Latest Odisha News

BREAKING NEWS

Browsing Tag

Inflation

ଗ୍ୟାସ୍ ଦରକୁ ନେଇ କେନ୍ଦ୍ର ସରକାରଙ୍କ ବିରୋଧରେ ଗର୍ଜିଲା ବିଜେଡି

ଭୁବନେଶ୍ୱର: ଗ୍ୟାସ୍ ସହ ଅନ୍ୟ ସାମଗ୍ରୀର ଦରବୃଦ୍ଧିକୁ ନେଇ ରାଜଧାନୀରେ ବିଜୁ ଜନତା ଦଳ ପ୍ରତିବାଦ କରିଛି । ରାଜଭବନ ସମ୍ମୁଖରେ ଦଳ ପକ୍ଷରୁ ପ୍ରତିବାଦ କରାଯିବା ସହ ଶତାଧିକ ନେତା ଓ କର୍ମୀ ଚୂଲିରେ ପ୍ରତିବାଦ ସ୍ଥଳରେ ରୋଷେଇ କରିଛନ୍ତି । ରାଜଭବନ ସମ୍ମୁଖରେ ଦରଦାମ ବୃଦ୍ଧିକୁ ନେଇ…

ପାକିସ୍ତାନ ପରେ ଏ ଦେଶର ଆର୍ଥିକ ସ୍ଥିତି ଏବେ ସଙ୍କଟରେ, କିଣୁଛନ୍ତି ଅଧକିଲୋ ଚାଉଳ

ନୂଆଦିଲ୍ଲୀ: ପାକିସ୍ତାନ ପରେ ଆଉ ଏକ  ଦେଶର ଆର୍ଥିକ ସ୍ଥିତି ଶୋଚନୀୟ ହୋଇପଡିଛି । ଏଠାରେ ଖାଦ୍ୟାଭାବର ସାଂଘାତିକ ଅଭାବ ଦେଖା ଦେଇଛି । ମଧ୍ୟ-ପୂର୍ବର ସବୁଠାରୁ ଅଧିକ ଜନବହୁଳ ଦେଶ ମିଶର ଏବେ ଘୋର ଆର୍ଥିକ ସଙ୍କଟ ଦେଇ ଗତି କରୁଛି । ଖାଦ୍ୟ-ପାନୀୟ କିଣିବା ପାଇଁ ଲୋକଙ୍କ ପାଖରେ ସମ୍ବଳର…

ମହଙ୍ଗା ୨୨, ବର୍ଷ ଆରମ୍ଭରୁ କନ୍ଦାଇଥିଲା ଦରଦାମ

ନୂଆଦିଲ୍ଲୀ: ସରି ସରି ଆସୁଛି ବର୍ଷ ୨୦୨୨ । ବର୍ଷ ଆରମ୍ଭରୁ ଲୋକଙ୍କୁ ଦରଦାମ ହନ୍ତସନ୍ତ କରିଥିବା ବେଳେ ବର୍ଷ ଶେଷକୁ ବି ସେହି ଧାରା ଲାଗି ରହିଥିଲେ ମଧ୍ୟ ସାମାନ୍ୟ ଆଶ୍ୱସ୍ତି ମିଳିଛି । ତେବେ ଆସନ୍ତୁ ନଜର ପକାଇ ନେବା ବାଣିଜ୍ୟ ଓ ଆର୍ଥିକ ଦୃଷ୍ଟିରୁ କେମିତି ଥିଲା ୨୦୨୨ ମସିହା । କରୋନାର…

ଖସୁଛି ଟଙ୍କା, ବଢ଼ୁଛି ଦରଦାମ

ନୂଆଦିଲ୍ଲୀ: ସଂକଟରେ ଭାରତୀୟ ଅର୍ଥନୀତି । ମହାମାରୀ କୋଭିଡ୍ ପରେ ମାନ୍ଦାବସ୍ଥାରୁ ମୁକୁଳି ପାରୁନି ଭାରତୀୟ ଅର୍ଥ ବ୍ୟବସ୍ଥା । ଦରବୃଦ୍ଧି ଓ ଡଲାର ତୁଳନାରେ ଟଙ୍କାର ମୂଲ୍ୟ ଖସିବା ସ୍ଥିତିକୁ ଆହୁରି ସଂକଟ ଆଡ଼କୁ ଟାଣି ନେଉଛି । ଯଦିଓ ମେ ତୁଳନାରେ ଦେଶରେ ଖୁଚୁରା ମୁଦ୍ରାସ୍ଫୀତି ସାମାନ୍ୟ…