ହସ୍ତ ଉତ୍ଥାନ ଆସନ: ଶ୍ବାସ ରୋଗ ପାଇଁ ଲାଭଦାୟକ
ଭୁବନେଶ୍ବର: ଶ୍ବାସ ରୋଗ ଏହି ଶୀତ ଦିନେ ଓ ବର୍ଷା ଦିନେ ବେଶୀ ଦେଖାଯାଏ । ଏହି ରୋଗରେ ପୀଡିତ ରୋଗୀ ଶ୍ବାସପ୍ରଶ୍ବାସ ନେବାକୁ କଷ୍ଟ ଅନୁଭବ କରନ୍ତି । ଏହି ଆଜମା ରୋଗ ହେବାର କୌଣସି ବିଶେଷ କାରଣ ନାହିଁ । ଆଲର୍ଜି, ବଂଶାନୁଗତ କାରଣ, ଚିନ୍ତା, ଭୟ, ଉଦବେଗ ରୋଗର କାରଣ ଥାଏ । ତେବେ କିଛି ଏପରି…