେ ଥିବା ବ୍ରିଟେନ୍ ଷଷ୍ଠ ସ୍ଥାନକୁ ଖସିଛି । ୨୦୨୧ର ପ୍ରଥମ ତ୍ରୈମାସିକରେ ଭାରତ,…

ଏସିଆ କପ୍, ଆଉ ଦୁଇଦିନ ପରେ ଭାରତ-ପାକିସ୍ତାନ ମ୍ୟାଚ୍

ଓଡ଼ିଶା ସମ୍ବାଦ ବ୍ୟୁରୋ: ଆଉ ଦିନକ ପରେ ଆରମ୍ଭ ହେବ ଏସିଆ କପ୍ । ତେବେ ଏଥର ଏସିଆ କପରେ ଭାରତ ପାକିସ୍ତାନ ମ୍ୟାଚରେ କିଏ ଜିତିବ ତାକୁ ନେଇ ଏବେଠୁ ଚର୍ଚା ଆରମ୍ଭ ହୋଇଯାଇଛି । ଆସନ୍ତା ଅଗଷ୍ଟ 28ରେ ପାକିସ୍ତାନକୁ ଭେଟିବ ଭାରତ । https://www.youtube.com/watch?v=hYvjn-QipQE ଏହି…

ପଡ଼ୋଶୀ ଶତ୍ରୁ ସହ ମୁକାବିଲା ପାଇଁ ଭାରତର ରଣନୀତି

ନୂଆଦିଲ୍ଲୀ: ଭାରତର ଦୁଇ ପଡ଼ୋଶୀ, ଦୁଇ ଶତ୍ରୁ । ଦୀର୍ଘ ବର୍ଷରୁ ପାକିସ୍ତାନ ଭାରତର ଶତ୍ରୁ ରହିଥିବା ବେଳେ ଚୀନ ବି ସମ୍ପର୍କ ଖରାପ କରିବାରେ ଲାଗିଛି । ୧୯୯୦ ମସିହାର ରାଜିନାମାକୁ ଉଲ୍ଲଂଘନ କରି ଚୀନ ଏଲ୍ଏସିରେ ସୈନିକ ଠୁଳ କରୁଛି । ଯାହାକୁ ନେଇ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ…

ସ୍ବାଧୀନତା ସଂଗ୍ରାମ ସମୟର ନାରା: ଯାହା ଦେଶବାସୀଙ୍କ ମଧ୍ୟରେ ଭରିଥିଲା ଯୋଶ୍

ଦେଶ ସ୍ବାଧୀନତା ପାଇଁ ହଜାର ହଜାର ସ୍ବାଧୀନତା ସଂଗ୍ରାମୀ ପ୍ରାଣବଳୀ ଦେଇଥିଲେ । ଇଂରେଜ ସରକାରଙ୍କ ବିରୋଧରେ ସେ ସମୟରେ ଏପରି କିଛି ନାରା ଦିଆଯାଇଥିଲା ଯାହା ଆଜି ବି ସମସ୍ତଙ୍କ ହୃଦୟରେ ରୋମାଂଚ ଭରିଦିଏ । ଏଭଳି କିଛି  ପ୍ରସିଦ୍ଧ ସ୍ଲୋଗାନ ବିଷୟରେ ଆସନ୍ତୁ ଜାଣିବା । ଯାହାକୁ ଆପଣ ଭାଷଣ…

ଭାରତକୁ 22 ସ୍ବର୍ଣ୍ଣ, 16 ରୈାପ୍ୟ ସହ ଚତୁର୍ଥ ସ୍ଥାନ

ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତ ଏଥର 22ଟି ସ୍ବର୍ଣ୍ଣ ପଦକ ହାସଲ କରିଛି । ଏହା ସହ 16ଟି ରୈାପ୍ୟ ଏବଂ 23ଟି କାଂସ୍ୟ ପଦକ ହାସଲ କରି ମୋଟ 61 ପଦକ ସହ 4ର୍ଥ ସ୍ଥାନରେ ରହିଛି । https://twitter.com/ddsportschannel/status/1556630681026891781 ଅଷ୍ଟ୍ରେଲିଆ ଏକ…

ଚତୁର୍ଥ ଟି ଟ୍ବେଣ୍ଟିରେ ଭାରତ 59 ରନରେ ବିଜୟୀ

ୱେଷ୍ଟ ଇଣ୍ଡିଜ୍‌ ଓ ଭାରତ ମଧ୍ୟରେ ଚତୁର୍ଥ ଟି-ଟ୍ୱେଣ୍ଟି ରେ ଭାରତ 59 ରନରେ ବିଜୟୀ ହୋଇଛି ।  ଆମେରିକାର ଫ୍ଲୋରିଡା ସହରରେ ଖେଳାଯାଉଥିବା ଏହି ମ୍ୟାଚରେ ବର୍ଷା କିଛି ସମୟ ବାଧକ ସାଜିବାକୁ ମ୍ୟାଚ ଡେରିରେ ଆରମ୍ଭ ହୋଇଥିଲା ।…

ଏସିଆ କପ୍ ତାରିଖ ଘୋଷଣା, ଦୁବାଇରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ

ନୂଆଦିଲ୍ଲୀ: ଏସିଆ କପ୍ ପାଇଁ ତାରିଖ ଘୋଷଣା ହୋଇଛି । ଅଗଷ୍ଟ ୨୭ରୁ ଆରମ୍ଭ ହେବାକୁ ଥିବା ଟୁର୍ଣ୍ଣାମେଣ୍ଟରେ ୨୮ ତାରିଖରେ ଭାରତ-ପାକିସ୍ତାନ ମୁହାଁମୁହିଁ ହେବେ । ଚଳିତଥର ଏସିଆ କପ୍ ଟି-ଟ୍ୱେଣ୍ଟି ଫର୍ମାଟରେ ଖେଳାଯିବ । ଏହି ମ୍ୟାଚ୍ ଦୁବାଇରେ ହେବ । ଅଗଷ୍ଟ ୨୭ରୁ ୩୧ ତାରିଖ ଯାଏ ଗ୍ରୁପ୍…

ବିରୋଧୀଙ୍କ କ୍ରସ୍‌ଭୋଟିଂ : ଓଡ଼ିଶାରୁ 1 ଆସାମରୁ 22

ଓଡ଼ିଶା ସମ୍ବାଦ ବ୍ୟୁରୋ: ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ନିର୍ବାଚନ ସହଜରେ ଜିତିଛନ୍ତି । ପୂର୍ବରୁ ମଧ୍ୟ ସେ ବିଜୟଲାଭ କରିବେ ବୋଲି ଜଣାଥିଲା । କିନ୍ତୁ ମୋଦିଙ୍କ ମାଷ୍ଟର ଷ୍ଟ୍ରୋକ ଏବେ 2024 ନିର୍ବାଚନ ପୂର୍ବରୁ ସମସ୍ତଙ୍କୁ ଚକିତ କରିଛି। ବିରୋଧୀ ଦଳମାନେ ନିଜ ଦଳର ବିଧାୟକ…

ୱେଷ୍ଟଇଣ୍ଡିଜ୍‌ କୁ ୩ ରନ୍‌ରେ ପରାସ୍ତ କଲା ଇଣ୍ଡିଆ

ହାରୁ ହାରୁ ଜିତିଗଲା ଇଣ୍ଡିଆ । ଚାପରେ ଥିବା ଇଣ୍ଡିଆ ଟିମ୍ ଶେଷରେ ରୋମାଞ୍ଚକର ବିଜୟ ହାସଲ କରିଛି । ଶେଷ ଓଭରରେ 11 ରନ୍ କରିଥିଲେ ଓ୍ବେଷ୍ଟ ଇଣ୍ଡିଜ ଖେଳାଳି ଆଉ 3 ରନରେ ଜିତିଥିଲା ଇଣ୍ଡିଆ । https://twitter.com/BCCI/status/1550602265227997184 ପ୍ରଥମ ଦିନିକିଆକୁ ଶିଖର…