ଭାରତରେ ୨୪ ଘଣ୍ଟାରେ ୬୨ ହଜାରରୁ ଉର୍ଦ୍ଧ୍ୱ କରୋନା ପଜିଟିଭ, ୮୩୭ ମୃତ
ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୭୪,୩୨,୬୮୧କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି ।
କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…