କରୋନା ସଂକ୍ରମିତ ହେଲେ ଇଣ୍ଡିଆନ୍ ଆଇଡଲ ପ୍ରତିଯୋଗୀ ପଓ୍ବନଦୀପ ରାଜନ୍, ଫ୍ୟାନଙ୍କ ପାଇଁ ହୋଟେଲ ରୁମ୍ରୁ ଗାଇବେ ଗୀତ
ମୁମ୍ବାଇ: ଇଣ୍ଡିଆନ୍ ଆଇଡଲ ପ୍ରତିଯୋଗୀ ପଓ୍ବନଦୀପ ରାଜନ୍ କରୋନା ଆକ୍ରାନ୍ତ ହୋଇଛନ୍ତି । ମୁମ୍ବାଇର ଏକ ହୋଟେଲରେ ସେ କ୍ବାରେଣ୍ଟାଇନରେ ଅଛନ୍ତି । ଆଗାମୀ ଏପିସୋଡରେ ପଓ୍ବନଦୀପ ମଞ୍ଚରୁ ନୁହେଁ ନିଜ ଫ୍ୟାନମାନଙ୍କ ପାଇଁ ହୋଟେଲ ରୁମରୁ ହିଁ ଗୀତ ଗାଇବେ ବୋଲି କହିଛନ୍ତି ।
ହୋଟେଲ ରୁମରୁ…