Latest Odisha News

BREAKING NEWS

Browsing Tag

Ireland vs India

4 ରନରେ ଜିତିଲା ଇଣ୍ଡିଆ, ପାଣି ପିଆଇ ଦେଲା ଆୟରଲ୍ୟାଣ୍ଡ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଭାରତ  ଆୟରଲ୍ୟାଣ୍ଡ ମଧ୍ୟରେ ଚାଲିଥିବା ଟି-20ରେ ଭାରତ  4 ରନରେ ଆୟରଲ୍ୟାଣ୍ଡକୁ ପରାସ୍ତ କରିଛି ।   ନିର୍ଦ୍ଧାରିତ ୨୦ ଓଭରରେ ୭ ଓ୍ବିକେଟ ହରାଇ 225 ରନ କରିଥିଲା  ଭାରତ । ଏହାର ଜବାବରେ ଆୟରଲ୍ୟାଣ୍ଡ 5 ଉଇକେଟ ହରାଇ 221 ରନ କରିବାକୁ ସକ୍ଷମ ହୋଇଛି । ଭାରତ …

ଟି ୨୦ ଦ୍ବିତୀୟ ମ୍ୟାଚରେ ଜିିତିବ ଭାରତ: ପାଣ୍ଡ୍ୟା

ଓଡ଼ିଶା ସମ୍ବାଦ ବ୍ୟୁରୋ:  ଭାରତ ଓ ଆୟରଲାଣ୍ଡ ମଧ୍ୟରେ ଆଜି  ୨ୟ  ଟି-20 ମ୍ୟାଚ ଖେଳାଯିବ । ଡବଲିନରେ ୨ୟ ମ୍ୟାଚ୍‍ରେ  ସଞ୍ଜୁ ସାମ୍‌ସନ କିମ୍ବା ରାହୁଲ ତ୍ରିପାଠୀ ଖେଳିପାରନ୍ତି।  ବାମହାତି ପେସ୍ ବୋଲର ଅର୍ଶଦୀପ ସିଂହ ଖେଳିବାର ଯଥେଷ୍ଟ ସମ୍ଭାବନା ଅଛି। ଭୁବନେଶ୍ବର କୁମାର ଓ ଯୁଜବେନ୍ଦ୍ର…

ଆଜି ଭାରତ-ଆୟରଲାଣ୍ଡ ପ୍ରଥମ ଟି୨୦ ମୁକାବିଲା

ଆୟରଲାଣ୍ଡ ବିପକ୍ଷରେ ଭାରତ ୨ ମ୍ୟାଚ୍‌ ବିଶିଷ୍ଟ ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ ଖେଳିବ। ଆଇପିଏଲ୍‌ ତଥା ଦକ୍ଷିଣ ଆଫ୍ରିକା ଶୃଙ୍ଖଳାରେ ଭଲ ପ୍ରଦର୍ଶନ କରିଥିବା ଖେଳାଳିଙ୍କ ନେତୃତ୍ବ ନେଉଛନ୍ତି ହାର୍ଦିକ ପାଣ୍ଡ୍ୟା। ଗତ ୮ ମାସରେ ହାର୍ଦିକ ଭାରତର ୬ଷ୍ଠ ଅଧିନାୟକ। ଦଳରେ ପ୍ରାୟ ସମସ୍ତ…