Latest Odisha News
Browsing Tag

International Flight

ଜାନୁଆରୀ ୩୧ ପର୍ଯ୍ୟନ୍ତ ବଢ଼ିଲା ଅନ୍ତର୍ଜାତୀୟ ବିମାନ ଚଳାଚଳ କଟକଣା

ଦିଲ୍ଲୀ: ଓମିକ୍ରନ ସଂକ୍ରମଣ ଭୟ । ଜାନୁଆରୀ ୩୧ ଯାଏଁ ବଢ଼ିଲା ଅନ୍ତର୍ଜାତୀୟ ବିମାନ ଚଳାଚଳ କଟକଣା । ଆନ୍ତର୍ଜାତୀୟ ଯାତ୍ରୀବାହୀ ବିମାନ ଚଳାଚଳ ନେଇ ଥିବା କଟକଣା ଅବଧିକୁ ୨୦୨୨ ଜାନୁଆରୀ ୩୧ ପର୍ଯ୍ୟନ୍ତ ବୃଦ୍ଧି କରିଛି ଡ଼ିଜିସିଏ । ଭାରତରେ କରୋନାର ନୂଆ ଭ୍ୟାରିଏଣ୍ଟ ଓମିକ୍ରନ ସଂକ୍ରମଣକୁ…

ନଭେମ୍ବର ୩୦ ଯାଏଁ ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ

ନୂଆଦିଲ୍ଲୀ: କୋଭିଡ ମହାମାରୀକୁ ଦୃଷ୍ଟିରେ ରଖି ନଭେମ୍ବର ୩୦ ତାରିଖ ଯାଏଁ ଅନ୍ତର୍ଜାତୀୟ ବିମାନ ଉଡାଣ ଉପରେ କଟକଣା ଲଗାଇଛନ୍ତି ଡାଇରେକ୍ଟୋରେଟ୍ ଜେନେରାଲ୍ ଅଫ୍ ସିଭିଲ୍ ଆଭିଏସନ୍ (ଡିଜିସିଏ) । ଏହା ପୂର୍ବରୁ ଡିଜିସିଏ ପକ୍ଷରୁ ଅକ୍ଟୋବର ୩୦ ତାରିଖ ଯାଏଁ ଏହି ଅନ୍ତର୍ଜାତୀୟ ବିମାନ ଉଡାଣ…

ଜୁଲାଇ ୧୫ ଯାଏଁ ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ

ନୂଆଦିଲ୍ଳୀ: ଜୁଲାଇ ୧୫ ଯାଏଁ ସ୍ଥଗିତ ହେଲା ଅନ୍ତର୍ଜାତୀୟ ବିମାନ ସେବା । କରୋନା ସଂକ୍ରମତଣ ବୃଦ୍ଧିକୁ ଦେଖି ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ତଥା ଡିଜିସିଏ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ତେବେ ଅନ୍ତର୍ଜାତୀୟ କାର୍ଗୋ ଅପରେସନ୍ ଏବଂ ବିମାନ ଚଳାଚଳ ନିୟନ୍ତ୍ରକ ଦ୍ୱାରା…