ସମସ୍ୟାକୁ ଅସ୍ତ୍ର କରି ପାରିଲେ ହିଁ ସର୍ଜନାର ରାସ୍ତା ପ୍ରଶସ୍ତ ହେଇ ପାରିବ : ମୌସୁମୀ ଦାସ
ଓଡ଼ିଆ ସାହିତ୍ୟ ଆକାଶରେ ଏକ ଉଜ୍ଜ୍ୱଳ ନକ୍ଷତ୍ର ମୌସୁମୀ ଦାସ । ଭାବ ଭାଷା ଓ ଚରିତ୍ରର ସମ୍ମିଶ୍ରଣରେ ତାଙ୍କ ସୃଷ୍ଟିର ଚରିତ୍ର ସବୁବେଳେ ଜୀବନ୍ତ। ସେଥିପାଇଁ ତାଙ୍କ ଲେଖା ସବୁ ପାଠକର ଜୀବନର ନିଜସ୍ୱ ଅନୁଭୂତି ମନେହୁଏ । ସାଧାରଣ ମଣିଷର ଜଟିଳ ମାନସିକତାକୁ ସେ ସରଳ ବର୍ଣ୍ଣନାଧର୍ମୀ ଗଦ୍ୟ…