Latest Odisha News

BREAKING NEWS

Browsing Tag

india

ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷିତ: ଅଶ୍ୱୀନ ଫେରିଲେ, ଧୋନୀ ଟିମ ମେଂଟର

ମୁମ୍ବାଇ: ୟୁଏଇ ଓ ଓମାନରେ ହେବାକୁ ଥିବା ଟି୨୦ ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି । ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳରୁ ବାଦ୍ ପଡିଛନ୍ତି ୟୁଜଭେନ୍ଦ୍ର ଚହଲ ଓ ଶିଖର ଧାୱନ । ଦୁଇ ଉଇକେଟ କିପର ରିଷଭ ପନ୍ତ ଓ ଇଶାନ କିଶାନଙ୍କୁ ସୁଯୋଗ ଦିଆଯାଇଛି । ଦୀର୍ଘ ଦିନ ପରେ…

ଟିକାକରଣରେ ରେକର୍ଡ କଲା ଭାରତ; ସମସ୍ତ ଜି -୭ ଦେଶ ମଧ୍ୟରେ ସବୁଠୁ ଆଗରେ ଭାରତ

ନୂଆଦିଲ୍ଲୀ:କରୋନା ଟିକାକରଣରେ ରେକର୍ଡ କଲା ଭାରତ। ରବିବାର ଦିନ କେନ୍ଦ୍ର ସରକାର ସୂଚନା ଦେଇଛନ୍ତି ଯେ ଅଗଷ୍ଟ ମାସରେ ଭାରତ ସମସ୍ତ ଜି -୭ ଦେଶ ମଧ୍ୟରେ ସର୍ବାଧିକ କରୋନା ଟିକା ଦେଇଛି। କେନ୍ଦ୍ର ଦ୍ବାରା ପ୍ରଦତ୍ତ ତଥ୍ୟରେ ଦର୍ଶାଇଛି ଯେ ସମସ୍ତ ଜି -୭ ସଦସ୍ୟ ଦେଶମାନଙ୍କରେ ୧୦.୧ କୋଟି…

ଆସନ୍ତା ନଭେମ୍ବରରେ ଭାରତ-ଆମେରିକା ମଧ୍ୟରେ ୨ + ୨ ଆଲୋଚନା

ନୂଆଦିଲ୍ଲୀ: ଭାରତ ଏବଂ ଆମେରିକା ମଧ୍ୟରେ ୨ + ୨ ଆଲୋଚନା ଚଳିତ ବର୍ଷ ନଭେମ୍ବରରେ ଅନୁଷ୍ଠିତ ହେବ ବୋଲି ବୈଦେଶିକ ସଚିବ ହର୍ଷ ବର୍ଦ୍ଧନ ଶ୍ରୀଙ୍ଗଲ କହିଛନ୍ତି। “ଭାରତ ଓ ଆମେରିକା ମଧ୍ୟରେ ୨ + ୨ ଆଲୋଚନା ନମ୍ବେରରେ ହେବ କିନ୍ତୁ ଏହାର ପ୍ରକୃତ ତାରିଖ ଧାର୍ଯ୍ୟ ହୋଇନାହିଁ ବୋଲି…

ହାଇଜମ୍ପରେ ଥାଙ୍ଗଭେଲୁ ରୌପ୍ୟ, ଶରଦ ବ୍ରୋଞ୍ଜ ଜିତିଲେ

ଟୋକିଓ: ଚଳିତ ଟୋକିଓ ପାରାଅଲିମ୍ପିକ୍ସରେ ଭାରତୀୟ ଆଥଲେଟମାନେ ଶ୍ରେଷ୍ଠ ପ୍ରଦର୍ଶନ ଜାରୀ ରଖିଛନ୍ତି । ମଙ୍ଗଳବାର ସିଂହରାଜ ପୁରୁଷ ୧୦ମିଟର ଏୟାର ପିସ୍ତଲ ଇଭେଂଟରେ ବ୍ରୋଞ୍ଜ ପଦକ ଜିତି ଅଭିଯାନ ଆରମ୍ଭ କରିଥିଲେ । ଏହା ପରେ ହାଇଜମ୍ପର ଟି୬୩ ବିଭାଗରେ ମାରିୟପ୍ପନ ଥାଙ୍ଗାଭେଲୁ ଓ ଶରଦ କୁମାର…

କାବୁଲରେ ବନ୍ଦ ହେଲା ଭାରତୀୟ ଦୂତାବସ, ଅଧିକାରୀଙ୍କୁ ନେଇ ଭାରତ ଅଭିମୁଖେ ଗ୍ଲୋବମାଷ୍ଟର

ନୂଆଦିଲ୍ଲୀ: ତାଲିବାନ କବଜାକୁ ଆଫଗାନିସ୍ତାନ ଯିବା ପରେ ଭାରତୀୟଙ୍କୁ ସେଠାରୁ ଆଣିବା ପାଇଁ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି । ମଙ୍ଗଳବାର କାବୁଲରେ ଥିବା ଦୂତାବସକୁ ବନ୍ଦ କରିବା ସହ ଅଧିକାରୀମାନଙ୍କୁ ଭାରତ ଫେରାଇ ଆଣିବା ପାଇଁ ସମସ୍ତ ଚେଷ୍ଟା ଚାଲିଛି । ଆମେରିକା ସୈନିକଙ୍କ ସୁରକ୍ଷା ମଧ୍ୟରେ…

ଲର୍ଡ୍ସରେ ଇଂଲଣ୍ଡ ଖେଳାଳି ବଲ ଟ୍ୟାମ୍ପରିଂ କରୁଥିବା ନେଇ ସନ୍ଦେହ !

ନୂଆଦିଲ୍ଲୀ: ଭାରତ-ଇଂଲଣ୍ଡ ମଧ୍ୟରେ ଚାଲିଥିବା ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଇଂଲଣ୍ଡ ଖେଳାଳି ବଲ ଟ୍ୟାମ୍ପରିଂ କରୁଥିବା ସନ୍ଦେହ ଉପୁଜିଛି । ୪ର୍ଥ ଦିବସରେ ଆୟୋଜକ ଦଳର କେତେକ ଖେଳାଳି ବଲକୁ ସ୍ପାଇକରେ ଘସୁଥିବା ଦେଖିବାକୁ ମିଳିଛି । ସୋସିଆଲ ମିଡିଆରେ ଏ ସମ୍ପର୍କୀତ ଫଟୋ ଶେୟାର ହେବା ପରେ ଏବେ…

ଅଲିମ୍ପିକ୍ସ: ୩୭ ବର୍ଷ ପରେ ଗ୍ରୁପ ଷ୍ଟେଜରେ ୩ ମ୍ୟାଚ ଜିତିଲେ ଭାରତୀୟ ହକି ଟିମ୍‌

ଟୋକିଓ: ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ଖେଳାଳି ଲୟକୁ ଫେରିଛନ୍ତି । ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଭାରତୀୟ ହକି ଦଳ ଅଲିମ୍ପିକ ଚାମ୍ପିୟନ ଆର୍ଜେଂଟିନାକୁ ୩-୧ରେ ପରାସ୍ତ କରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିିଛି । ଦୀର୍ଘ ୩୭ ବର୍ଷ ପରେ ଅଲିମ୍ପିକ୍ସରେ ଭାରତ ଗ୍ରୁପ ଷ୍ଟେଜରେ…

ଫ୍ଲାଇଟ ମିସ୍ କଲେ ଭିନେଶ, ଟୋକିଓରେ ପଂହଚି ପାରିବେ ତ!

ନୂଆଦିଲ୍ଲୀ: ଭାରତର ଷ୍ଟାର ମହିଳା ରେସଲର ଭିନେଶ ଫୋଗଟ ଟୋକିଓ ଫ୍ଲାଇଟ ମିସ୍ କରିଛନ୍ତି । ୟୁରୋପିଆନ ୟୁନିୟନରେ ଭିଜାରେ ପ୍ରଦତ ତାରିଖଠାରୁ ସେ ଗୋଟିଏ ଦିନ ଅଧିକ ରହି ଯାଇଥିଲେ । ଫଳରେ ତାଙ୍କୁ ଫ୍ଲାଇଟରେ ଯିବାକୁ ଅନୁମତି ମିଳି ନ ଥିଲା । ପ୍ରାପ୍ତ ଖବର ଅନୁସାରେ ଭିନେଶକୁ ଟୋକିଓରେ…

ତୀରନ୍ଦାଜ, ମହିଳା ହକିରେ ପୁନର୍ବାର ନିରାଶା

ଟୋକିଓ: ଟୋକିଓ ଅଲିମ୍ପିକ୍ସରେ ବୁଧବାର ଭାରତୀୟ ତୀରନ୍ଦାଜ, ମହିଳା ହକି ଓ ରୋଇଂରେ ଭାରତୀୟଙ୍କ ପ୍ରଦର୍ଶନ ନୈରାଶ୍ୟଜନକ ରହିଛି । ତୀରନ୍ଦାଜରେ ତରୁଣଦୀପ ରାୟ ପୁରୁଷ ସିଙ୍ଗଲ୍ସ ପଦକ ଦୌଡରୁ ବାଦ୍ ପଡିଛନ୍ତି । ରାଉଣ୍ଡ ଅଫ ୧୬ ଏଲିମିନେଶନ ମୁକାବିଲାରେ ଇସ୍ରାଏଲର ଇଟେ ଶୈନୀଙ୍କ ସହ ତାଙ୍କ…

ଡୋମିନୋଜ ପରେ ଆଇନକ୍ସର ବଡ ଘୋଷଣା, ଅଲିମ୍ପିକ ପଦକ ବିଜେତାଙ୍କୁ ଆଜୀବନ ମାଗଣା ଫିଲ୍ମ ଦେଖାଇବ

ନୂଆଦିଲ୍ଲୀ: ଟୋକିଓ ଅଲିମ୍ପିକ୍ସ ପଦକ ବିଜେତାଙ୍କ ପାଇଁ ବଡ ବଡ କମ୍ପାନୀ ମନଲୋଭା ଅଫର ଦେବା ଆରମ୍ଭ କରି ଦେଇଛନ୍ତି । ମହିଳା ୱେଟଲିଫ୍ଟିଂରେ ରୌପ୍ୟ ପଦକ ଜିତିଥିବା ମୀରାବାଇ ଚାନୁଙ୍କୁ ଡୋମିନୋଜ ମାଗଣା ପିଜା ଯୋଗାଇଦେବା ଘୋଷଣା କରିବା ପରେ ଆଜି ଆଇନକ୍ସ ଲୋଭନୀୟ ଅଫର ଦେଇଛି । ଅଲିମ୍ପିକ୍ସ…