Latest Odisha News

BREAKING NEWS

Browsing Tag

india

ଚୀନ୍‌ ପାଇଁ ୧୩୫ କିଲୋମିଟର ରାସ୍ତା ପ୍ରସ୍ତୁତ କଲା ଭାରତ

ନୂଆଦିଲ୍ଲୀ : ଭାରତୀୟ ସୀମା ପ୍ରତି ଚୀନ୍‌ର ମନୋଭାବ କେବେ ବିଶ୍ୱାସଯୋଗ୍ୟ ନୁହେଁ। ସମୟ ସମୟରେ ଚୀନ୍ ଏପରି କାର୍ଯ୍ୟ କରିଥାଏ, ଯାହା ନିଜକୁ ଭୁଲ ବୋଲି ପ୍ରମାଣ କରିଥାଏ  । ହେଲେ ଗତ କିଛି ବର୍ଷ ମଧ୍ୟରେ ଭାରତର ଆକ୍ରମଣାତ୍ମକ ଆଭିମୁଖ୍ୟ ଚୀନ୍‌କୁ ଅନେକ ଥର ପଛକୁ ଫେରାଇ ଆଣିବା ପାଇଁ କାର୍ଯ୍ୟ…

ପାକିସ୍ତାନକୁ ନୋଟିସ୍‌ ଦେଲା ଭାରତ

ନୂଆଦିଲ୍ଲୀ : ବହୁତ ଖରାପ ସମୟ ଦେଇ ଗତି କରୁଛି ଏବେ ପାକିସ୍ତାନ । ୧୯୬୦ ସିନ୍ଧୁ ଜଳ ଚୁକ୍ତି ଉଲ୍ଲଂଘନକୁ ନେଇ ଏବେ ପାକିସ୍ଥାନକୁ ନୋଟିସ ଜାରି କରିଛି ଭାରତ । ପାକିସ୍ତାନର ବହୁ କାର୍ଯ୍ୟ ସିନ୍ଧୁ ଜଳ ଚୁକ୍ତି ଉଲ୍ଲଂଘନ କରୁଥିବାରୁ ଏହି ନୋଟିସ ଜାରି କରାଯାଇଥିବା ଜଣାପଡ଼ିଛି । ୧୯୬୦ରେ…

ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ୍ ଜିତିଲା ଭାରତ, ରାଙ୍କିଂ ଲିଷ୍ଟର ଶୀର୍ଷରେ ଟିମ୍ ଇଣ୍ଡିଆ

ଇନ୍ଦୋର: ୯୦ ରନରେ ଭାରତ, ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଦିନିକିଆ ମ୍ୟାଚକୁ ଜିତିବା ସହ ୩ ଟିକିଆ ଦିନିକିଆ ମ୍ୟାଚ୍ ସିରିଜକୁ କ୍ଲିନ୍ ସୁଇପ୍ କରିଛି । ବିଜୟ ସହ ଭାରତ ଦିନିକିଆ ଫର୍ମାଟରେ ଇଂଲଣ୍ଡକୁ ପଛରେ ପକାଇ ବିଶ୍ୱର ଶ୍ରେଷ୍ଠ ଟିମ୍ ଭାବେ ଆଇସିସି ରାଙ୍କିରେ ସ୍ଥାନ ପାଇଛି । ଆଜିର…

୪-୨ ଗୋଲରେ ୱେଲ୍ସକୁ ହରାଇଲା ଭାରତ, କ୍ରସ୍ ଓଭରରେ ନ୍ୟୁଜିଲାଣ୍ଡ ସହ ମୁକାବିଲା

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ୱାଲେ ବିପକ୍ଷ ମ୍ୟାଚରେ ଭାରତ ବିଜୟୀ ହୋଇଛି । ଏଥିସହ କ୍ରସ୍ ଓଭରରେ ଭାରତ ନ୍ୟୁଜିଲାଣ୍ଡକୁ ଭେଟିବ । ଆଜିର ଚିତ୍ତାକର୍ଷକ ମ୍ୟାଚରେ ୪-୨ ଗୋଲରେ ଭାରତ ବିଜୟୀ ହୋଇଛି । ଦଳ ପକ୍ଷରୁ ଆକାଶଦୀପ ସିଂ ୨ଟି ଗୋଲ୍ ଦେଇଥିବା ବେଳେ ଶମଶେର ସିଂ ଓ ହରମନପ୍ରୀତ ସିଂ…

କାହାର ଏ ଚାପ ? ୨୪ ଘଣ୍ଟା ଯାଇନି କାହିଁକି ବଦଳିଗଲା ପାକ ପ୍ରଧାନମନ୍ତ୍ରୀ ସ୍ୱର

ନୂଆଦିଲ୍ଲୀ: ଶିକ୍ଷା ଲାଭ କରିଥିଲେ । ହେଲେ ଶିକ୍ଷା ଭୁଲିଗଲେ କି ପାକ ପ୍ରଧାନମନ୍ତ୍ରୀ ? ପ୍ରଥମେ ନେହୁରା ହେଲେ କିନ୍ତୁ ପରେ ପଲଟି ଗଲେ କାହିଁକି ? ୨୪ ଘଣ୍‌ଟା ପରେ କାହିଁକି ବଦଳିଗଲା ସ୍‌:ର ? ଯୁଦ୍ଧ ବରବାଦି ଆଣି ଦେଇଛି ବୋଲି କହୁଥିଲେ । ଶାନ୍ତିପୂର୍ଣ୍ଣ ଆଲୋଚନା ଚାହୁଁଥିଲେ । ହେଲେ…

ଏ ସରକାରୀ ବାବୁ ! ୟାଙ୍କର ତ୍ରିରଙ୍ଗାକୁ ଖାତିର ନାହିଁ…

ଭୁବନେଶ୍ୱର: ତ୍ରିରଙ୍ଗା ଯାହା ନାଁ କାନରେ ପଡିଲେ, ଦେହରେ ଶିହରଣ ସୃଷ୍ଟି ହୁଏ । ହେଲେ ଏଠି ତ୍ରିରଙ୍ଗାକୁ ଏତେ ଅସମ୍ମାନ !  ଫରଫର ଉଡୁଥିବା ତ୍ରିରଙ୍ଗାରେ ଚାଲିଛି ଧୂଳିପୋଛା ! ଯେଉ ତ୍ରିରଙ୍ଗା ଦେଖିଲେ  ଭାରତୀୟଙ୍କ ଛାତି ଗର୍ବରେ ଫୁଲିଯାଏ ତାର ପୁଣି ଏତେ ଅମର୍ଯ୍ୟଦା ! ସୋସିଆଲ ମିଡିଆରେ…

ପୂରଣ ହେବ କି ଭାରତର ୪୮ ବର୍ଷର ସ୍ୱପ୍ନ ?

ଭୁବନେଶ୍ୱର: ଆଉ ମାତ୍ର ୩ ଦିନ । ଆରମ୍ଭ ହେବ ହକି ବିଶ୍ୱକପ୍ । ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ୍ ସହ ରାଉରକେଲାର ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯିବ ସମସ୍ତ ମ୍ୟାଚ । ୨୦୧୮ ହକି ବିଶ୍ୱକପ୍ ପରେ ଓଡ଼ିଶାରେ ଲଗାତାର ଦ୍ୱିତୀୟ ଥର ପାଇଁ ହକି ବିଶ୍ୱକପ୍ ଖେଳ ହେବାକୁ ଯାଉଛି । ବିଶ୍ୱର…

ବାପା ହେଲେ ମିଳିବ ଛୁଟି

ଓଡ଼ିଶା ସମ୍ବାଦ ବ୍ୟୁରୋ: ସରକାରୀ ଅଫିସ ହେଉ ବା ବେସରକାରୀ, ପ୍ରତ୍ୟେକ ମହିଳାଙ୍କୁ ମାତୃତ୍ଵକାଳୀନ ଅବକାଶ ଦିଆଯାଇଥାଏ । ସାଧାରଣତଃ ମାତୃତ୍ୱକାଳୀନ ଅବକାଶ ୬ ମାସ ମିଳିଥାଏ । ତେବେ ଏହି ଅବକାଶ କେବଳ ମା’ ମାନଙ୍କ ପାଇଁ । ଖୁସିର କଥା, ଏଣିକି ବାପାମାନଙ୍କୁ ବି ମିଳିବ ଏମିତି ସୁବିଧା । ଏହି…

ସୀମା ବିବାଦ ସତ୍ତ୍ୱେ ପରସ୍ପରକୁ ଜେଲରେ ବନ୍ଦୀ ନାଗରିକଙ୍କ ତାଲିକା ଦେଲେ ଭାରତ ଓ ପାକିସ୍ତାନ

ନୂଆଦିଲ୍ଲୀ : ଭାରତର ପଡ଼ୋଶୀ ଦେଶ ପାକିସ୍ତାନ। ସ୍ୱାଧୀନତା ପୂର୍ବରୁ ଭାରତର ଅଂଶ ଥିବାରୁ ଦୁଇ ଦେଶ ମଧ୍ୟରେ ଥିବା ସୀମାବର୍ତ୍ତୀ ଲୋକେ ସମସ୍ୟାରେ ଫସିଯାଆନ୍ତି। ଶତ୍ରୁ ରାଷ୍ଟ୍ର ବୋଲାଉଥିଲେ ବି ସୀମାବର୍ତ୍ତୀ ଲୋକେ ବେଳେ ବେଳେ ବାଟବଣା ହୋଇଯାଆନ୍ତି। କେତେବେଳେ କେମିତି ଅଜାଣତରେ ପରସ୍ପରର…

ମାନ୍ଦାବସ୍ଥା ସତ୍ତ୍ୱେ ଦ୍ରୁତ ଅର୍ଥନୀତି ବିକଶିତ ରାଷ୍ଟ୍ର ହୋଇପାରିଛି ଭାରତ

ନୂଆଦିଲ୍ଲୀ: ମାନ୍ଦାବସ୍ଥା ସତ୍ତ୍ୱେ ଅନେକ ବାଧାବିଘ୍ନ ଭିତରେ ବି ଭାରତ ଜାନୁଆରୀରୁ ଜୁଲାଇ ୨୦୨୨ ମଧ୍ୟରେ ବୃହତ୍ ଅର୍ଥନୀତି ଚୀନକୁ ପଛରେ ପକାଇଥିଲା । ପ୍ରଥମେ କରୋନା ମହାମାରୀ ଓ ତାପରେ ଋଷ-ୟୁକ୍ରେନ ଯୁଦ୍ଧ ପାଇଁ ଆସିଥିବା ବାଧାବିଘ୍ନ ସାରା ବିଶ୍ୱରେ ମହଙ୍ଗାସ୍ଥିତି ଆଣିଥିଲା । ବେକାରୀ…