ମଦ ନିଶାରେ ମାନବିକତା ଭୁଲି ଗଲେ ପୋଲିସ କର୍ମଚାରୀ…
କୋରାପୁଟ: ମଦ୍ୟପ ପୋଲିସ ବାବୁଙ୍କ ବର୍ବରତା । ଜଣେ ବୃଦ୍ଧ ଦୋକାନୀ ଚା’ ଦେବାରେ ବିଳମ୍ବ କରିବାରୁ ତାଙ୍କ ଉପରକୁ ଗରମ ଚା’ ଢାଳି ଦେଲେ ପୋଲିସ ହାବିଲଦାର । କୋରାପୁଟ ଜିଲ୍ଲା ଦାମନଯୋଡ଼ିରେ ଘଟିଛି ଏହି ଅମାନବିକତା ଘଟଣା । ଦାମନଯୋଡ଼ି ଥାନାର ହାବିଲଦାର ସାରଥୀ ହୋତା ଏପରି ଗରମ ଚା’ ପକାଇଥିବା…