Latest Odisha News
Browsing Tag

IPL 2021

ଉଦଘାଟନୀ ମ୍ୟାଚ୍ ହାରିବା ପରେ ଏମିତି କହିଲେ ରୋହିତ ଶର୍ମା…

ଚେନ୍ନାଇ: ଇଣ୍ଡିଆନ୍ ପ୍ରିମିୟର୍ ଲିଗ୍ (IPL)ରେ ନବମ ଥର ପାଇଁ ପ୍ରଥମ ମ୍ୟାଚରେ ପରାଜୟ ବରଣ କରିଛି ମୁମ୍ବାଇ ଇଣ୍ଡିଆନ୍ସ । ହାରକୁ ନେଇ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ରୋହିତ ଶର୍ମା କହିଛନ୍ତି ଆମେ ନିରାଶ ନୁହଁ । କାରଣ ‘ଚାମ୍ପିଅନସିପ୍ ଜିତିବା ମହତ୍ତ୍ୱପୂର୍ଣ୍ଣ, ମ୍ୟାଚ୍ ନୁହେଁ ।’…

IPL ପୂର୍ବରୁ ବାଙ୍ଗାଲୋର ଟିମର ଆଉ ଜଣେ ଖେଳାଳି କରୋନା ପଜିଟିଭ୍

ନୂଆଦିଲ୍ଲୀ: ଆସନ୍ତା ୯ ତାରିଖରୁ ଆରମ୍ଭ ହେବ ଫଟାଫଟ କ୍ରିକେଟର ମହାସମର । ଆଇପିଏଲକୁ ଏବେ କରୋନା ଭୟ । ଜଣଙ୍କ ପରେ ଜଣେ ଖେଳାଳି ସଂକ୍ରମିତ ହେଉଛନ୍ତି । ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଟିମର ଆଉ ଜଣେ ଖେଳାଳି ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଅଷ୍ଟ୍ରେଲିଆ କ୍ରିକେଟର ତଥା ଆରସିବିର…

ଭାରତରେ ଖେଳାଯିବ ଆଇପିଏଲ୍ ୨୦୨୧, ୬ଟି ସ୍ଥାନରେ ଏପ୍ରିଲ ୯ରୁ ଖେଳାଯିବ ମ୍ୟାଚ୍‌

ଭୁବନେଶ୍ୱର: କ୍ରିକେଟ ଫ୍ୟାନଙ୍କ ପାଇଁ ଖୁସି ଖବର । ଇଣ୍ଡିଆନ୍ ପ୍ରିମିୟର୍ ଲିଗ୍ (ଆଇପିଏଲ୍)ର ୧୪ତମ ସଂସ୍କରଣ ଚଳିତ ବର୍ଷ ଭାରତରେ ଖେଳାଯିବ । ଏହା ଆସନ୍ତା ଏପ୍ରିଲ ୯ ତାରିଖରୁ ଆରମ୍ଭ ହେବ ଏବଂ ମେ ୩୦ତାରିଖରେ ଶେଷ ହେବ । ଚଳିତ ଥର ଦେଶର ୬ଟି ସ୍ଥାନରେ ମ୍ୟାଚ୍ ଖେଳାଯିବ ବୋଲି ସ୍ଥିର ହୋଇଛି…

ଆଇପିଏଲ ୨୦୨୧ ଖେଳାଳିଙ୍କ ନିଲାମୀ, ଫେବୃଆରୀ ୧୮ ତାରିଖରେ ଚେନ୍ନାଇରେ ହେବ

ନୂଆଦିଲ୍ଲୀ : ଆଇପିଏଲ ୨୦୨୧ ପାଇଁ ଫେବୃଆରୀ ୧୮ରେ ଚେନ୍ନାଇରେ ହେବ ଖେଳାଳିଙ୍କ ନିଲାମୀ । ଆଇପିଏଲ ଗଭର୍ଣ୍ଣିଙ୍ଗ କାଉନ୍ସିଲ ଅଫିସିଆଲ ଟ୍ୱିଟର ଆକାଉଣ୍ଟରେ ଏ ସମ୍ବନ୍ଧରେ ଘୋଷଣା କରାଯାଇଛି । ଭାରତ-ଇଂଲଣ୍ଡ ମଧ୍ୟରେ ହେବାରୁ ଥିବା ୪ଟି ଟେଷ୍ଟ ମ୍ୟାଚରେ ପ୍ରଥମ ଦୁଇଟି ମ୍ୟାଚ ଚେନ୍ନାଇ ଆୟୋଜନ…

IPL ପାଇଁ ୬ ଓଡ଼ିଆ ଖେଳାଳିଙ୍କ ନାଁ ସୁପାରିଶ କଲା OCA

କଟକ: ଓଡ଼ିଶା ପ୍ରିମିୟର ଲିଗ୍ ବା IPL ପାଇଁ ଓଡ଼ିଆ ଖେଳାଳିଙ୍କ ନାଁ ସୁପାରିଶ । BCCIକୁ ୬ ଓଡ଼ିଆ ଖେଳାଳିଙ୍କ ନାଁ ସୁପାରିସ କରିଛି ଓଡ଼ିଶା କ୍ରିକେଟ ଆସୋସିଏସନ୍ (OCA) । ସେମାନେ ହେଲେ ଶୁଭ୍ରାଂଶୁ ସେନାପତି, ରାଜେଶ ଧୂପର, ରାଜେଶ ମହାନ୍ତି, ପପୁ ରାୟ, ଗୌରବ ଚୌଧୁରୀ ଓ ତାରିଣୀ ସ । ଏନେଇ…