Latest Odisha News

BREAKING NEWS

Browsing Tag

INVESTORS MEET

ହାଇଦ୍ରାବାଦରୁ କାହିଁକି ମୁମ୍ବାଇ ଗଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ?

ଭୁବନେଶ୍ୱର: ହାଇଦ୍ରାବାଦରେ ଓଡ଼ିଶା ଇନଭେଷ୍ଟର୍ସ ମିଟ୍ କାର୍ଯ୍ୟକ୍ରମ ସରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୁମ୍ବାଇ ଯାଇଛନ୍ତି । ମୁମ୍ବାଇରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଭବନର ସମ୍ପ୍ରସାରଣ ଲାଗି ଆସନ୍ତାକାଲି ଶିଳାନ୍ୟାସ କରିବେ । ଶିଳାନ୍ୟାସ ସାରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଜନ୍ମଦିନରେ ହାଇଦ୍ରାବାଦ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଅକ୍ଟୋବର ୧୬ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ଆସନ୍ତାକାଲି ନବୀନ ୭୬ ବର୍ଷରେ ପାଦ ଥାପିବେ । ଗତ କିଛିବର୍ଷ ହେଲା ଜନ୍ମଦିନ ପାଳୁ ନଥିବା ନବୀନ ରବିବାର ଜନ୍ମଦିନରେ ହାଇଦ୍ରାବାଦ ଅଭିମୁଖେ ଯିବେ । ସେଠାରେ ମୁଖ୍ୟମନ୍ତ୍ରୀ ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ପୂର୍ବରୁ…

ହାଇଦ୍ରାବାଦରେ ଇନଭେଷ୍ଟର୍ସ ମିଟ୍ କରିବ ଓଡ଼ିଶା

ଭୁବନେଶ୍ୱର: ବେଙ୍ଗଳୁରୁ ପରେ ହାଇଦ୍ରାବାଦ । ଓଡ଼ିଶା ସରକାର ଷଷ୍ଠ ଏବଂ ଅନ୍ତିମ ଇନଭେଷ୍ଟର୍ସ ମିଟ୍ ହାଇଦ୍ରାବାଦରେ ଅକ୍ଟୋବର ୧୭ ତାରିଖରେ କରିବାକୁ ଯାଉଥିବା ଜଣାପଡ଼ିଛି । ମେକ୍ ଇନ୍ ଓଡ଼ିଶାର ତୃତୀୟ କନକ୍ଲେଭ୍ ନଭେମ୍ବର ୩୦ରୁ ଡିସେମ୍ବର ୪ ତାରିଖ ମଧ୍ୟରେ ରାଜ୍ୟରେ ହେବ । ଏହା ପୂର୍ବରୁ…

ଆଜି ମୁମ୍ବାଇରେ ନିବେଶକଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ: ଆଜି ମୁମ୍ବାଇରେ ନିବେଶକଙ୍କ ସହ କଥା ହେବେ ମୁଖ୍ୟମନ୍ତ୍ରୀ । ଓଡ଼ିଶାରରେ ପୁଞ୍ଜି ନିବେଶ ପାଇଁ ଶିଳ୍ପପତି ଏବଂ ନିବେଶକଙ୍କୁ ବୁଝାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ ଶିଳ୍ପପ୍ରତିଷ୍ଠା ପାଇଁ ଏବଂ  ବ୍ୟାଙ୍କିଙ୍ଗ୍, ରାସାୟନିକ ପଦାର୍ଥ, ଅକ୍ଷୟ ଶକ୍ତି, ପ୍ଲାଷ୍ଟିକ୍ ଓ…

ଦୁବାଇରେ ‘ଓଡ଼ିଶା ଇନଭେଷ୍ଟର୍ସ ମିଟ୍’:ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ବିଶ୍ବ ନିବେଶକମାନଙ୍କୁ ନବୀନଙ୍କ ଆହ୍ବାନ

ଆବୁଧାବି : ଓଡ଼ିଶାକୁ ଛୁଟିଲା ବିଦେଶୀ ପୁଞ୍ଜିର ସୁଅ । ରାଜ୍ୟରେ ବ୍ୟାପକ ନିବେଶ କରିବେ ଦୁବାଇର ଏକାଧିକ ପ୍ରତିଷ୍ଠିତ କମ୍ପାନୀ । ଦୁବାଇରେ ଚାଲିଥିବା ଇନଭେଷ୍ଟର୍ସଙ୍କ ସମ୍ମିଳନୀରେ କମ୍ପାନୀ ମୁଖିଆମାନେ ଏହି ପ୍ରତିଶ୍ରୁତି ଦେଇଛନ୍ତି ବୋଲି ଟ୍ବିଟ କରି ଖୁସି ବ୍ୟକ୍ତ କରିଛନ୍ତି…