Latest Odisha News
Browsing Tag

I&Pr

ଭାଙ୍ଗିଲା ରେକର୍ଡ, ୩୦ ଜିଲ୍ଲାରୁ ଗୋଟିଏ ଦିନରେ ୧୯୭୭ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ସବୁ ରେକର୍ଡ ଭାଙ୍ଗିଛି କରୋନା । ୨୪ ଘଂଟାରେ ୩୦ ଜିଲ୍ଲାରୁ ୧୯୭୭ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିରୁ କ୍ୱାରେଂଟାଇନ୍ ସେଂଟରରୁ ୧୨୪୧ ଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୭୩୬ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍ କରି ଜଣାଇଛି । 6.…

ଅଗଷ୍ଟ ୩୧ ଯାଏଁ ଖୋଲିବନି ସ୍କୁଲ, କଲେଜ, ବନ୍ଦ ହେବ କ୍ୱାରେଂଟିନ୍ ସେଣ୍ଟର

ଭୁବନେଶ୍ୱର: ଜୁଲାଇ ମାସ ପାଇଁ ଦେଶରେ ଜାରି ହୋଇଛି ଅନ୍‌ଲକ-୨ । କେନ୍ଦ୍ର ସରକାରଙ୍କ ଗାଇଡଲାଇନ୍ ଅନୁସାରେ ସ୍ଥିତି ଦେଖି ରାଜ୍ୟ ସରକାର ମଧ୍ୟ ନୂଆ ଗାଇଡଲାଇନ୍ ଜାରି କରିଛନ୍ତି । ନୂଆ ଗାଇଡଲାଇନ୍ ଅନୁଯାୟୀ ଏବେ ରାଜ୍ୟରେ ଖୋଲିବନି ସ୍କୁଲ, କଲେଜ ଖୋଲିବ ନାହିଁ। ଅଗଷ୍ଟ ୩୧ ଯାଏ ସ୍କୁଲ, କଲେଜ,…

ରାଜ୍ୟରେ ରାତି ୯ଟାରୁ ଭୋର ୫ଟା ଯାଏଁ ରାତ୍ରୀକାଳିନ କର୍ଫ୍ୟୁ

ଭୁବନେଶ୍ୱର: କୋହଳ ହେଲା ରାତ୍ରୀକାଳିନ କର୍ଫ୍ୟୁ ସମୟ । ଏଣିକି ଆଉ ସନ୍ଧ୍ୟା ୭ଟାରୁ ୫ଟା ନୁହେଁ ରାତି ୯ରୁ ଭୋର ୫ଟା ଯାଏଁ କର୍ଫ୍ୟୁ ବଳବତ୍ତର ରହିବ । ଏନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଜୁଲାଇ ପହିଲାରୁ ରାତି ୯ଟାରୁ ସକାଳ ୫ଟା ଯାଏଁ…

ଭୁବନେଶ୍ୱରରେ ବଢ଼ୁଛି ପଜିଟିଭ ସଂଖ୍ୟା, କମିିଛି ସତର୍କତା: ଅନୁ ଗର୍ଗ

ଭୁବନେଶ୍ୱର: ମୁମ୍ବାଇ, ଦିଲ୍ଲୀ ଓ ଚେନ୍ନାଇ ଭଳି ଭୁବନେଶ୍ୱରରେ ମଧ୍ୟ ଦିନକୁ ଦିନ କରୋନା ପଜିଟିଭି ସଂଖ୍ୟା ବଢ଼ିବାରେ ଲାଗିଛି, ହେଲେ ଆମର ସତର୍କତା କମିଛି । ଆଗକୁ ଆହୁରି କରୋନା କେସ୍ ବଢ଼ିବାରେ । ତେଣୁ ଆମକୁ ସତର୍କ ରହିବାକୁ ହେବ ବୋଲି ଭୁବନେଶ୍ୱର କୋଭିଡ ଅବଜରଭର ତଥା ମହିଳା ଓ ଶିଶୁ ବିକାଶ…

ହଟ୍‌ସ୍ପଟ୍ ଜିଲ୍ଲାରୁ ଆସିଲେ ବସ୍ତିରେ ହୋମ୍ କ୍ୱାରେଂଟିନ୍ ମନା

ଭୁବନେଶ୍ୱର: ଏଣିକି ହଟ୍‌ସ୍ପଟ୍ ଜିଲ୍ଲାରୁ ଆସିଥିଲେ, ରାଜଧାନୀର ବସ୍ତିରେ ଆଉ ଗୃହ ସଂଗରୋଧରେ ରହି ହେବନି । ବାହାର ଜିଲ୍ଲାରୁ ଆସୁଥିବା ବ୍ୟକ୍ତିଙ୍କୁ ବାଧ୍ୟତାମୂଳକ ସରକାରୀ କ୍ୱାରେଂଟାଇନ୍‌ରେ ରଖିବାକୁ ବିଏମ୍‌ସି ନିଷ୍ପତ୍ତି ନେଇଛି । ଭୁବନେଶ୍ୱରରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ି…

୩ ମିନିଟ ଭିତରେ ରହିବ ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ

ଭୁବନେଶ୍ୱର: ବନ୍ଦେ ଉତ୍କଳ ଜନନୀ ରାଜ୍ୟ ସଂଗୀତକୁ ୩ ମିନିଟ ଭିତରେ ଗାନ କରାଯିବ। ସ୍ୱର,ଲୟ ଓ ତାଳ କଣ ହେବ ଏନେଇ ୩ ଦିନ ହେବ ଆଲୋଚନା ଆରମ୍ଭ ହୋଇଛି । ତେବେ ଖୁବ ଶୀଘ୍ର ଏନେଇ ଜଣାଇ ଦିଆଯିବ । ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଏନେଇ ସୂଚନା ଦେଇଛନ୍ତି । ତେବେ ସଂଗୀତ ଗାନରେ…