୯ ମ ଶ୍ରେଣୀ ଛାତ୍ର ଦଶମ ପାସ୍ ହେବା ଘଟଣା,୩ ଜଣିଆ କମିଟିର ତଦନ୍ତ
ରାୟଗଡା: ୯ ମ ଶ୍ରେଣୀ ଛାତ୍ର ଦଶମ ପାସ୍ ହେବା ଘଟଣା । ତଦନ୍ତ ପାଇଁ ଗଠନ ହେଲା ୩ ଜଣିଆ କମିଟି । ରାୟଗଡା ଜିଲ୍ଲା ଟିକିରି ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଙ୍କ ଦଶମ ପାସ୍ ହେବା ଘଟଣାର ଆରମ୍ଭ ହୋଇଛି ଖୋଲତାଡ । ଛାତ୍ର ଜଣକ ୫ ହଜାର ଟଙ୍କା ଲାଞ୍ଚ ଦେଇ ଦଶମ ଶ୍ରେଣୀରେ ପାସ୍ ହେବା ଘଟଣା ପ୍ରଘଟ…