ରାଜନୀତି ନୁହେଁ ଖେଳଘର
ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର…
ନିର୍ବାଚନ ପରେ ନିର୍ବାଚନ । ରାଜୀନତିର ମଇଦାନ ଯେପରି ପାଲଟିଯାଇଛି ରଣାଙ୍ଗନ । ଏ ଭୂମି ଭୋଗିଛି କେତେକେତେ କର୍ମର କଷଣ, ଧର୍ମର ଧର୍ଷଣ, ମର୍ମବିଦାରକ ଆତ୍ମବିଭାଜନ - ଶୁଣିଛି ଭାଗ୍ୟ ବଦଳାଇଦେବାର ଭୂରିଭୂରି ଭାଙ୍ଗଖିଆ ଭାଷ୍ୟ ଓ ଭାଷଣ –…