Latest Odisha News

BREAKING NEWS

Browsing Tag

IPL 2021

ଚେନ୍ନାଇ ସୁପକିଙ୍ଗସ୍ ଆଇପିଏଲ୍ ଚାମ୍ପିଅନ୍

ସ୍ପୋର୍ଟସ ବ୍ୟୁରୋ (ଓଡ଼ିଶା ସମ୍ବାଦ): ମହେନ୍ଦ୍ର ସିଂହ ଧୋନିଙ୍କ ନେତୃତ୍ୱରେ ପୁଣି ଥରେ ଆଇପିଏଲ୍ ଚାମ୍ପିଅନ୍ ହୋଇଛି ଚେନ୍ନାଇ ସୁପରକିଙ୍ଗସ । କୋଲକାତା ନାଇଟ ରାଇଡର୍ସକୁ ୨୭ ରନରେ ପରାସ୍ତ କରି ଚତୁର୍ଥ ଥର ଆଇପିଏଲ୍ ଟ୍ରଫି ହାତେଇଛି । ଚଳିତ ଆଇପିଏଲ୍ ଫାଇନାଲରେ ଚେନ୍ନାଇ ଓ କୋଲକାତା ଭିତରେ…

IPL ଫାଇନାଲରେ କେବେ ହାରିନି କେକେଆର୍, ଚେନ୍ନାଇ ପାଇଁ ଚ୍ୟାଲେଞ୍ଜ

ସ୍ପୋର୍ଟସ ବ୍ୟୁରୋ(ଓଡ଼ିଶା ସମ୍ବାଦ): ଆଇପିଏଲ୍ ଫାଇନାଲ୍ ଚୂଡ଼ାନ୍ତ ହୋଇଛି । ଆସନ୍ତାକାଲି ଟ୍ରଫି ପାଇଁ ଲଢ଼ିବେ ଚେନ୍ନାଇ ସୁପର କିଙ୍ଗସ ଓ କୋଲକାତା ନାଇଟ୍ ରାଇଡର୍ସ । ୩ ଥର ଚାମ୍ପିଅନ୍ ବନାମ ୨ ଥର ଚାମ୍ପିଅନ୍ ମଧ୍ୟରେ କଡ଼ା ମୁକାବିଲା ହେବ । କୋଲକାତା ବିପକ୍ଷରେ ଫାଇନାଲ୍ ମୁକାବିଲା…

IPL ଦ୍ୱିତୀୟ କ୍ୱାଲିଫାୟାର: ଫାଇନାଲ୍ ଟିକେଟ ପାଇଁ ଦିଲ୍ଲୀ-କୋଲକାତା ଲଢ଼େଇ

ନୂଆଦିଲ୍ଲୀ: ଅନ୍ତିମ ଚରଣରେ ପହଞ୍ଚିଛି ଆଇପିଏଲ୍ ମହାସମର । କିଏ ହେବ ଦ୍ୱିତୀୟ ଫାଇନାଲିଷ୍ଟ । ଆଜି ଦ୍ୱିତୀୟ କ୍ୱାଲିଫାୟାର ମୁକାବିଲାରେ ମୁହାଁମୁହିଁ ହେବେ ଦିଲ୍ଲୀ କ୍ୟାପିଟାଲ୍ସ ଓ କୋଲକାତା ନାଇଟ ରାଇଡର୍ସ । ସନ୍ଧ୍ୟା ସାଢ଼େ ୭ଟାରେ ଶାରହାଜ ଷ୍ଟାଡିୟମରେ ଏହି ମ୍ୟାଚ୍ ଖେଳାଯିବ । ଜବରଦସ୍ତ…

ଆଇପିଏଲ୍ ଏଲିମିନେଟର ମୁକାବିଲା: ବେଙ୍ଗାଳୁରୁକୁ ହରାଇଲା କୋଲକାତା

ସ୍ପୋର୍ଟସ ବ୍ୟୁରୋ(ଓଡ଼ିଶା ସମ୍ୱାଦ): ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଳୁରୁର ଆଇପିଏଲ୍ ଟ୍ରଫି ଜିତିବା ସ୍ୱପ୍ନ ଚୁରମାର ହୋଇଛି । ଗତକାଲି ଖେଳାଯାଇଥିବା ଏଲିମିନେଟର ମୁକାବିଲାରେ ବେଙ୍ଗାଳୁରୁକୁ ୪ ଓ୍ୱିକେଟରେ ହରାଇଛି କୋଲକାତା ନାଇଟ ରାଇଡର୍ସ । ଶାରଜାହ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା…

IPL ଫାଇନାଲରେ ଚେନ୍ନାଇ: ଦିଲ୍ଲୀ ହାତରୁ ମ୍ୟାଚ୍ ଛଡ଼ାଇ ନେଲେ ଧୋନି

ସ୍ପୋର୍ଟସ ବ୍ୟୁରୋ(ଓଡ଼ିଶା ସମ୍ବାଦ): ଆଇପିଏଲ ଫାଇନାଲରେ ଚେନ୍ନାଇ ସୁପର କିଙ୍ଗସ୍ । ନବର ଥର ଫାଇନାଲକୁ ଯାଇଛି ଧୋନିଙ୍କ ନେତୃତ୍ୱାଧୀନ ଚେନ୍ନାଇ । ଗତକାଲି ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ପ୍ରଥମ କ୍ୱାଲିଫାୟାରରେ କମାଲ କଲେ ମାହି । ଶେଷ ଓଭରରେ ମୁମ୍ୱାଇ ହାତରୁ ମ୍ୟାଚ୍ ଛଡ଼ାଇ ଆଣିଲେ ।…

ଆଇପିଏଲ୍ ମହାସମର: ମୁମ୍ୱାଇକୁ ହରାଇଲା ଚେନ୍ନାଇ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଦ୍ୱିତୀୟ ପର୍ୟ୍ୟାୟ ଆଇପିଏଲର ପ୍ରଥମ ମ୍ୟାଚରେ ମୁମ୍ୱାଇ ଇଣ୍ଡିଆନ୍ସକୁ ହରାଇଲା ଚେନ୍ନାଇ ସୁପରକିଙ୍ଗସ୍ । ୨୦ ରନରେ ବିଜୟୀ ହୋଇଛି ଟିମ୍ ଧୋନି । ପ୍ରଥମେ ବ୍ୟାଟିଂ କରି ଚେନ୍ନାଇ ନିର୍ଦ୍ଧାରିତ ଓଭରରେ ୬ ଓ୍ୱିକେଟ ହରାଇ ୧୫୬ ରନ୍ କରିଥିଲା । ୧୫୭ ରନ୍ ବିଜୟ…

IPL: ଶେଷ ଓଭରରେ ୩୭ ରନ୍ କରି ଜାଡେଜାଙ୍କ ରେକର୍ଡ

ମୁମ୍ବାଇ: ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଳୁରୁ ବିପକ୍ଷ ମ୍ୟାଚରେ ରବୀନ୍ଦ୍ର ଜାଡେଜାଙ୍କ ରେକର୍ଡ । ଚେନ୍ନାଇ ସୁପର କିଙ୍ଗ୍ସର ଇନିଂସରେ ଜାଡେଜା ଶେଷ ଓଭରରେ ୩୭ ରନ୍ କରି ରେକର୍ଡ କରିଛନ୍ତି । ବାମହାତୀ ଜାଡେଜା ୨୮ ବଲ୍ ଖେଳି ଅପରାଜିତ ୬୨ ରନ୍ କରିଥିଲେ । ପ୍ରଥମେ ଟସ୍ ଜିତି ବ୍ୟାଟିଂ…

ଚେନ୍ନାଇ ସୁପର୍ କିଙ୍ଗ୍ସର ପ୍ରଥମ ବିଜୟ ପରେ ଚହରଙ୍କୁ ନେଇ କ’ଣ କହିଲେ ଧୋନି ?

ମୁମ୍ବାଇ: ଆଇପିଏଲର ୧୪ ତମ ସଂସ୍କରଣରେ ଶୁକ୍ରବାର ପ୍ରଥମ ମ୍ୟାଚ୍ ଜିତିଛି ଚେନ୍ନାଇ ସୁପର କିଙ୍ଗ୍ସ । ଏହି ମ୍ୟାଚରେ ମାତ୍ର ୧୩ ରନ୍ ଦେଇ ୪ଟି ୱିକେଟ୍ ଅକ୍ତିଆର୍ କରିଛନ୍ତି ଦୀପକ ଚହର । ଯାହାକୁ ନେଇ ସିଏକେର ଅଧିନାୟକ ମହେନ୍ଦ୍ର ସିଂହ ଧୋନି କହିଛନ୍ତି- ଡେଥ୍ ଓଭର ବୋଲର ଭାବେ ଦୀପକ ଚହର…

IPL: ଭାଙ୍ଗିଲା ୧୩ ବର୍ଷର ରେକର୍ଡ, ୱାଙ୍ଖେଡେରେ ପ୍ରଥମଥର ଗୋଟିଏ ଇନିଂସରେ ନାହିଁ କୌଣସି ଛକା

ମୁମ୍ବାଇ: ଆଇପିଏଲର ସପ୍ତମ ମୁକାବିଲାରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୩ ୱିକେଟରେ ହରାଇଛି ରାଜସ୍ଥାନ ରୟାଲ୍ସ । ମୁମ୍ବାଇ ୱାଙ୍ଖେଡେ ଷ୍ଟାଡିୟମରେ ଖେଳା ଯାଇଥିବା ମ୍ୟାଚରେ ଦିଲ୍ଲୀ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୮ ୱିକେଟ୍ ହରାଇ ୧୪୭ ରନ୍ କରିଥିଲା । ଦିଲ୍ଲୀର ଇନିଂସରେ ଯାହା…

IPL 2021- ପ୍ରଥମ ମ୍ୟାଚ୍ ହାରିବା ପରେ ଧୋନିଙ୍କ ଉପରେ କାହିଁକି ଲାଗିଲା ଜରିମାନା ?

ମୁମ୍ବାଇ: ଇଣ୍ଡିଆନ୍ ପ୍ରିମିୟର୍ ଲିଗ ୧୪ତମ ସଂସ୍କରଣର ଦ୍ୱିତୀୟ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସ ଠାରୁ ହାରିବା ପରେ ଦଳକୁ ଆଉ ଏକ ଝଟକା ଲାଗିଛି । ସ୍ଲୋ ଓଭର୍ ରେଟ୍ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କୁ ଜରିମାନା କରାଯାଇଛି ।…