Latest Odisha News

BREAKING NEWS

Browsing Tag

indian railways

ଅଣସଂରକ୍ଷିତ ଟିକେଟ୍ ଲାଗି UTS On Mobile ଆପର ପୁନଃ ଆରମ୍ଭ ନେଇ ରେଲୱେର ନିଷ୍ପତ୍ତି

ନୂଆଦିଲ୍ଲୀ: କୋଭିଡ୍ କଟକଣା ଯୋଗୁଁ ବନ୍ଦ ରହିଥିବା ଅଣସଂରକ୍ଷିତ ରେଳ ଯାତ୍ରା ପୁଣି ଆରମ୍ଭ ହେବ । ଦେଶର ନିର୍ଦ୍ଦିଷ୍ଟ କେତେକ ଜୋନରେ ଏହି ସେବା ପୁଣିଥରେ ଆରମ୍ଭ ହେବାକୁ ଯାଉଛି । ଅଣସଂରକ୍ଷିତ ରେଳ ଯାତ୍ରା ପୁଣି ଥରେ ଆରମ୍ଭ ହେଉଥିବା ବେଳେ ଷ୍ଟେସନରେ ଥିବା ରେଲୱେ ଟିକେଟ୍ କାଉଣ୍ଟରରେ…

ବିଶ୍ୱର ପ୍ରଥମ ‘ହସ୍ପିଟାଲ୍ ଟ୍ରେନ୍ ‘ ନିର୍ମାଣ କରି ଇତିହାସ ରଚିଲା ଭାରତୀୟ ରେଳବାଇ

ନୂଆଦିଲ୍ଲୀ: ଭାରତୀୟ ରେଳବାଇ ଅନେକ ରେକର୍ଡ ପ୍ରତିଷ୍ଠା କରିଛି। ରେଳବାଇ ଏକ ସ୍ୱତନ୍ତ୍ର ଟ୍ରେନ୍ ତିଆରି କରି ବିଶ୍ୱରେ ଇତିହାସ ସୃଷ୍ଟି କରିଛି। ରେଳ ମନ୍ତ୍ରଣାଳୟ ଅନୁଯାୟୀ, ଭାରତୀୟ ରେଳ ବିଶ୍ୱର ପ୍ରଥମ ହସ୍ପିଟାଲ ଟ୍ରେନ୍ ତିଆରି କରି ଏହାର ନାମରେ ଏକ ରେକର୍ଡ ସୃଷ୍ଟି କରିଛି। ଭାରତୀୟ…

ଏସବିଆଇ-ଆଇଆରସିଟିସି ସହିତ କୋ-ବ୍ରାଣ୍ଡେଡ୍ ରୁପେ କ୍ରେଡିଟ କାର୍ଡ ଲଞ୍ଚ କରିଛି, ରେଳ ଟିକେଟ ବୁକିଂ ଶସ୍ତା ହେବ

ନୂଆଦିଲ୍ଲୀ: ଅନଲାଇନ ଟିକେଟ୍ ବୁକିଂ କମ୍ପାନୀ ଆଇଆରସିଟିସି ଏବଂ ଏସବିଆଇ ମିଳିତ ଭାବେ କୋ-ବ୍ରାଣ୍ଡେଡ୍ ରୁପେ କ୍ରେଡିଟ୍ କାର୍ଡ ଲଞ୍ଚ କରିଛନ୍ତି। ରେଳମନ୍ତ୍ରୀ ପୀୟୁଷ ଗୋୟଲ ଏକ ଭର୍ଚୁଆଲ୍ ମିଟିଂରେ କାର୍ଡ ଲଞ୍ଚ କରିଛନ୍ତି। ତିନୋଟି ଅନୁଷ୍ଠାନ ଦ୍ୱାରା ଆରମ୍ଭ ହୋଇଥିବା ଏହି ନୂତନ କାର୍ଡ ସହିତ…

ଆୟ ବଢାଇବା ପାଇଁ ଭାରତୀୟ ରେଳବାଇ ର ନୂଆ ରଣନୀତି ପ୍ରସ୍ତୁତ, ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ

ନୂଆଦିଲ୍ଲୀ: ମାଲ ପରିବହନ ବୃଦ୍ଧି ପାଇଁ ଭାରତୀୟ ରେଳ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ନୂତନ ରଣନୀତି ଅନୁଯାୟୀ ରେଳ ମନ୍ତ୍ରଣାଳୟ ସମସ୍ତ ଜୋନ୍ ଏବଂ ବିଭାଗ ସ୍ତରରେ ବ୍ୟବସାୟ ବିକାଶ ୟୁନିଟ୍ (ବିଡିୟୁ) ସୃଷ୍ଟି କରିଛି। ବ୍ୟବସାୟ ବିକାଶ ୟୁନିଟ୍ (ବିଡିୟୁ) ରେଳ ମାଧ୍ୟମରେ ମାଲ ପରିବହନର…

ସୋମବାରଠୁ ଦେଶରେ ଗଡିବ ୨୦୦ ଟ୍ରେନ୍‌, କ’ଣ ରହିଛି ନିୟମ ଜାଣନ୍ତୁ

ନୂଆଦିଲ୍ଲୀ: ଜୁନ୍ ୧ ରୁ ଅର୍ଥାତ ସୋମବାରଠାରୁ ଦେଶରେ ୨ଶହ ଟ୍ରେନ୍ ଗଡିବ । ପ୍ରଥମ ଦିନରେ ୧.୪୫ ଲକ୍ଷ ଯାତ୍ରୀ ଯାତ୍ରା କରିବେ। ଏବେ ସୁଦ୍ଧା ଜୁନ ୧ ରୁ ଜୁନ ୩୦ ପର୍ଯ୍ୟନ୍ତ ୨୬ ଲକ୍ଷ ଯାତ୍ରୀ ଆଗୁଆ ସିଟ୍ ରିଜରଭେସନ କରି ସାରିଛନ୍ତି। ତେବେ ରେଳ ଯାତ୍ରୀଙ୍କ ପାଇଁ କେତେକ ଗାଇଡଲାଇନ୍ ଜାରି…

ବିସ୍କୁଟ ଫିଙ୍ଗିବା ପଡିଲା ମହଙ୍ଗା, ରେଳ ଅଧିକାରୀଙ୍କୁ ନିଲମ୍ବିତ କଲା ରେଳବାଇ

ଲକ୍ଷ୍ନୌ: ଯେତିକି ବିସ୍କୁଟ ଦିଆଯାଉଛି, ସେତିକି ବାଂଟିକି ଖାଅ । ଏଭଳି କହି ପ୍ରବାସୀଙ୍କୁ ଦୁର୍ବ୍ୟବହାର କରୁଛନ୍ତି ଜଣେ ରେଳ ଅଧିକାରୀ । ଏପରିକି ସେମାନଙ୍କୁ ଗାଳି ଗୁଲଜ ମଧ୍ୟ କରୁଛନ୍ତି । ଉତ୍ତରପ୍ରଦେଶ ଫିରୋଜାବାଦର ଏକ ଷ୍ଟେସନରେ ଦେଖିବାକୁ ମିଳିଛି ଏଭଳି କିଛି ଦୃଶ୍ୟ । ରେଳବାଇର…

ରେଳବାଇର ୩୦ଟି ସ୍ୱତନ୍ତ୍ର ରାଜଧାନୀ ଟ୍ରେନ୍‌, ୨୦୦ ସ୍ୱତନ୍ତ୍ର ମେଲ୍ ଏକ୍ସପ୍ରେସ ନିର୍ଦ୍ଦେଶନାମାରେ ସଂଶୋଧନ

ନୂଆଦିଲ୍ଲୀ: ଭାରତୀୟ ରେଳ ମେ’ ୧୨ରୁ ଚାଲୁଥିବା ୩୦ଟି ସ୍ୱତନ୍ତ୍ର ରାଜଧାନୀ ଟ୍ରେନ ଏବଂ ଜୁନ ପହିଲାରୁ ଚାଲିବାକୁ ଥିବା ୨୦୦ ସ୍ଵତନ୍ତ୍ର ମେଲ ଏକ୍ସପ୍ରେସ ଟ୍ରେନ (ମୋଟ ୨୩୦ ଟ୍ରେନ) ନିର୍ଦ୍ଦେଶନାମାରେ ପରିବର୍ତ୍ତନ କରିଛି । ରେଳ ମନ୍ତ୍ରଣାଳୟ ସମସ୍ତ ସ୍ପେଶାଲ ଟ୍ରେନଗୁଡିକର ଅଗ୍ରୀମ ସଂରକ୍ଷଣ…

ଭାରତୀୟ ରେଳବାଇକୁ ଓଡ଼ିଶା ସରକାର ଦେବେ ୫.୫ କୋଟି ଟଙ୍କା

ଭୁବନେଶ୍ୱର: ଲକ୍ଡାଉନ୍ ସମୟରେ ଓଡ଼ିଆ ପ୍ରବାସୀମାନେ ବିଭିନ୍ନ ରାଜ୍ୟରୁ ଓଡ଼ିଶାକୁ ରେଳ ମାଧ୍ୟମରେ ଆସିବାରେ ଲାଗିଛନ୍ତି । ଏହି ଖର୍ଚ୍ଚ ବହନ କରିବେ ଓଡ଼ିଶା ସରକାର, ଏହି ଖର୍ଚ୍ଚ ବାବଦକୁ ଓଡ଼ିଶା ସରକାର ଭାରତୀୟ ରେଳବାଇକୁ ୫.୫ କୋଟି ଟଙ୍କା ମଞ୍ଜୁର କରିବା ନେଇ ରାଜ୍ୟ ବାଣିଜ୍ୟ ଓ ପରିବହନ…

ଜୁନ୍ ୧ ରୁ ଗଡିବ ୨୦୦ଟି ଟ୍ରେନ

ନୂଆଦିଲ୍ଲୀ : ଜୁନ ୧ ତାରିଖଠାରୁ ଗଡିବ ଟ୍ରେନ । ଭାରତୀୟ ରେଳ ପକ୍ଷରୁ ଏ ନେଇ ନିଷ୍ପତ୍ତି ନିଆଯାଇଛି। ୩୧ ତାରିଖରେ ଲକଡାଉନ୍ ୪ ଶେଷ ହେବା ପର ଦିନ ୨୦୦ଟି ନନ୍ ଏସି ଟ୍ରେନ୍ ଚାଲିବ। ଏ ନେଇ ରେଳ ମନ୍ତ୍ରୀ ପୀୟୂଷ ଗୋୟଲ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି । ଏହି ଟ୍ରେନର ଟିକେଟ୍ ଅନଲାଇନରେ ହିଁ…

ରେଲୱେ ଟ୍ରାକରେ ନ’ଚାଲିବାକୁ ପୂର୍ବତଟ ରେଳପଥର ଅନୁରୋଧ

ଭୁବନେଶ୍ୱର: କୋଭିଡ୍‌-୧୯ ଭୂତାଣୁ ସଂକ୍ରମଣ ଫଳରେ ସାରା ଦେଶରେ ଲକ୍‌ଡ଼ାଉନ୍ ଚାଲିଥିବା ବେଳେ ସମସ୍ତ ଯାତ୍ରୀବାହୀ ଟ୍ରେନକୁ ବାତିଲ୍ କରାଯାଇଛି କିନ୍ତୁ ଦେଶର ବିଭିନ୍ନ ପ୍ରାନ୍ତକୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ପରିବହନ କରିବାକୁ ନିରବଚ୍ଛିନ୍ନ ଭାବେ ସମସ୍ତ ରେଳ ଟ୍ରାକ୍ ଉପରେ ମାଲବାହୀ ଓ ପାର୍ସଲ୍…