ତାଲିମ ବେଳେ ମହାନଦୀରେ ବୁଡି ଯବାନ ନିଖୋଜ
ବୌଦ୍ଧ: ବୌଦ୍ଧସ୍ଥିତ ମହାନଦୀରେ ବୁଡି ଜଣେ ଆଇଆର୍ବି ଯବାନ ନିଖୋଜ ହୋଇଛନ୍ତି । ଅଗ୍ନିଶମ କର୍ମଚାରୀ ଓ ଓଡ୍ରାଫ୍ଟ ଟିମ ପକ୍ଷରୁ ନିଖୋଜ ଯବାନଙ୍କୁ ଖୋଜିବା ଆରମ୍ଭ ହୋଇଛି।
ସୂଚନା ଅନୁସାରେ ବୌଦ୍ଧ ଜିଲ୍ଲା ବଲସିଙ୍ଗାରେ ଥିବା ଆଇଆରବି ୫ମ ବାଟାଲିୟନ ପକ୍ଷରୁ ବୌଦ୍ଧ ପୋଲ ମହାନଦୀ ଘାଟରେ…