ବାଇଡେନ୍ ଦଳରେ ସାମିଲ୍ ହେଲେ ଭାରତୀୟ-ଆମେରିକୀୟ ଆଇନଜୀବୀ କିରଣ ଅହୁଜା
ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଭାରତୀୟ-ଆମେରିକୀୟ ଆଇନଜୀବୀ ତଥା ଅଧିକାର କର୍ମୀ କିରଣ ଅହୁଜାଙ୍କୁ ଅଫିସ୍ ଅଫ୍ ପର୍ସୋନେଲ୍ ମ୍ୟାନେଜମେଣ୍ଟ କାର୍ଯ୍ୟାଳୟର ମୁଖ୍ୟ ଭାବରେ ମନୋନୀତ କରିଛନ୍ତି। ଯାହା ଆମେରିକାର ଦୁଇ ଲକ୍ଷରୁ ଅଧିକ ସରକାରୀ କର୍ମଚାରୀଙ୍କୁ ପରିଚାଳନା କରିଥାଏ।…