Latest Odisha News

BREAKING NEWS

Browsing Tag

IPS officer

ଆଇପିଏସ୍‌ ଅଫିସରଙ୍କ ପତ୍ନୀଙ୍କ ଆକାଉଣ୍ଟରୁ ୧୦ଲକ୍ଷ ଟଙ୍କା ଲୁଟିନେଲେ ସାଇବର ଠକ

ଭୁବନେଶ୍ୱର : ସାଇବର ଠକ ହାବୁଡରେ ଆଇପିଏସଙ୍କ ପତ୍ନୀ । ଗତ ଦୁଇ ବର୍ଷ ଭିତରେ ଆଇପିଏସ୍ ସୁଶାନ୍ତ ନାଥଙ୍କ ସ୍ତ୍ରୀଙ୍କ ଆକାଉଣ୍ଟରୁ ୧୦ ଲକ୍ଷ ଟଙ୍କା କୁଆଡେ ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି । ଏନେଇ କଟକ ସାଇବର ଥାନାରେ ଅଭିଯୋଗ କରିଛନ୍ତି ସୁଶାନ୍ତ ନାଥଙ୍କ ପତ୍ନୀ ଅନୁଜା ତ୍ରିପାଠୀ । ଅନୁଜା…

ସିଘୁଂ ବର୍ଡରରେ କୃଷକଙ୍କ ଆନ୍ଦୋଳନ ମଧ୍ୟର‌େ ୨ ପ‌ୋଲିସ ଅଧିକାରୀ କର‌ୋନା ପଜିଟିଭ

ନୂଆଦିଲ୍ଲୀ: ଦିଲ୍ଲୀ ସୀମାରେ କୃଷକଙ୍କ ଆନ୍ଦୋଳନ ଜାରି ରହିଥିବା ବେଳେ ନୂତନ କୃଷି ଆଇନ ପ୍ରତ୍ୟାହାର ଜିଦରେ ଅଡିବସିଛନ୍ତି କୃଷକମାନେ। ପଞ୍ଜାବ ସମେତ ଅନେକ ରାଜ୍ୟରୁ ହଜାର ହଜାର କୃଷକ ସିଘୁଂ, ଟିକ୍ରି, ଚିଲା ଏବଂ ଗାଜିପୁର ସୀମାରେ ଏକାଠି ହୋଇ ଶାନ୍ତିପୂର୍ଣ୍ଣ ଭାବରେ ବିରୋଧ କରୁଛନ୍ତି।…

ହେଲେ ସାଙ୍ଗ, ନେଲେ ଚେଙ୍କ !

ଉତ୍ତରାଖଣ୍ଡ: ଏକ ଅଭାବନୀୟ ଘଟଣାକୁ ନେଇ ଚର୍ଚ୍ଚାକୁ ଆସିଛି ଡେରାଡୁନ୍ ସହର । ଜଣେ ୧୮ବର୍ଷୀୟ ଯୁବକକୁ ପୋଲିସ ଅଫିସର ଝିଅ ସହ ବନ୍ଧୁତା ମହଙ୍ଗା ପଡିଛି । ବନ୍ଧୁତ୍ୱର ପ୍ରତିଉପହାର ସ୍ୱରୂପ ମିଳିଛି ନିର୍ଘାତ ମାଡ ଓ ନିଆଁ ଚେଙ୍କ । ରିପୋର୍ଟ ଅନୁଯାୟୀ ଉତ୍ତରାଖଣ୍ଡ ପୋଲିସ ବିଭାଗର ଜଣେ…

୧୪ବର୍ଷ ବୟସରେ କେବିସି ଜୁନିଅରରେ ହୋଇଥିଲେ କୋଟିପତି ଏବେ ଆଇପିଏସ୍

ଭୁବନେଶ୍ୱର : ୨୦୦୧ରେ ଲୋକପ୍ରିୟ ଟିଭି କାର୍ଯ୍ୟକ୍ରମ କୌନ ବନେଗା କରୋଡପତି ଜୁନିଅରରେ ୧୪ ବର୍ଷ ବୟସରେ ସେ ବିଜେତା ହୋଇ କୋଟିଏ ଟଙ୍କା ଜିତି ଚର୍ଚ୍ଚାରେ ରହିଥିଲେ । ସେତେବେଳେ ବିଗ୍ ବିଙ୍କ ସାମ୍ନାରେ ହଟ୍ ସିଟ୍‌ରେ ବସି ସେ ସମସ୍ତ ୧୫ଟି ପ୍ରଶ୍ନର ସଠିକ୍ ଉତ୍ତର ଦେଇଥିଲେ । ଏବେ ପ୍ରାୟ ୨୦…

ଏଡିଜି ପାହ୍ୟାକୁ ପଦୋନ୍ନତି ହେଲେ ଓଡିଶାର ୪ ଆଇପିଏସ୍ ଅଧିକାରୀ

ଭୁବନେଶ୍ୱର: ଓଡିଶା ସରକାର ୪ ଜଣ ଆଇପିଏସ୍ ଅଧିକାରୀଙ୍କୁ ଅତିରିକ୍ତ ମହାନିର୍ଦ୍ଦେଶକ (ଏଡିଜି) ପାହ୍ୟାକୁ ପଦୋନ୍ନତି କରିଛନ୍ତି । ସାଧାରଣ ପ୍ରଶାସନ ପକ୍ଷରୁ ଶନିବାର ଦିନ ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ,୧୯୯୫ ବ୍ୟାଚର ଅଧିକାରୀ ରାଧା କିଶନ ଶର୍ମା, ସୌମେନ୍ଦ୍ର ପ୍ରିୟଦର୍ଶୀ ଓ…

୩ ଆଇପିଏସ୍ ଅଫିସରଙ୍କୁ ଡିଜିପି ପାହ୍ୟାକୁ ପଦୋନ୍ନତି କଲେ ଓଡିଶା ସରକାର

ଭୁବନେଶ୍ୱର: ଓଡିଶା ସରକାର ଶନିବାର ଦିନ ୩ ଜଣ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କୁ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ପାହ୍ୟାକୁ ପଦୋନ୍ନତି ପ୍ରଦାନ କରିଛନ୍ତି । ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଡିପିଜି ପାହ୍ୟାକୁ ପଦୋନ୍ନତି ପାଇଥିବା ବରିଷ୍ଠ ଆଇପିଏସ ଅଧିକାରୀଙ୍କ ମଧ୍ୟରେ…