Latest Odisha News

BREAKING NEWS

Browsing Tag

INX Media

ଆଇଏନଏକ୍ସ ଦୁର୍ନୀତି ମାମଲା: ଚିଦାମ୍ବରମଙ୍କ ଜାମିନ ଆବେଦନ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: ଆଇଏନଏକ୍ସ ମିଡ଼ିଆ ଦୁର୍ନୀତି ମାମଲାରେ ପୂର୍ବରୁ ଗିରଫ ହୋଇଥିବା ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ଜାମିନ ଆବେଦନକୁ ଦିଲ୍ଲୀ ହାଇକୋର୍ଟ ସୋମବାର ଦିନ ଖାରଜ କରିଦେଇଛନ୍ତି । ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ।…

ତିହାର ଜେଲରେ ଚିଦାମ୍ବରମଙ୍କୁ ଭେଟିଲେ ସୋନିଆ ଓ ମନମୋହନ

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ସୋମବାର ଦିନ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି ଚିଦାମ୍ବରମଙ୍କୁ ତିହାର ଜେଲରେ ସାକ୍ଷାତ କରିଛନ୍ତି । ଆଇଏନଏକ୍ସ ଦୁର୍ନୀତି ମାମଲାରେ ପି.ଚିଦାମ୍ବରମଙ୍କୁ ପୂର୍ବରୁ ଗିରଫ କରାଯାଇଥିବା ବେଳେ ସେ…

ଚିଦାମ୍ବରମଙ୍କୁ ଝଟକା, ଅଗ୍ରୀମ ଜାମିନ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଆଇଏନଏକ୍ସ ମିଡ଼ିଆ ଦୁର୍ନିତୀ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ସୁପ୍ରିମକୋର୍ଟରୁ ମିଳିଛି ବଡ ଝଟକା । ତାଙ୍କ ଅଗ୍ରୀମ ଜାମିନ ଆବେଦନକୁ ଗୁରୁବାର ଦିନ ଖାରଜ କରିଦେଇଛନ୍ତି ସୁପ୍ରିମକୋର୍ଟ । ଫଳରେ ଆଇଏନଏକ୍ସ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ…

ଗିରଫ ହେବାନେଇ ଅଡୁଆରେ ଚିଦାମ୍ବରମ୍, ଆଗୁଆ ଜାମିନ୍ ଆବେଦନ ଖାରଜ

ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି ଚିଦାମ୍ବରମଙ୍କ ଅଡୁଆ ଏବେ ବଢିବାରେ ଲାଗିଛି । ଦେଶର ଚର୍ଚ୍ଚିତ ଆଇଏନଏକ୍ସ ଦୁର୍ନୀତି ମାମଲାରେ ଅଭିଯୁକ୍ତ ରହିଥିବା ଚିଦାମ୍ବରମଙ୍କୁ ଦିଲ୍ଲୀ ହାଇକୋର୍ଟ ତାଙ୍କର ଆଗୁଆ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି ।…