କରୋନା ଅପଡ଼େଟ୍: ଭାରତ, ଓଡ଼ିଶା ସମେତ ବିଶ୍ୱର ତାଜା ସ୍ଥିତି
ଭୁବନେଶ୍ୱର: ଆଜି ସକାଳ ୬ଟା ସୁଦ୍ଧା ସମଗ୍ର ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪, ୦୭, ୩୪୦ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୧,୬୫, ୦୬୯ରେ ପହଞ୍ଚିଛି । ସମୁଦାୟଙ୍କ ଆକ୍ରାନ୍ତଙ୍କ ମଧ୍ୟରୁ ୬,୨୫,୧୨୮ ଜଣ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି ।
ଭାରତରେ ୨୦ ତାରିଖ ସକାଳ ୬ଟା ସୁଦ୍ଧା ମୋଟ…